Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ସୂର୍ଯ୍ୟ ମନ୍ଦିରର ହେଲା ଲେଜର ସ୍କାନିଂ

Sanchar Live by Sanchar Live
September 23, 2024
in ଓଡିଶା
0
ସୂର୍ଯ୍ୟ ମନ୍ଦିରର ହେଲା ଲେଜର ସ୍କାନିଂ
0
SHARES
4
VIEWS
FacebookTwitter

ସଂଚାର ବ୍ୟୁରୋ: ସୂର୍ଯ୍ୟମନ୍ଦିର ଗର୍ଭଗୃହ ଓ ଚତୁଃପାର୍ଶ୍ଵର ହେଲା ଜିପିଆରଏସ୍ ଲେଜର ସ୍କାନିଂ । ଶୀଘ୍ର ସୂର୍ଯ୍ୟମନ୍ଦିର ପାରିପାର୍ଶ୍ବିକ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଆରମ୍ଭ ହେବ । କୋଣାର୍କ ସୂର୍ଯ୍ୟ ମନ୍ଦିର ଚତୁଃପାର୍ଶ୍ଵର ଆଜି ଭୂତଳ ଜିପିଆରଏସ ଲେଜର ସ୍କାନିଂ କରାଯାଇଛି । ଭାରତୀୟ ପ୍ରତ୍ନତତ୍ତ୍ଵ ବିଭାଗ ପୁରୀ ସର୍କଲର ଅଧୀକ୍ଷକ ଡିବି ଗଡନାୟକ ଓ ଡେପୁଟି ଇଂଜିନିଅର ଚିତ୍ତରଞ୍ଜନ ଦାଶଙ୍କ ନେତୃତ୍ୱରେ ହାଇଦ୍ରାବାଦ ସ୍ଥିତ ନ୍ଯାସନାଲ ଜିଓଗ୍ରାଫିକାଲ ରିସର୍ଚ୍ଚ ଇନଷ୍ଟିଚ୍ୟୁଟ NGRIର ୩ ଜଣିଆ ବୈଜ୍ଞାନିକଙ୍କୁ ଟିମ ଏହି ଲେଜର ସ୍କାନିଂ ଆରମ୍ଭ କରିଛନ୍ତି ।

କୋଣାର୍କ ସୂର୍ଯ୍ୟ ମନ୍ଦିର ଗର୍ଭଗୃହ ଓ ଚତୁଃପାର୍ଶ୍ଵର ଜିପିଆରଏସ ଲେଜର ସ୍କାନିଂ ଦ୍ୱାରା ଭୂତଳ ସର୍ବେକ୍ଷେଣ କରାଯାଇଛି । ବରିଷ୍ଠ ବୈଜ୍ଞାନିକ ଡକ୍ଟର ଏ.କେ. ପାଣ୍ଡେଙ୍କ ସମେତ ବୈଜ୍ଞାନିକ ନୀଲେଶ କୁମାର ଜୈସ୍ଵାରା ଓ ବୈଜ୍ଞାନିକ ସତୀଶ ଚନ୍ଦ୍ର ବର୍ମା ପ୍ରମୁଖ ସୂର୍ଯ୍ୟ ମନ୍ଦିର ଚତୁଃପାର୍ଶ୍ୱରେ ଜିପିଆରଏସ ଲେଜର ସ୍କାନିଂ କରିଥିଲେ ।

ମେସିନ ମାଧ୍ୟମରେ ଭୂମି ତଳକୁ ୧୦ ମିଟର ପର୍ଯ୍ୟନ୍ତ ଅନୁଧ୍ୟାନ କରି ମାଟି ତଳେ କିଛି ଭଗ୍ନ ମନ୍ଦିର କି କୌଣସି ନିର୍ମାଣ ସୌଧ ରହିଛି, ତାକୁ ଟିକିନିଖି ଅନୁଧ୍ୟାନ କରି ଭୂତଳ ସର୍ବେକ୍ଷେଣ ପ୍ରକ୍ରିୟା ଆରମ୍ଭ କରିଛନ୍ତି । ସର୍ବେକ୍ଷଣ ପରେ ଜଣାପଡିବ କୋଣାର୍କ ସୂର୍ଯ୍ୟ ମନ୍ଦିର ଚତୁଃପାର୍ଶ୍ବ ମାଟି ତଳେ କ’ଣ ରହିଛି ତାହା ଜଣାପଡ଼ିବ । ଅତ୍ୟାଧୁନିକ ଜିପିଆରଏସ ଲେଜର ସ୍କାନିଂ ରିପୋର୍ଟ ମିଳିବା ପରେ ସୂର୍ଯ୍ୟମନ୍ଦିର ଚାରିପାଖର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଆରମ୍ଭ କରାଯିବ ବୋଲି ସୂଚନା ଦେଇଛନ୍ତି ଏଏସଆଇ ଅଧିକାରୀ ।

Tags: konarksurya mandir
ShareTweetShareSend
Sanchar Live

Sanchar Live

Next Post
ନଜର ପକାନ୍ତୁ ଆଜିର ରାଶିଫଳ ଉପରେ..

ଜାଣନ୍ତୁ କେମିତି କଟିବ ଆଜି?

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.