ଆଜି ପୁଣି ବଢିଲା ସୁନା-ରୂପା ଦର, ଜାଣନ୍ତୁ କେତେ?
ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ...
Read moreଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ...

Read moreରେକର୍ଡ ସ୍ତରରେ ସୁନା ଦର। ଆଜି ୨୪ କ୍ୟାରେଟ୍ ସୁନା ପ୍ରତି ୧୦ ଗ୍ରାମ ୨୪ ଶହ ଟଙ୍କା ବୃଦ୍ଧି। ଦର ବୃଦ୍ଧି ହୋଇ ୧୦ ଗ୍ରାମ ...
Read moreନୂଆଦିଲ୍ଲୀ: ଘରୋଇ ବଜାରରେ ହୁ ହୁ ହୋଇ ବଢ଼ୁଛି ସୁନା ଓ ରୁପା ଦର। ରକେଟ୍ ବଳି ବଢ଼ୁଛି ଏହି ଉଭୟ ଧାତୁର ଦର। ଇତିମଧ୍ୟରେ ରୁପା ...
Read moreସୁନା ଏବଂ ରୁପା ଦର ଏବେ ରେକର୍ଡ ସ୍ତରରେ । ବିଭିନ୍ନ ପ୍ରକାର ଭୁ-ରାଜନୈତିକ ସମସ୍ୟା ମଧ୍ୟରେ ଉଭୟ ଧାତୁ ଆଡ଼କୁ ଆକର୍ଷିତ ହେଉଛନ୍ତି ନିବେଶକ। ଫଳରେ ...
Read moreଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୩୩,୯୧୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୨୨,୭୫୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୩୩,୯୧୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୨୨,୭୫୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୩୩,୯୧୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୨୨,୭୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୩୪,୦୭୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୨୨,୯୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୩୪,୯୫୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୨୩,୭୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୩୩,୯୧୦ ଓ ୧,୨୨,୭୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୧୦,୦୦୦ ଟଙ୍କା ହୋଇଛି ।
Read moreଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ...
Read more© 2024 Sanchar News