Wednesday, August 12, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ପୁଣି ବଢ଼ିଲା ରାଜ- ଶିଳ୍ପାଙ୍କ ଅଡ଼ୁଆ

Sanchar Live by Sanchar Live
October 7, 2025
in ଭାରତ
0
ପୁଣି ବଢ଼ିଲା ରାଜ- ଶିଳ୍ପାଙ୍କ ଅଡ଼ୁଆ

Oplus_131072

0
SHARES
30
VIEWS
FacebookTwitter

ବଲିଉଡ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କୁ ମୁମ୍ବାଇ ପୋଲିସର ଅର୍ଥନୈତିକ ଅପରାଧିକ ଶାଖା ୫ ଘଣ୍ଟା ଧରି ପଚରାଉଚରା କରିଛି । ଶିଳ୍ପା ସେଟ୍ଟୀ ଏବଂ ତାଙ୍କ ସ୍ୱାମୀ ରାଜ କୁନ୍ଦ୍ରା ୬୦ କୋଟି ଟଙ୍କାର ଠକେଇ ମାମଲା ପୋଲିସ ରାଡାରରେ ରହିଛି । ଏ ନେଇ ଶିଳ୍ପାଙ୍କ ସ୍ୱାମୀ ରାଜ କୁନ୍ଦ୍ରାଙ୍କ ସମେତ ୫ ଜଣଙ୍କର ବୟାନ ରେକର୍ଡ ହୋଇଛି । ଠକେଇ କରିଥିବା ସଂସ୍ଥାର ନିର୍ଦ୍ଦେଶକ ଥିଲେ ଉଭୟ ଶିଳ୍ପା ଓ କୁନ୍ଦ୍ରା ।…

ଶିଳ୍ପାଙ୍କ ସ୍ୱାମୀ ରାଜ କୁନ୍ଦ୍ରା ପୁଲିସକୁ ଦେଇଥିବା ତାଙ୍କ ବୟାନରେ କହିଛନ୍ତି ଯେ, ଠକେଇ ଅଭିଯୋଗକାରୀ ଦୀପକ କୋଠାରୀଙ୍କ ମାଲିକାନାରେ ଥିବା ଏକ ଏନବିଏଫସିରୁ ୬୦ କୋଟି ଋଣ ନିଆଯାଇଥିଲା । ଏହି ଋଣକୁ ପରେ କୋଠାରୀଙ୍କ କମ୍ପାନୀରେ ଇକ୍ୱିଟିରେ ରୂପାନ୍ତରିତ କରାଯାଇଥିଲା । ଏହି ପରିମାଣର ୨୦ କୋଟି ସେଲିବ୍ରିଟି ପ୍ରମୋସନ, ପ୍ରସାରଣ ଖର୍ଚ୍ଚ ଏବଂ ଅନ୍ୟାନ୍ୟ ବାବଦରେ ହୋଇଥିଲା । ବିପାଶା ବାସୁ ଏବଂ ନେହା ଧୂପିଆଙ୍କୁ ଏହି କାମ ପାଇଁ ଟଙ୍କା ଦିଆଯାଇଥିଲା । ରାଜ ପୋଲିସକୁ ପ୍ରମୋସନର ଫଟୋ ମଧ୍ୟ ଦେଇଛନ୍ତି । ଅନେକ କାଗଜପତ୍ର ପ୍ରଦାନ କରିଥିଲେ, ଯାହାର ଯାଞ୍ଚ କରାଯାଉଛି ।

ଅଗଷ୍ଟ ମାସରେ ମୁମ୍ବାଇ ପୋଲିସର ଅର୍ଥନୈତିକ ଅପରାଧ ଶାଖା (EOW) ଶିଳ୍ପା ସେଟ୍ଟୀ ଏବଂ ତାଙ୍କ ସ୍ୱାମୀ ରାଜ କୁନ୍ଦ୍ରାଙ୍କ ବିରୋଧରେ ୬୦.୪ କୋଟି ଟଙ୍କାର ଠକେଇ ମାମଲା ରୁଜୁ କରିଥିଲା । ସେପ୍ଟେମ୍ବରରେ ଏକ ଲୁକଆଉଟ୍ ନୋଟିସ ଜାରି ହୋଇଥିଲା ।

Tags: raj kundrasilpa sethy
ShareTweetShareSend
Sanchar Live

Sanchar Live

Next Post
ନଜର ପକାନ୍ତୁ ଆଜିର ରାଶିଫଳ ଉପରେ…

ନଜର ପକାନ୍ତୁ ଆଜିର ରାଶିଫଳ ଉପରେ...

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଯଦି ଆପଣଙ୍କ ଗାଡିର ବୀମା ନାହିଁ, ତେବେ ତୁରନ୍ତ କରାଇ ନିଅନ୍ତୁ…
  • ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଅନୁଷ୍ଠିତ ହେବ ଚିତାଲାଗି ନୀତି
  • ଆଜିଠୁ ଲଘୁଚାପ: ପୁଣି ରାଜ୍ୟରେ ବଡ଼ ବର୍ଷା
  • ଆଜି ଏହି ରାଶି ପାଇଁ ଅତ୍ୟନ୍ତ ଖରାପ, ଘରୁ ବାହାରିବା ପୂର୍ବରୁ ସତର୍କ ରୁହନ୍ତୁ….
  • ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ୱାନ ଏକ୍ ଭାରତ ଓ ଶ୍ରେଷ୍ଠ ଭାରତ ସଂକଳ୍ପକୁ ସଫଳ କରିବା ଆମର ଲକ୍ଷ୍ୟ: ଜଗନ୍ନାଥ ପ୍ରଧାନ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.