Monday, June 2, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ବର୍ଷାରେ କ୍ଷତିଗ୍ରସ୍ତ ହୋଇଥିବା ଚାଷୀଙ୍କୁ ତ୍ୱରିତ କ୍ଷତିପୂରଣ ପ୍ରଦାନ କରାଯିବ

Sanchar Live by Sanchar Live
May 31, 2025
in ଓଡିଶା
0
ବର୍ଷାରେ କ୍ଷତିଗ୍ରସ୍ତ ହୋଇଥିବା ଚାଷୀଙ୍କୁ ତ୍ୱରିତ କ୍ଷତିପୂରଣ ପ୍ରଦାନ କରାଯିବ
0
SHARES
7
VIEWS
FacebookTwitter

ସଂଚାର ବ୍ୟୁରୋ: ବର୍ଷା ଜନିତ କ୍ଷୟକ୍ଷତି ନେଇ ରାଜ୍ୟ ରାଜସ୍ୱ ବିପର୍ଯ୍ୟୟ ପରିଚାଳନା ବିଭାଗ କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ବର୍ଷାରେ କ୍ଷତିଗ୍ରସ୍ତ ହୋଇଥିବା ଚାଷୀଙ୍କୁ ତ୍ୱରିତ କ୍ଷତିପୂରଣ ପ୍ରଦାନ କରିବାରୁ ବୈଠକରେ ନିଷ୍ପତ୍ତି ହୋଇଛି ।

ବୈଠକରେ ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ କୃଷି ସଚିବ ଡାକ୍ତର ଅରବିନ୍ଦ ପାଢ଼ୀ ପ୍ରମୁଖ ଉପସ୍ଥିତ ଥିବାବେଳେ ଭିଡ଼ିଓ କନଫରେନ୍ସିଂ ଜରିଆରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଯୋଡ଼ି ହୋଇଥିଲେ । ମେ  ୨୭ରୁ ୩୦ ମଧ୍ୟରେ ହୋଇଥିବା ଲଘୁଚାପ ଜନିତ ବର୍ଷାରେ ହୋଇଥିବା କ୍ଷୟକ୍ଷତିକୁ ନେଇ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକ ପରେ ରାଜସ୍ୱ ମନ୍ତ୍ରୀ ସୂଚନା ଦେଇଛନ୍ତି ଯେ ପ୍ରାକୃତିକ ବିପର୍ଯ୍ୟୟରେ ଯେଉଁ ବି ବ୍ୟକ୍ତିର କିଛି ବି କ୍ଷତି ହେଉଛି, ତାଙ୍କୁ ତ୍ୱରିତଭାବେ କ୍ଷତିପୂରଣ ପ୍ରଦାନ କରାଯିବ । ଫସଲ ସହିତ ଘର ଭଙ୍ଗା ପାଇଁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ କ୍ଷତିପୂରଣ ଦିଆଯିବ । ମାତ୍ର ୩ ଦିନ ଭିତରେ ସମୀକ୍ଷା କରାଯାଇ ଚତୁର୍ଥ ଦିନରେ କ୍ଷତିପୂରଣ ଦିଆଯାଉଛି ।

ଏହି ବୈଠକର ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶିକା ମନୋରମା ମହାନ୍ତି ଯୋଗ ଦେଇ ପାଣିପାଗ ବିଭାଗ ସମ୍ବନ୍ଧୀୟ ସୂଚନା ଦେଇଛନ୍ତି । ମେ  ୨୭ରୁ ୩୦ ମଧ୍ୟରେ ସର୍ବାଧିକ ୪୧.୯ ମିଲିମିଟର ବର୍ଷା ହୋଇଥିବା ରେକର୍ଡ କରାଯାଇଛି ।

 

Tags: farmerodisha
ShareTweetShareSend
Sanchar Live

Sanchar Live

Next Post
ଭାଉଜର ମୁଣ୍ଡ କାଟିଦେଲା ଦିଅର

ଭାଉଜର ମୁଣ୍ଡ କାଟିଦେଲା ଦିଅର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ପ୍ରତିଦିନ କେତେ ପରିମାଣର ଅଖରୋଟ ଖାଇବା ଉଚିତ ? ଜାଣନ୍ତୁ…
  • ଆଗାମୀ ୫ ବର୍ଷରେ ରାଜ୍ୟରେ ଦୁଗ୍ଧ ଉତ୍ପାଦନ ଦ୍ବିଗୁଣିତ କରିବା ପାଇଁ ଆମ ସରକାର ପ୍ରୟାସଶୀଳ : ମୁଖ୍ୟମନ୍ତ୍ରୀ
  • ଉତ୍ତମ ମହାନ୍ତିଙ୍କ ଅସ୍ଥି ବିସର୍ଜନ କଲେ ବାବୁସାନ
  • କଳିଙ୍ଗ ଷ୍ଟୁଡିଓର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ରାଜଧାନୀରେ ସିଭିଲ ଡିଫେନ୍ସର ତାଲିମ ଶିବିର

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.