Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home କ୍ରୀଡ଼ା

୫ମ ଟି-୨୦ରେ ଭାରତର ବଡ଼ ବିଜୟ

Sanchar Live by Sanchar Live
February 2, 2025
in କ୍ରୀଡ଼ା
0
୫ମ ଟି-୨୦ରେ ଭାରତର ବଡ଼ ବିଜୟ

Abhishek Sharma of India celebrating his Hundred during the 5th T20I match between India and England held at the Wankhede Stadium, Mumbai, India on the 2nd February 2025 Photo by s Saikat Das / Sportzpics for BCCI

0
SHARES
11
VIEWS
FacebookTwitter

ମୁମ୍ବାଇ: ମୁମ୍ବାଇର ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଚାଲିଥିବା ଭାରତ-ଆମେରିକା ୫ମ ଟି-୨୦ରେ ଭାରତ ଏକ ବଡ଼ ବିଜୟ ହାସଲ କରିଛି । ଇଂଲଣ୍ଡକୁ ୧୫୦ ରନର ବଡ଼ ବ୍ୟବଧାନରେ ହରାଇଦେଇଛି ଟିମ ଇଣ୍ଡିଆ । ଏହା ସହିତ ସିରିଜକୁ ୪-୧ରେ କବଜା କରିଛି ଭାରତ ।

ଭାରତ ଦ୍ବାରା ରଖାଯାଇଥିବା ୨୪୮ ରନର ଲକ୍ଷ୍ୟ ପିଛା କରିବାକୁ ଯାଇ ଇଂଲଣ୍ଡ ୧୦.୩ ଓଭରରେ ମାତ୍ର ୯୭ ରନରେ ଅଲଆଉଟ ହୋଇଯାଇଥିଲା । ଦଳ ପକ୍ଷରୁ ଓପନର ଫିଲିପ ସଲ୍ଟ ୫୫ ରନ କରିଥିବାବେଳେ ଅନ୍ୟ ବ୍ୟାଟ୍ସମ୍ୟାନମାନେ ବଡ଼ ସ୍କୋର କରିବାକୁ ବିଫଳ ହୋଇଥିଲେ । ଭାରତ ପକ୍ଷରୁ ମହମ୍ମଦ ସମି ୩ଟି ଓ୍ବିକେଟ ନେଇଥିବାବେଳେ ଶିବମ ଦୁବେ, ବରୁଣ ଚକ୍ରବର୍ତ୍ତି ଓ ଅଭିଷେକ ଶର୍ମା ୨ଟି ଲେଖାଏଁ ଓ୍ବିକେଟ ନେଇଥିଲେ ।

ଏହି ମ୍ୟାଚରେ ଭାରତ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା । ଭାରତ ପକ୍ଷରୁ ସଂଜୁ ସାମସନ ଓ ଅଭିଷେକ ଶର୍ମା ଭଲ ଆରମ୍ଭ କରିଥିଲେ ବି ସଂଜୁ ମାତ୍ର ୧୬ ରନ କରି ଆଉଟ ହୋଇଥିଲେ । କିନ୍ତୁ ଅନ୍ୟପଟେ ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ ଜାରି ରହିଥିଲା ଓ ସେ ମାତ୍ର ୩୭ ବଲରେ ଶତକ ଅର୍ଜନ କରିଥିଲେ । ସେ ମୋଟ ୧୩୫ ରନ କରିଥିଲେ । ସେହିପରି ଶିବମ ଦୁବେ ୩୦ ରନ କରିଥିଲେ । କିନ୍ତୁ ଅନ୍ୟ ଭାରତୀୟ ବ୍ୟାଟ୍ସମ୍ୟାନମାନେ ବଡ଼ ସ୍କୋର କରିପାରିନଥିଲେ । ଇଂଲଣ୍ଡ ପକ୍ଷରୁ ବ୍ରାଇଡନ କାର୍ସେ ୩ଟି ଓ୍ବିକେଟ ନେଇଥିବାବେଳେ ମାର୍କ ଉଡ୍ ୨ଟି ଓ୍ବିକେଟ ନେଇଥିଲେ ।

Tags: englandindiat20
ShareTweetShareSend
Sanchar Live

Sanchar Live

Next Post
ପୀଡ଼ା ଲାଘବକାରୀ ଧ୍ୟାନ

ପୀଡ଼ା ଲାଘବକାରୀ ଧ୍ୟାନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ
  • ଆଜି ଦଶମୀ ତିଥିରେ ଚକାବିଜେ କରିବେ ଶ୍ରୀଜୀଉ
  • ଆଜି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିନ
  • ଚିକିତ୍ସା ପାଇଁ ମୁମ୍ବାଇ ଗଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
  • ଆଜି ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.