Saturday, June 7, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ରାଜନୀତି

ବାଚସ୍ପତିଙ୍କ ମାଇକ ଭାଙ୍ଗିଲେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି

Sanchar Live by Sanchar Live
March 10, 2025
in ରାଜନୀତି
0
ବାଚସ୍ପତିଙ୍କ ମାଇକ ଭାଙ୍ଗିଲେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି
0
SHARES
14
VIEWS
FacebookTwitter

ସଂଚାର ବ୍ୟୁରୋ: ବାଚସ୍ପତିଙ୍କ ମାଇକ ଭାଙ୍ଗିଲେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି । ଏଥି ସହିତ ବାଚସ୍ପତିଙ୍କ ଉପରକୁ ପୋଷ୍ଟର ଫୋପାଡ଼ି ଟଙ୍କିକିଆ ଚକଲେଟ ଦେଇଥିଲେ କଂଗ୍ରେସ ବିଧାୟକ। ନାରୀ ନିର୍ଯ୍ୟାତନା ପ୍ରସଙ୍ଗରେ ରାଜ୍ୟ ସରକାର ନିଷ୍କ୍ରିୟ ଥିବା ବେଳେ ବାଚସ୍ପତି ଏଥିରେ ହସ୍ତକ୍ଷେପ କରୁନାହାଁନ୍ତି ବୋଲି ଅଭିଯୋଗ କରିଛି କଂଗ୍ରେସ । ରାଜ୍ୟରେ ବୃଦ୍ଧି ପାଉଥିବା ନାରୀ ନିର୍ଯ୍ୟାତନା ପ୍ରସଙ୍ଗକୁ ନେଇ ଆଜି ଦିନ ତମାମ କଂଗ୍ରେସ ବିଧାନସଭାରେ ହଟ୍ଟଗୋଳ କରିଛି । ଏହି ପ୍ରସଙ୍ଗରେ ଆଜି ବିଧାନସଭା ଅଧିବେଶନ ଆରମ୍ଭ ହେବା ପୂର୍ବରୁ କଂଗ୍ରେସ ବିଧାନସଭା ପରିସରରେ ଥିବା ଗାନ୍ଧୀମୂର୍ତ୍ତି ତଳେ ଧାରଣା ଦେଇଥିଲା । ପରେ ପ୍ରଶ୍ନକାଳରେ କଂଗ୍ରେସ ବିଧାୟକମାନେ ରାଜ୍ୟ ସରକାରଙ୍କ ନିଷ୍କ୍ରିୟତା ବିରୋଧରେ ଗର୍ଜନ କରିଥିଲେ। ସନ୍ଧ୍ୟାରେ ଗୃହକୁ ସ୍ବାଭାବିକ ସ୍ଥିତିକୁ ଆଣିବାକୁ ବାଚସ୍ପତି ସର୍ବଦଳୀୟ ବୈଠକ ଡାକିଥିଲେ ମଧ୍ୟ ତାହା ଫେଲ ମାରିଥିଲା । କଂଗ୍ରେସ ଓ ବିଜେଡି ବିଧାୟକଙ୍କ ହଟ୍ଟଗୋଳ ମଧ୍ୟରେ ଖର୍ଚ୍ଚଦାବି ଆଲୋଚନା ପାଇଁ ବାଚସ୍ପତି ଅନୁମତି ଦେବାରୁ କଂଗ୍ରେସ ବିଧାୟକମାନେ ଅଧିକ ଉତ୍ତେଜିତ ହୋଇଥିଲେ । ପରେ କକ୍ଷତ୍ୟାଗ କରି କଂଗ୍ରେସ ବିଧାୟକମାନେ ଗାନ୍ଧୀମୂର୍ତ୍ତି ତଳେ ଧାରଣା ଦେଇଥିଲେ ।

Tags: assemblyodishatara bahinipati
ShareTweetShareSend
Sanchar Live

Sanchar Live

Next Post
ଭାରତରେ ଧୀମା ହେଲା ‘ଏକ୍ସ’

ଭାରତରେ ଧୀମା ହେଲା ‘ଏକ୍ସ’

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ୨୦ରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
  • ଆଜି ଚମ୍ପକ ଦ୍ୱାଦଶୀ ଅବସରରେ ମହାପ୍ରଭୁଙ୍କର ପାଳିତ ହେବ ଗୁଆଲି ଯାତ୍ରା
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବିବାହ ଉତ୍ସବ ସମ୍ପନ୍ନ
  • ରଥଯାତ୍ରା: ପରିଚାଳନ ପାଇଁ ମନ୍ତ୍ରୀସ୍ତରୀୟ କମିଟି ଗଠନ କଲେ ରାଜ୍ୟ ସରକାର
  • ସରିଲା ରାଜ୍ୟ କ୍ୟାବିନେଟନ୍‌ର ଗୁରତ୍ବପୂର୍ଣ୍ଣ ବୈଠକ, ୪ ପ୍ରସ୍ତାବରେ ବାଜିଲା ମୋହର

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.