Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ମନୋରଞ୍ଜନ

‘ସାବରମତୀ ରିପୋର୍ଟ’କୁ କରମୁକ୍ତ କଲେ ରାଜ୍ୟ ସରକାର

Sanchar Live by Sanchar Live
November 28, 2024
in ମନୋରଞ୍ଜନ
0
‘ସାବରମତୀ ରିପୋର୍ଟ’କୁ କରମୁକ୍ତ କଲେ ରାଜ୍ୟ ସରକାର
0
SHARES
3
VIEWS
FacebookTwitter

ସଂଚାର ବ୍ୟୁରୋ: ହିନ୍ଦୀ ସିନେମା ‘ଦି ସାବରମତୀ ରିପୋର୍ଟ’କୁ ଓଡ଼ିଶା ସରକାର ଟିକସମୁକ୍ତ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ଓ ଓଡ଼ିଶାର ଜନସାଧାରଣଙ୍କ ଭାବନାକୁ ଦୃଷ୍ଟିରେ ରଖି ଏହି ସିନେମାକୁ ଓଡ଼ିଶାରେ କରମୁକ୍ତ ଘୋଷଣା କରାଗଲା ବୋଲି ରାଜ୍ୟ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ଏହି ସିନେମାକୁ କରମୁକ୍ତ ଘୋଷଣା କରିବାରେ ଓଡ଼ିଶା ହେଉଛି ଦେଶର ସପ୍ତମ ବିଜେପି ଶାସିତ ରାଜ୍ୟ।

ଆଜି ରାଜ୍ୟ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀଙ୍କ ପକ୍ଷରୁ ଜାରି ବିଜ୍ଞପ୍ତିରେ କୁହାଯାଇଛି, “ସତ୍ୟଘଟଣା ଉପରେ ଆଧାରିତ ହିନ୍ଦି ଚଳଚ୍ଚିତ୍ର ‘ଦି ସାବରମତୀ ରିପୋର୍ଟ’ ଯାହାକି ୨୦୦୨ ଫେବୃଆରୀ ୨୭ତାରିଖର ଗୋଧ୍ରା ରେଳପୋଡ଼ି ଘଟଣା ଉପରେ ପର୍ଯ୍ୟବେସିତ। ଏହି ମର୍ମନ୍ତୁଦ ଘଟଣା ଉପରେ ଆଧାରିତ ଚଳଚ୍ଚିତ୍ରଟି ଏବେ ଓଡ଼ିଶାରେ ପ୍ରଦର୍ଶିତ ହେଉଛି। ଏହି ଚଳଚ୍ଚିତତ୍ରର ଗୁଣାତ୍ମକ ତଥା ଭାବାତ୍ମକ କାହାଣୀ ଦୃଷ୍ଟିରୁ ଚଳଚ୍ଚିତ୍ରଟିକୁ ଅଧିକ ଲୋକ ଦେଖିବା ଆବଶ୍ୟକ। ଓଡ଼ିଶାର ଜନସାଧାରଣଙ୍କ ଭାବନାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ଆଦେଶରେ ଏହି ଚଳଚ୍ଚିତ୍ରଟିକୁ ଓଡ଼ିଶାରେ କରମୁକ୍ତ କରାଗଲା।”

ସୂଚନାଯୋଗ୍ୟ, ଏହି ସିନେମାକୁ କରମୁକ୍ତ ଘୋଷଣା କରିବାରେ ଓଡ଼ିଶା ହେଉଛି ସପ୍ତମ ବିଜେପିଶାସିତ ରାଜ୍ୟ। ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ଛତିଶଗଡ଼, ରାଜସ୍ଥାନ, ହରିୟାଣା ଓ ଗୁଜୁରାଟ ପରେ ଓଡ଼ିଶା ସରକାର ଏହି ସିନେମାକୁ ଟିକସମୁକ୍ତ ଘୋଷଣା କରିଛନ୍ତି। ଏହି ସିନେମାକୁ ଟିକସମୁକ୍ତ କରାଯିବା ଘୋଷଣା ମଧ୍ୟ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ଆଜି ବିଧାନସଭାରେ ଘୋଷଣା କରିଛନ୍ତି।

Tags: odisha govtsabarmati
ShareTweetShareSend
Sanchar Live

Sanchar Live

Next Post
ନାବାଳିକାଙ୍କୁ ଅସଦାଚରଣ କରିଥିଲେ, ଗିରଫ ହେଲେ

ନାବାଳିକାଙ୍କୁ ଅସଦାଚରଣ କରିଥିଲେ, ଗିରଫ ହେଲେ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.