Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home କ୍ରୀଡ଼ା

ଚାମ୍ପିଅନ୍ସ ଟ୍ରଫି ୨୦୨୫ ପାଇଁ ଟିମ୍ ଇଣ୍ଡିଆ ଘୋଷଣା

Sanchar Live by Sanchar Live
January 18, 2025
in କ୍ରୀଡ଼ା
0
ଇଂଲଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ ଲାଗି ଭାରତୀୟ ଦଳ ଘୋଷଣା

Oplus_131072

0
SHARES
6
VIEWS
FacebookTwitter

ଚାମ୍ପିଅନ୍ସ ଟ୍ରଫି ୨୦୨୫ ପାଇଁ ଟିମ୍ ଘୋଷଣା କରିଛି ଭାରତ । ୧୯ ଫେବୃଆରୀରୁ ଆରମ୍ଭ ହେବାକୁ ଥିବା ଚାମ୍ପିଅନ୍ସ ଟ୍ରଫି ପାଇଁ ରୋହିତ ଶର୍ମା ଅଧିନାୟକ ରହିଥିବା ବେଳେ ଉପ ଅଧିନାୟକ ଭାବେ ଶୁବମନ ଗିଲଙ୍କୁ ଦାୟିତ୍ବ ମିଳିଛି । ଟୁର୍ଣ୍ଣାମେଣ୍ଟ ୧୯ ଫେବୃଆରୀରୁ ଆରମ୍ଭ ହୋଇ ୯ ମାର୍ଚ୍ଚ ପର୍ଯ୍ୟନ୍ତ ହାଇବ୍ରିଡ ମଡେଲରେ ଖେଳାଯିବ । ୨୦ ଫେବୃଆରୀରୁ ଭାରତର ମ୍ୟାଚ୍ ରହିଛି । ଗ୍ରୁପ-ଏରେ ଟିମ ଇଣ୍ଡିଆ ସହିତ ବାଂଲାଦେଶ, ପାକିସ୍ତାନ, ନ୍ୟୁଜିଲାଣ୍ଡ ରହିଛି ।

ଭାରତୀୟ ଟିମର ପ୍ରଥମ ମ୍ୟାଚ ବାଂଲାଦେଶ ସହିତ ଦୁବାଇରେ ଖେଳାଯିବ । ଭାରତ ଓ ପାକିସ୍ତାନ ମଧ୍ୟରେ ୨୩ ଫେବୃଆରୀରେ ଦୁବାଇରେ ମ୍ୟାଚ ଖେଳାଯିବ । ଏହି ମ୍ୟାଚ ଦୁବାଇରେ ଖେଳାଯିବ । ଟିମ ଇଣ୍ଡିଆର ଗ୍ରୁପ ଷ୍ଟେଜ ମ୍ୟାଚର ତ୍‌ତୀୟ ତଥା ଶେଷ ମ୍ୟାଚ ୨ ମାର୍ଚ୍ଚ ନ୍ୟୁଜିଲାଣ୍ଡ ସହିତ ଦୁବାଇରେ ଖେଳାଯିବ ।

ଭାରତ ନିଜର ସମସ୍ତ ମ୍ୟାଚ ଦୁବାଇରେ ଖେଳିବ । ଚାମ୍ପିଅନ୍ସ ଟ୍ରଫି ୨୦୨୫ ଫାଇନାଲ ମ୍ୟାଚ୍ ଲାହୋରରେ ଖେଳାଯିବ । ଯଦି ଭାରତ ଫାଇନାଲରେ ପହଞ୍ଚେ ତେବେ ଫାଇନାଲ ଦୁବାଇରେ ଖେଳାଯିବ ।

ଚାମ୍ପିଅନ୍ସ ଟ୍ରଫି ପାଇଁ ଭାରତୀୟ ଟିମ : ରୋହିତ ଶର୍ମା (ଅଧିନାୟକ), ଶୁବମନ ଗିଲ (ଉପ-ଅଧିନାୟକ), ବିରାଟ କୋହଲି, ଶ୍ରେୟସ ଆୟର, କେଏଲ ରାହୁଲ, ହାର୍ଦ୍ଦିକ ପାଣ୍ଡ୍ୟା, ଅକ୍ଷର ପଟେଲ, ୱାଂଶିଟନ ସୁନ୍ଦର, କୁଲଦୀପ ଯାଦବ, ଜସପ୍ରୀତ ବୁମରା, ମହମ୍ମଦ ଶାମି, ଅର୍ଶଦୀପ ସିଂହ, ଯଶସ୍ବୀ ଜୟସୱାଲ, ରିଷଭ ପନ୍ତ, ରବିନ୍ଦ୍ର ଜାଡେଜା ।

Tags: champions trophycricketindia
ShareTweetShareSend
Sanchar Live

Sanchar Live

Next Post
ଆରଜି କର ମେଡିକାଲ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲା : ସଞ୍ଜୟ ଦୋଷୀ

ଆରଜି କର ମେଡିକାଲ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲା : ସଞ୍ଜୟ ଦୋଷୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.