Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ମେଡିସିନ ଦୋକାନ ଓ ବାସନ ଦୋକାନ ଭିତରକୁ ଭାରସାମ୍ୟ ହରାଇ ପଶିଗଲା ହାଇୱା ଟ୍ରକ

Sanchar Live by Sanchar Live
December 24, 2024
in ଓଡିଶା
0
ମେଡିସିନ ଦୋକାନ ଓ ବାସନ ଦୋକାନ ଭିତରକୁ ଭାରସାମ୍ୟ ହରାଇ ପଶିଗଲା ହାଇୱା ଟ୍ରକ
0
SHARES
34
VIEWS
FacebookTwitter

ସଂଚାର ବ୍ୟୁରୋ: ତାଳଚେର ବହ୍ଲର ଛକରେ ଥିବା ମେଡିସିନ ଦୋକାନ ଓ ଏକ ବାସନ ଦୋକାନ ଭିତରକୁ ଭାରସାମ୍ୟ ହରାଇ ପଶିଗଲା ହାଇୱା ଟ୍ରକ । ଅଳ୍ପକେ ବର୍ତ୍ତିଲେ ଦୋକାନୀ ଓ ଗ୍ରାହକ । ଟ୍ରକଟି ଦୋକାନ ଭିତରକୁ ପଶିଯିବା ଫଳରେ ଦୋକାନ ଘର ଦୁଇଟିର ସମ୍ମୁଖ ଭାଗ ଭାଙ୍ଗି ଚୁରମାର ହୋଇଯାଇଛି। ଟ୍ରକଟି କାମାକ୍ଷାନଗର ଆଡୁ ଆସୁଥିବା ବେଳେ ଭାରସାମ୍ୟ ହରାଇ ବଲହର ଛକ ଠାରେ ଥିବା ଚନ୍ଦ୍ର ମେଡ଼ିସିନ ଦୋକାନ ଓ ପାଖକୁ ଲାଗିକି ଥିବା ଏକ ବାସନ ଦୋକାନ ଭିତରକୁ ପଶି ଯାଇଥିଲା । ଫଳରେ ଦୋକାନୀ ଓ ଗ୍ରାହକ ଅଳ୍ପକେ ବର୍ତ୍ତି ଯାଇଥିଲେ। ତାଳଚେର ପୋଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଡ୍ରାଇଭରକୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଥିଲେ।

Tags: accidenttalchere
ShareTweetShareSend
Sanchar Live

Sanchar Live

Next Post
ପୁରୁଷଙ୍କ ତୁଳନାରେ ମହିଳାମାନଙ୍କୁ ଅଧିକ ଶୀତ କାହିଁକି ଲାଗେ,ଜାଣନ୍ତୁ ଏହା ପଛର କାରଣ

ପୁରୁଷଙ୍କ ତୁଳନାରେ ମହିଳାମାନଙ୍କୁ ଅଧିକ ଶୀତ କାହିଁକି ଲାଗେ,ଜାଣନ୍ତୁ ଏହା ପଛର କାରଣ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.