Tuesday, June 24, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ପୁଣି ସମସ୍ୟାରେ ଏୟାର ଇଣ୍ଡିଆ ବିମାନ

Sanchar Live by Sanchar Live
June 24, 2025
in ଭାରତ
0
ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
0
SHARES
122
VIEWS
FacebookTwitter

ପୁଣି ସମସ୍ୟାରେ ଏୟାର ଇଣ୍ଡିଆ ବିମାନ । ବିମାନ ଯାତ୍ରା ବେଳେ ମଝି ଆକାଶରେ ଯାତ୍ରୀ ଅସୁସ୍ଥ ହୋଇପଡ଼ିଛନ୍ତି । ଲଣ୍ଡନରୁ ମୁମ୍ବାଇ ଆସୁଥିବା ବିମାନରେ ୧୧ ଜଣ ଅସୁସ୍ଥ ହୋଇପଡ଼ିଛନ୍ତି । ୬ ଜଣ କ୍ରୁ ମେମ୍ବରଙ୍କ ସମେତ ୧୧ ଜଣ ଅସୁସ୍ଥ ହୋଇପଡ଼ିଛନ୍ତି । ମୁଣ୍ଡ ବୁଲାଇବା ସହ ବିମାନ ଭିତରେ ବାନ୍ତିକଲେ ଯାତ୍ରୀ ।

ତେବେ ଫୁଡ ପଏଜିଂ ପାଇଁ ଏମାନେ ଅସୁସ୍ଥ ହୋଇଥିବା ଆଶଙ୍କା କରାଯାଉଛି । ଏୟାର ଇଣ୍ଡିଆ ଏକ ବିବୃତ୍ତିରେ କହିଛି ଯେ, ୧୧ ଜଣଙ୍କ ମଧ୍ୟରୁ ଦୁଇଜଣ ଯାତ୍ରୀ ଏବଂ ଦୁଇ ଜଣ କ୍ରୁ ସଦସ୍ୟ ପ୍ରଥମେ ଅସୁସ୍ଥତା ଅନୁଭବ କରୁଥିଲେ । ଏମାନଙ୍କୁ ପ୍ରଥମେ ମେଡିକାଲ ରୁମକୁ ନିଆଯାଇଥିଲା । ଏହାପରେ ଅନ୍ୟମାନେ ଅସୁସ୍ଥ ହୋଇପଡ଼ିଲେ ।

ବିମାନ ଚଳାଚଳ କମ୍ପାନୀ କହିଛି ଯେ, ବିମାନ ସୁରକ୍ଷିତ ଭାବେ ମୁମ୍ବାଇରେ ଅବତରଣ କରିଛି । ଏହାପରେ ଏୟାର ଇଣ୍ଡିଆର ମେଡିକାଲ ଟିମ ସଙ୍ଗେ ସଙ୍ଗେ ଚିକିତ୍ସା ସହାୟତା ପ୍ରଦାନ କରିବା ଲାଗି ପ୍ରସ୍ତୁତ ଥିଲା ।
ଏହି ଘଟଣା ବିଷୟରେ ଏୟାର ଇଣ୍ଡିଆ ବିମାନ ସୁରକ୍ଷା ନିୟାମକ, ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶାଳକୁ ରିପୋର୍ଟ କରିଛି ।

ସୂଚନାଯୋଗ୍ୟ, ଜୟପୁରରୁ ଦୁବାଇ ଯିବା ପାଇଁ ଏୟାର ଇଣ୍ଡିଆ ଏକ୍ସପ୍ରେସ ପ୍ଲେନରେ ଯାତ୍ରୀ ବୋର୍ଡିଂ ହେବା ପରେ ଟାକ୍ସି ୱେ ପର୍ଯ୍ୟନ୍ତ ଚାଲିଯାଇଥିଲା । ଏହାପରେ ପାଇଲଟ ବିମାନରେ ଯାନ୍ତ୍ରିକ ତ୍ରୁଟି ଥିବା ଜାଣିବାକୁ ପାଇଥିଲେ । ବିମାନରେ ଯାତ୍ରୀ ୪ ଘଣ୍ଟା ବସିବା ପରେ ମଧ୍ୟ ବିମାନଟି ଠିକ୍ ହୋଇପାରିନଥିଲା । ଫଳରେ ବିମାନ ଉଡ଼ାଣକୁ ବାତିଲ କରାଯାଇଥିଲା । ଏହାସହିତ ଯାତ୍ରୀଙ୍କୁ ଆଗାମୀ ଦିନରେ ଟିକେଟ କରାଇବା କିମ୍ବା ରିଫଣ୍ଡ ବିକଳ୍ପ ଦିଆଯାଇଥିଲା ।

ଜୁନ୍ ୧୨ ତାରିଖରେ ଅହମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣା ହୋଇଥିଲା।

Tags: Air indiaplane issue
ShareTweetShareSend
Sanchar Live

Sanchar Live

Next Post
ମୁଁ ୪ ବର୍ଷ ଯାଏ ସିଂହବାହିନୀରେ କାମ କରିବି : ପିୟୂଷ

ମୁଁ ୪ ବର୍ଷ ଯାଏ ସିଂହବାହିନୀରେ କାମ କରିବି : ପିୟୂଷ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ମୁଁ ୪ ବର୍ଷ ଯାଏ ସିଂହବାହିନୀରେ କାମ କରିବି : ପିୟୂଷ
  • ପୁଣି ସମସ୍ୟାରେ ଏୟାର ଇଣ୍ଡିଆ ବିମାନ
  • ଚୋରି ହୋଇନି ମହାପ୍ରଭୁଙ୍କ ମୋଦକ: ଆଇନମନ୍ତ୍ରୀ
  • ଆଜି ଅଣବସର ଚତୁର୍ଦ୍ଦଶୀ ତିଥି, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି
  • ଶସ୍ତା ହେଲା ସୁନା, ଜାଣନ୍ତୁ ୨୨ ଓ ୨୪ କ୍ୟାରେଟ୍ ପିଛା କେତେ ରହିଛି ମୂଲ୍ୟ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.