Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ଆସନ୍ତାକାଲି ତାମିଲନାଡୁ ନିକଟ ପଡୁଚେରୀରେ ଲ୍ୟାଣ୍ଡଫଲ୍ କରିପାରେ ‘ଫେଙ୍ଗଲ’

Sanchar Live by Sanchar Live
November 29, 2024
in ଭାରତ
0
ଆସନ୍ତାକାଲି ତାମିଲନାଡୁ ନିକଟ ପଡୁଚେରୀରେ ଲ୍ୟାଣ୍ଡଫଲ୍ କରିପାରେ ‘ଫେଙ୍ଗଲ’
0
SHARES
8
VIEWS
FacebookTwitter

ସଂଚାର ବ୍ୟୁରୋ: ଆସନ୍ତାକାଲି ତାମିଲନାଡୁ ନିକଟ ପଡୁଚେରୀରେ ଲ୍ୟାଣ୍ଡଫଲ୍ କରିପାରେ ‘ଫେଙ୍ଗଲ’। ବାତ୍ୟା ‘ଫେଙ୍ଗଲ’ ପ୍ରଭାବ ଓଡ଼ିଶା ଉପରେ ବିଶେଷ ଭାବରେ ପଡ଼ିବ ନାହିଁ । ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଗଭୀର ଅବପାତ ଆହୁରି ଘନୀଭୂତ ହୋଇ ଆଜି ସାମୁଦ୍ରିକ ଝଡ଼ ବା ବାତ୍ୟା ଫେଙ୍ଗଲରେ ପରିଣତ ହୋଇଛି l

ପାରାଦୀପ ରାଡାରରୁ ମିଳୁଥିବା ସୂଚନା ଅନୁଯାୟୀ କଟକ, ଖୋର୍ଦ୍ଧା, ବାଲେଶ୍ୱର, କେନ୍ଦୁଝର, ମୟୁରଭଞ୍ଜ, ଭଦ୍ରକ, ଯାଜପୁର କେନ୍ଦ୍ରାପଡ଼ା, ଜଗତସିଂହପୁର ତଥା ପୁରୀ ଜିଲ୍ଲାର ସମେତ ଭୁବନେଶ୍ୱର ଏବଂ କଟକ ସହରର କିଛି କିଛି ଅଞ୍ଚଳରେ କେବଳ ହାଲୁକା ଝିପିଝିପି ବର୍ଷା ଲାଗିରହିଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଉପକୂଳ ଜିଲ୍ଲାଗୁଡ଼ିକରେ ବିକ୍ଷିପ୍ତ ଭାବରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ଅଛି । ଡିସେମ୍ବର ୧ରୁ ୨ ତାରିଖ ମଧ୍ୟରେ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା ରହିଛି । ବର୍ତ୍ତମାନ ଖରିଫ ଧାନ ଅମଳ କାର୍ଯ୍ୟକ୍ରମ ଚାଲୁଥିବା ହେତୁ ଆବଶ୍ୟକ ପଦକ୍ଷେପ ନେବାକୁ କୁହାଯାଇଛି ।

Tags: cycloneTamilnadu
ShareTweetShareSend
Sanchar Live

Sanchar Live

Next Post
ଆଦିବାସୀ ଛାତ୍ରୀଙ୍କୁ ପ୍ରଧାନ ଶିକ୍ଷୟିତ୍ରୀଙ୍କ ନିର୍ଯାତନା ଅଭିଯୋଗ

ଆଦିବାସୀ ଛାତ୍ରୀଙ୍କୁ ପ୍ରଧାନ ଶିକ୍ଷୟିତ୍ରୀଙ୍କ ନିର୍ଯାତନା ଅଭିଯୋଗ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିନ
  • ଚିକିତ୍ସା ପାଇଁ ମୁମ୍ବାଇ ଗଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
  • ଆଜି ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର ନିମନ୍ତେ ମନୋନୀତ ହୋଇଥିବା ଆସୋସିଏଟ୍ ପ୍ରଫେସରଙ୍କୁ ସମ୍ବର୍ଦ୍ଧିତ କଲେ ସୋଆ ପ୍ରତିଷ୍ଠାତା ସଭାପତି
  • ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.