Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ବାତ୍ୟା ଅପଡେଟ୍: ଜାଣନ୍ତୁ ପ୍ରେସମିଟରେ କଣ ମନ୍ତ୍ରୀ

Sanchar Live by Sanchar Live
October 23, 2024
in ଓଡିଶା
0
ସମ୍ଭାବ୍ୟ ବାତ୍ୟା ମୁକାବିଲା: ସଜାଗ ରହିବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦେଲେ ରାଜସ୍ବ ମନ୍ତ୍ରୀ
0
SHARES
7
VIEWS
FacebookTwitter

ସଂଚାର ବ୍ୟୁରୋ: ବାତ୍ୟାକୁ ନେଇ ରାଜ୍ୟସ୍ୱ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ପ୍ରେସମିଟ୍ । କହିଲେ, ଆଜି ସକାଳୁ ଆରମ୍ଭ ହୋଇଛି ସ୍ଥାନାନ୍ତର ପ୍ରକ୍ରିୟା । ସ୍ଥାନାନ୍ତର ସୂର୍ଯ୍ୟାସ୍ତ ପୂର୍ବରୁ ଶେଷ ପାଇଁ ନିର୍ଦ୍ଦେଶ ରହିଛି । ସୂର୍ଯ୍ୟାସ୍ତ ପୂର୍ବରୁ ନିକଟସ୍ଥ ରିଲିଫ ସେଣ୍ଟର ଆସିବା ପାଇଁ ସମସ୍ତଙ୍କୁ ନିବେଦନ । ୫,୫୦୦ ରିଲିଫ ସେଣ୍ଟର ପ୍ରସ୍ତୁତ ହୋଇ ରହିଛି । ବାତ୍ୟା ଦିଗ ବଦଳାଇଲେ ମୁକାବିଲା ପାଇଁ ସରକାର ପ୍ରସ୍ତୁତ ।

୧୩ଟି ଜିଲ୍ଲାରେ ବାତ୍ୟା ପ୍ରଭାବ ପଡିବ । ଆଗୁଆ ପଦକ୍ଷେପ ନିଆଯାଇଛି । ୬ଟି ଜିଲ୍ଲା ମୟୁରଭଞ୍ଜ, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା, ପୁରୀ ଓ ଯାଜପୁର । ଭଦ୍ରକ ଓ ଯାଜପୁର ବେଶୀ ପ୍ରଭାବିତ ହେବା ସମ୍ଭାବନା । କ୍ୟାବିନେଟ ବୈଠକରେ ବାତ୍ୟା ସମ୍ପର୍କରେ ଆଲୋଚନା ଅଛି । ସଚିବମାନେ ଅବଗତ କରିବେ । ସନ୍ଧ୍ୟା ୬ ଟାରେ ଏସଆରସିଙ୍କ କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିବେ । ରିଲିଫ ସେଣ୍ଟରରେ ସବୁ ପ୍ରସ୍ତୁତି ସରିଛି ।

Tags: cycloneodishasuresh pujari
ShareTweetShareSend
Sanchar Live

Sanchar Live

Next Post
୭୯ ବର୍ଷରେ ପାଦ ଥାପିଲେ ନବୀନ

ଭୟ କରନ୍ତୁ ନାହିଁ, ସଜାଗ ରୁହନ୍ତୁ: ନବୀନ ପଟ୍ଟନାୟକ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.