ଦୁଷ୍କର୍ମକାରୀଙ୍କୁ ମିଳିବ ମୃତ୍ୟୁ ଦଣ୍ଡ!, ପଶ୍ଚିମବଙ୍ଗ ବିଧାନସଭାରେ ମହିଳାଙ୍କ ସୁରକ୍ଷା ଉପରେ ଏକ ବିଲ ଆଗତ
ସଂଚାର ବ୍ୟୁରୋ: ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସରକାର ମଙ୍ଗଳବାର ପଶ୍ଚିମବଙ୍ଗ ବିଧାନସଭାରେ ମହିଳାଙ୍କ ସୁରକ୍ଷା ଉପରେ ଏକ ବିଲ ଆଗତ କରିଛନ୍ତି। ଏହା ମାଧ୍ୟମରେ ବଳାତ୍କାର ମାମଲାରେ ...
Read more