Tag: odisha

ବର୍ଷର ଶେଷ ଦିନ : ବୁଲିବାକୁ ବାହାରିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ସହରର ପେଟ୍ରୋଲ ଦାମ

ଗାଡ଼ିରେ ପେଟ୍ରୋଲ କିମ୍ବା ଡିଜେଲ ପକାଇବା ପୂର୍ବରୁ ଜାଣି ନିଅନ୍ତୁ ଦର ।  ପ୍ରତିଦିନ ତେଲର ନୂଆ ଦର ନିର୍ଦ୍ଧାରଣ କରାଯାଇଥାଏ ।  ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୧.୧୧ଟଙ୍କା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୨.୬୯ ପଇସା ରହିଛି । ସେହିପରି ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୪ ଟଙ୍କା ୭୭ ପଇସା ଓ ଡିଜେଲ ଦର ୮୭ ଟଙ୍କା ୬୭ ପଇସା ହୋଇଛି ।  ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୩ ଟଙ୍କା ୫୦ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୦.୦୩ ଟଙ୍କା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୫. ୪୧ ଟଙ୍କା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୦୨ ପଇସା ରହିଛି । ଚେନ୍ନାଇରେ ପେଟ୍ରୋଲ ଦର ୧୦୦ ଟଙ୍କା ୯୦ ପଇସା ଥିବା ବେଳେ ଡିଜେଲ ଦାମ ୯୨ ଟଙ୍କା ୪୯ ପଇସା ରହିଛି । ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।

Read more

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ତ୍ରୁଟି !

ପୁରୀ: ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ତ୍ରୁଟି ! ପୁରୀ ଶ୍ରୀମନ୍ଦିର ପ୍ରଶାସନର ୨୦୨୬ କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ହୋଇଥିବା ଅଭିଯୋଗ । କ୍ୟାଲେଣ୍ଡରରେ ମହାପ୍ରଭୁଙ୍କର ଯେଉଁ ଚିତ୍ର ସ୍ଥାନିତ ...

Read more

ବରିଷ୍ଠ ଆଇପିଏସ ଅଧିକାରୀଙ୍କୁ ମିଳିଲା ପଦୋନ୍ନତି

ସଂଚାର ବ୍ୟୁରୋ ; ଆଇପିଏସ ସ୍ତରରେ ପଦୋନ୍ନତି । ୨୦୦୧ ବ୍ୟାଚର ଆଇପିଏସ ସାଇନି ଏସଙ୍କୁ ଏଡିଜିପି ପଦକୁ ପଦୋନ୍ନତି ମିଳିଛି । ୨୦୦୮ ବ୍ୟାଚର ଆଇପିଏସ ...

Read more

ଚଇତି ମହୋତ୍ସବରେ ସାମିଲ ହୋଇ ଆଦିବାସୀଙ୍କ କଳା ଏବଂ ଜୀବନ ଜୀବିକାକୁ ପାଳନ କରିଛି ବେଦାନ୍ତ ଆଲୁମିନିୟମ୍

ଭୁବନେଶ୍ୱର: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମ ରାୟଗଡ଼ାରେ ଚଇତି ମହୋତ୍ସବରେ ସାମିଲ ହେବା ସହିତ ସାଂସ୍କୃତିକ ସଂରକ୍ଷଣ ଏବଂ ଗୋଷ୍ଠି ନେତୃତ୍ୱାଧୀନ ବିକାଶ ପ୍ରତି ...

Read more

ପିକନିକ ଯାଉଥିଲେ ଜାଣିରଖ

ଭୁବନେଶ୍ଵର: ବଣ ଭୋଜି କରୁଥିଲେ ସାବଧାନ, ପ୍ରଦୂଷଣ କଲେ ହେବ କଡା କାର୍ଯ୍ୟାନୁଷ୍ଠାନ। ବଣଭୋଜି ଉପରେ ପଲ୍ୟୁସନ୍ କଣ୍ଟ୍ରୋଲବୋର୍ଡ ନଜର ରଖିଥିବା ସୂଚନା ଦେଇଛନ୍ତି ଜଙ୍ଗଲ ଓ ...

Read more

ଭିଜିଲାନ୍ସ ଜାଲରେ ଦୁଇ ସରକାରୀ ବାବୁ

ଭିଜିଲାନ୍ସ ଜାଲରେ ଦୁଇ ସରକାରୀ ବାବୁ । ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ କଟକ ବାରଙ୍ଗ ତହସିଲର ଅତିରିକ୍ତ ତହସିଲଦାର ଜିତେନ୍ଦ୍ର କୁମାର ପଣ୍ଡା ଏବଂ କେନ୍ଦୁଝର ...

Read more

ନୂଆ ବର୍ଷ ପାଇଁ ପ୍ରକାଶ ପାଇଲା ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ନୀତିକାନ୍ତି

ନୂଆ ବର୍ଷ ପାଇଁ ପ୍ରକାଶ ପାଇଲା ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ନୀତିକାନ୍ତି । ଡିସେମ୍ବର ୩୧ ରେ ମାତ୍ର ୩ ଘଣ୍ଟା ନିଦ୍ରା ଯିବେ ଶ୍ରୀଜିଉ ।  ଡିସେମ୍ବର ...

Read more

ବିଜୟ ହଜାରେ ଟ୍ରଫିରେ ଓଡ଼ିଶାର କ୍ରମାଗତ ଦ୍ବିତୀୟ ବିଜୟ

ବିଜୟ ହଜାରେ ଟ୍ରଫିରେ ଓଡ଼ିଶାର କ୍ରମାଗତ ଦ୍ବିତୀୟ ବିଜୟ । ସର୍ଭିସେସ୍‌ ବିପକ୍ଷରେ ୪ ଓ୍ବିକେଟ୍‌ରେ ବିଜୟ ଲାଭ ପରେ ଆଜି ଆନ୍ଧ୍ରପ୍ରଦେଶ ବିପକ୍ଷରେ ଓଡ଼ିଶା ବଡ଼ ...

Read more

୨୦୦ରୁ ଅଧିକ OAS ନବନିଯୁକ୍ତ ଅଧିକାରୀଙ୍କୁ ମିଳିଲା ପ୍ରଥମ ନିଯୁକ୍ତି

୨୦୦ରୁ ଅଧିକ OAS ନବନିଯୁକ୍ତ ଅଧିକାରୀଙ୍କୁ ମିଳିଲା ପ୍ରଥମ ନିଯୁକ୍ତି।   OAS ଅଧିକାରୀଙ୍କ ପ୍ରଶିକ୍ଷଣ ସରିବା ପରେ ପ୍ରଥମ ନିଯୁକ୍ତି ପ୍ରଦାନ କରିଛନ୍ତି। ରାଜ୍ୟ ସରକାରଙ୍କ ରାଜସ୍ବ ...

Read more
Page 10 of 174 1 9 10 11 174