ପୁଣି ବଢିଲା ସୁନା ଦର, ଆଜି କଲା ରେକର୍ଡ
ସୁନା ଏବଂ ରୁପା ଦର ଏବେ ରେକର୍ଡ ସ୍ତରରେ । ବିଭିନ୍ନ ପ୍ରକାର ଭୁ-ରାଜନୈତିକ ସମସ୍ୟା ମଧ୍ୟରେ ଉଭୟ ଧାତୁ ଆଡ଼କୁ ଆକର୍ଷିତ ହେଉଛନ୍ତି ନିବେଶକ। ଫଳରେ ...
Read moreସୁନା ଏବଂ ରୁପା ଦର ଏବେ ରେକର୍ଡ ସ୍ତରରେ । ବିଭିନ୍ନ ପ୍ରକାର ଭୁ-ରାଜନୈତିକ ସମସ୍ୟା ମଧ୍ୟରେ ଉଭୟ ଧାତୁ ଆଡ଼କୁ ଆକର୍ଷିତ ହେଉଛନ୍ତି ନିବେଶକ। ଫଳରେ ...
Read moreଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୩୩,୯୧୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୨୨,୭୫୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୩୩,୯୧୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୨୨,୭୫୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୩୩,୯୧୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୨୨,୭୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୩୪,୦୭୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୨୨,୯୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୩୪,୯୫୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୨୩,୭୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୩୩,୯୧୦ ଓ ୧,୨୨,୭୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୧୦,୦୦୦ ଟଙ୍କା ହୋଇଛି ।
Read moreଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ...
Read moreଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ...
Read moreସଂଚାର ବ୍ୟୁରୋ: ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ...

Read moreକମିଲା ସୁନା ଏବଂ ରୁପା ଦର । ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ...
Read moreସୁନା ଦାମ ଆକାଶ ଛୁଆଁ ହେବା ପରେ ଦର ଖସିବାରେ ଲାଗିଛି । କେବଳ ସୁନା ନୁହେଁ, ରୁପା ଦର ମଧ୍ୟ ଖସିଛି । ଧନତେରାସ ଓ ...
Read more© 2024 Sanchar News