ବଢ଼ିଲା ପେଟ୍ରୋଲ ଡିଜେଲ ମୂଲ୍ୟ
ବଢ଼ିଲା ପେଟ୍ରୋଲ ଡିଜେଲ ମୂଲ୍ୟ । ପେଟ୍ରୋଲ ଲିଟର ପିଛା ୩ ଟଙ୍କା ଓ ଡିଜେଲ ଲିଟର ପିଛା ୩ ଟଙ୍କା ବୃଦ୍ଧି ପାଇଛି । ପଶ୍ଚିମ ...
Read moreବଢ଼ିଲା ପେଟ୍ରୋଲ ଡିଜେଲ ମୂଲ୍ୟ । ପେଟ୍ରୋଲ ଲିଟର ପିଛା ୩ ଟଙ୍କା ଓ ଡିଜେଲ ଲିଟର ପିଛା ୩ ଟଙ୍କା ବୃଦ୍ଧି ପାଇଛି । ପଶ୍ଚିମ ...
Read moreଗାଡ଼ିରେ ପେଟ୍ରୋଲ କିମ୍ବା ଡିଜେଲ ପକାଇବା ପୂର୍ବରୁ ଜାଣି ନିଅନ୍ତୁ ଦର । ପ୍ରତିଦିନ ତେଲର ନୂଆ ଦର ନିର୍ଦ୍ଧାରଣ କରାଯାଇଥାଏ । ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୧.୧୧ଟଙ୍କା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୨.୬୯ ପଇସା ରହିଛି । ସେହିପରି ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୪ ଟଙ୍କା ୭୭ ପଇସା ଓ ଡିଜେଲ ଦର ୮୭ ଟଙ୍କା ୬୭ ପଇସା ହୋଇଛି । ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୩ ଟଙ୍କା ୫୦ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୦.୦୩ ଟଙ୍କା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୫. ୪୧ ଟଙ୍କା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୦୨ ପଇସା ରହିଛି । ଚେନ୍ନାଇରେ ପେଟ୍ରୋଲ ଦର ୧୦୦ ଟଙ୍କା ୯୦ ପଇସା ଥିବା ବେଳେ ଡିଜେଲ ଦାମ ୯୨ ଟଙ୍କା ୪୯ ପଇସା ରହିଛି । ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।
Read moreସଂଚାର ବ୍ୟୁରୋ: ଦେଶରେ ପେଟ୍ରୋଲ ଓ ଡିଜେଲର ନୂଆ ମୂଲ୍ୟ ଜାରି କରାଯାଇଛି । ପ୍ରମୁଖ ସହର ଗୁଡିକରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ପରିବର୍ତ୍ତନ ହୋଇଛି ...
Read moreଟାଙ୍କି ଭରିବା ପୂର୍ବରୁ ଜାଣି ରଖନ୍ତୁ ଆଜିର ତେଲ ଦର କେତେ ଅଛି । ଦେଶରେ ପେଟ୍ରୋଲ ଓ ଡିଜେଲର ନୂଆ ମୂଲ୍ୟ ଜାରି କରାଯାଇଛି । ...
Read moreସଂଚାର ବ୍ୟୁରୋ: ଟାଙ୍କି ଭରିବା ପୂର୍ବରୁ ଜାଣି ରଖନ୍ତୁ ଆଜିର ତେଲ ଦର କେତେ ଅଛି । ଦେଶରେ ପେଟ୍ରୋଲ ଓ ଡିଜେଲର ନୂଆ ମୂଲ୍ୟ ଜାରି ...
Read more© 2024 Sanchar News