Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ଭାରତରେ ପହଞ୍ଚିଲା ତହାୱୁର

Sanchar Live by Sanchar Live
April 10, 2025
in ଭାରତ
0
ଭାରତରେ ପହଞ୍ଚିଲା ତହାୱୁର
0
SHARES
6
VIEWS
FacebookTwitter

ଭାରତରେ ପହଞ୍ଚିଲା ୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ମାଷ୍ଟରମାଇଣ୍ଡ ତହାୱୁର  ରାଣା ।  ବହୁତ କଠିନ ପରିଶ୍ରମ ପରେ ତାଙ୍କୁ ଆମେରିକାରୁ ଭାରତକୁ ଅଣାଯାଇଛି । ତହାୱୁର  ରାଣା ଏକ ସ୍ୱତନ୍ତ୍ର ବିମାନ ଯୋଗେ ଦିଲ୍ଲୀର ପାଲମ ବିମାନବନ୍ଦରରେ ଅବତରଣ କରିଛି ।

ଅଭିଯୁକ୍ତ ତହାୱୁର ରାଣାଙ୍କୁ ନେଇ ଏକ ସ୍ୱତନ୍ତ୍ର ବିମାନ ଆଜି  ଭାରତରେ ପହଞ୍ଚିଛି ।  ରାଣାଙ୍କୁ ଆମେରିକାରୁ ପ୍ରତ୍ୟାର୍ପଣ କରାଯାଇଛି ।  ବିମାନଟି ଦିଲ୍ଲୀର ପାଲମ ବିମାନବନ୍ଦରରେ ଅବତରଣ କରିବା ମାତ୍ରେ, ଜାତୀୟ ତଦନ୍ତ ସଂସ୍ଥା (NIA)ର ଏକ ଦଳ ତାଙ୍କୁ ହେପାଜତକୁ ନେଇଥିଲା ।  ରାଣାଙ୍କ ବିରୋଧରେ ମୁମ୍ବାଇ ଆକ୍ରମଣରେ ସମ୍ପୃକ୍ତି ଏବଂ ଆତଙ୍କବାଦୀ କାର୍ଯ୍ୟକଳାପକୁ ସମର୍ଥନ କରିବାର ଗମ୍ଭୀର ଅଭିଯୋଗ ରହିଛି ।  ରାଣାଙ୍କୁ ଆମେରିକାରୁ ପ୍ରତ୍ୟର୍ପଣ କରାଯାଇଥିଲା ।  ଏବେ ତାଙ୍କୁ ପଚରାଉଚରା ଆରମ୍ଭ ହେବାର ସମ୍ଭାବନା ରହିଛି ।

ଏହି ହାଇପ୍ରୋଫାଇଲ୍ ଆତଙ୍କବାଦୀଙ୍କୁ ଦୃଷ୍ଟିରେ ରଖି ବିମାନବନ୍ଦରରେ ସୁରକ୍ଷା ବ୍ୟବସ୍ଥା ଆହୁରି ବଢାଇଦିଆଯାଇଛି ।  ବିମାନବନ୍ଦରରେ SWAT କମାଣ୍ଡୋଙ୍କ ଏକ ଫୋର୍ସ ନିୟୋଜିତ ହୋଇଛି । କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ  କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦାୟିତ୍ୱ ଗ୍ରହଣ କରିବା ପରଠାରୁ କେନ୍ଦ୍ର ସରକାର ଦେଶ ବିରୋଧୀ ଲୋକଙ୍କ ଉପରେ କଡ଼ା ନଜର ରଖିଛି ।  ସେ ଦାବି କରିଛନ୍ତି ଯେ

ପ୍ରଧାନମନ୍ତ୍ରୀ ମୋଦୀଙ୍କ ନେତୃତ୍ୱରେ ଏବଂ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହଙ୍କ ମାର୍ଗଦର୍ଶନରେ ଦେଶରେ ଆତଙ୍କବାଦ ଶେଷ ହେବାକୁ ଯାଉଛି ।

ତହୱୁର ରାଣାର ଭାରତ ପ୍ରତ୍ୟାର୍ପଣ ଉପରେ ରୋକ ଲଗାଇବାକୁ ଆମେରିକା ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲା ।  ହେଲେ ଆମେରିକା ସୁପ୍ରିମକୋର୍ଟ ଆବେଦନକୁ ଖାରଜ କରିବା ପରେ ପ୍ରତ୍ୟାର୍ପଣର ବାଟ ଫିଟିଥିଲା ।  ଆଉ ତାକୁ ସ୍ୱତନ୍ତ୍ର ବିମାନ ଜରିଆରେ ଭାରତ ଆଣିବାର ବ୍ୟବସ୍ଥା କରାଯାଇଥିଲା  ।  ଭାରତ ପହଞ୍ଚିବା ପରେ ଜରୁରୀ ଆଇନଗତ ପ୍ରକ୍ରିୟା ପୂରା ହେବା ପରେ ଏନଆଇଏର ହେପାଜତରେ ଆତଙ୍କୀ ତହାୱୁର ରାଣାକୁ ରଖାଯିବ ।

Tags: delhitahayur
ShareTweetShareSend
Sanchar Live

Sanchar Live

Next Post
ବରିଷ୍ଠ ନେତା ପ୍ରଭାତ ତ୍ରିପାଠୀଙ୍କୁ ବିଜେଡିର ଜବାବ

ବରିଷ୍ଠ ନେତା ପ୍ରଭାତ ତ୍ରିପାଠୀଙ୍କୁ ବିଜେଡିର ଜବାବ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.