Tag: mohanmajhi

ବିକଶିତ ଗାଁ ବିକଶିତ ଓଡ଼ିଶା କାର୍ଯ୍ୟକ୍ରମ ଉଦ୍‌ଘାଟିତ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ବାରା ଖୋର୍ଦ୍ଧାରେ ‘ବିକଶିତ ଗାଁ, ବିକଶିତ ଓଡ଼ିଶା’ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ଏହି କାର୍ଯ୍ୟକ୍ରମରେ ପଞ୍ଚାୟତିରାଜ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ...

Read more

ଅଗ୍ନିଶମ କର୍ମଚାରୀଙ୍କୁ ଖୁସି ଖବର ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର : ଓଡ଼ିଶା ଅଗ୍ନିଶମ କର୍ମଚାରୀଙ୍କ ପାଇଁ ଖୁସି ଖବର। ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମିଳିବ ଘର ଭଡ଼, ବଢ଼ିଲା ଭତ୍ତ। ...

Read more

ବର୍ଣ୍ଣବୋଧର ନୂଆ ଶୋଭନ ସଂସ୍କରଣକୁ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର :  ବର୍ଣ୍ଣବୋଧର ନୂଆ ଶୋଭନ ସଂସ୍କରଣ କୁ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ । ଓଡ଼ିଆ ବର୍ଣ୍ଣବୋଧର ଅବିକଳ ଶୋଭନ ସଂସ୍କରଣର ଶୁଭ ଉନ୍ମୋଚନ ହୋଇଛି । ...

Read more

ବାରବାଟୀ ଷ୍ଟାଡିୟମର ପୁନରୁଦ୍ଧାର ଓ ସଂପ୍ରସାରଣ କରାଯିବ : ମୁଖ୍ୟମନ୍ତ୍ରୀ

କଟକ : ବାରବାଟୀ ଷ୍ଟାଡିୟମର ପୁନରୁଦ୍ଧାର  ଓ ସଂପ୍ରସାରଣ କରାଯିବ । ଏନେଇ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି କହିଲେ ଓସିଏ ସମ୍ପାଦକ । ଡିପିଆର ପ୍ରସ୍ତୁତ କରି ...

Read more

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ମୁଖ୍ୟ ଉପଦେଷ୍ଟା ହେଲେ ପ୍ରକାଶ ମିଶ୍ର

ଭୁବନେଶ୍ବର: ପୂର୍ବତନ ଡିଜିପି ପ୍ରକାଶ ମିଶ୍ରଙ୍କୁ ମିଳିଲା ବଡ ଦାଇତ୍ୱ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ମୁଖ୍ୟ ଉପଦେଷ୍ଟା ଭାବେ ପାଇଲେ ନିଯୁକ୍ତି । ପ୍ରକାଶ ମିଶ୍ରଙ୍କୁ କ୍ୟାବିନେଟ୍ ...

Read more

କଟକ ବିଡାନାସୀ ମିନି ଷ୍ଟାଡିୟମରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ

କଟକ: ପୁରା ଦେଶ ପାଳୁଛି ଆଜି 76 ତମ ସାଧାରଣତନ୍ତ୍ର ଦିବସ । ଏହି କ୍ରମରେ କଟକରେ ମଧ୍ୟ ଜିଲ୍ଲାସ୍ତରୀୟ ସାଧାରଣ ତନ୍ତ୍ର ଦିବସ କଟକ ବିଡାନାସି ...

Read more

ସଂଗ୍ରାମ ଓ ଦେଶାତ୍ମବୋଧରେ ନେତାଜୀଙ୍କ ନାମ ସର୍ବାଗ୍ରେ ରହିଛି ଓ ରହିଥିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ନେତାଜୀ ଥିଲେ ଅଦମ୍ୟ ସାହସର ମୂର୍ତ୍ତିମନ୍ତ ପ୍ରତୀକ । ତାଙ୍କ ଜନ୍ମର 100 ବର୍ଷ ପରେ ମଧ୍ୟ ଯେତେବେଳେ ସଂଗ୍ରାମ ଓ ଦେଶାତ୍ମବୋଧର ଆଲୋଚନା ହୁଏ, ନେତାଜୀ ...

Read more

୮ଟି ପ୍ରକଳ୍ପ ଉପରେ ସିଙ୍ଗାପୁର ସହ ଚୁକ୍ତି ସ୍ୱାକ୍ଷର

ଭୁବନେଶ୍ୱର: ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ଶନ୍ମୁଗରତ୍ନମଙ୍କ ଉପସ୍ଥିତିରେ ୮ଟି ପ୍ରକଳ୍ପ ଉପରେ ସିଙ୍ଗାପୁର ସହ ଚୁକ୍ତି(ଏମଓୟୁ) ସ୍ୱାକ୍ଷରିତ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ...

Read more

ମକର ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି ପବିତ୍ର ମକର ସଂକ୍ରାନ୍ତି। ଏହି ଅବସରରେ ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ମକର ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ...

Read more

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ବରଗଡ଼: ୭୭ତମ ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ପାଇଁ ମୁଖ୍ୟମନ୍ତ୍ରୀ ମୋନହ ଚରଣ ମାଝୀ ରବିବାର ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଭାବେ ପ୍ରଥମ ଥର ଏହି ...

Read more
Page 10 of 11 1 … 9 10 11