Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ମାଟିରେ ମିଶିଲା ଆତଙ୍କିଙ୍କ ଘର

Sanchar Live by Sanchar Live
April 26, 2025
in ଭାରତ
0
ମାଟିରେ ମିଶିଲା ଆତଙ୍କିଙ୍କ ଘର
0
SHARES
14
VIEWS
FacebookTwitter

ଆକ୍ସନ ମୋଡରେ ସେନା । ପହଲଗାମ୍ ଆତଙ୍କୀ ହମଲା ପରେ ତ୍ରାହି ପାଉନାହାନ୍ତି ଆତଙ୍କବାଦୀ । ଆକ୍ରମଣରେ ସମ୍ପୃକ୍ତି ଥିବା ଜମ୍ମୁକାଶ୍ମୀରର ଆତଙ୍କୀଙ୍କ ଠିକଣା ଖୋଜି ଖୋଜି ସେମାନଙ୍କ ଘର ଉଡାଉଛି ଭାରତୀୟ ସେନା । ଆଜି ଆଉ ୩ ଜଣ ଆତଙ୍କବାଦୀର ଘର ଧ୍ବଂସ ହୋଇଛି। ଆତଙ୍କବାଦୀ ସଂଗଠନ ଲସ୍କର-ଇ-ତୋଏବାର ସଦସ୍ୟ ଏହଶାନ ଶେଖ, ସାହିଦ ଓ ଆତଙ୍କୀ ଜାକିର ଘରକୁ ବିସ୍ଫୋରଣ କରି ଉଡାଇଛି ସେନା ।

ପୁଲୱାମା, ସୋପିୟାନ ଓ କଲଗ୍ରାମସ୍ଥିତ ଘରକୁ ଧ୍ବଂସ କରିଛି ସେନା । ଏ ପର୍ଯ୍ୟନ୍ତ ୫ ଜଣ ଆତଙ୍କବାଦୀଙ୍କ ଘର ମାଟିରେ ମିଶିଛି । ଗତକାଲି ଆଦିଲ ଗୁରିର ଘରକୁ ବୁଲଡୋଜରରେ ଭଙ୍ଗାଯାଇଥିଲା । ସେହିପରି ପୁଲୱାମାର ତ୍ରାଲରେ ଆଇଡି ବ୍ଲାଷ୍ଟରେ ମାଟିରେ ମିଶିଥିଲା ।

ପହଲଗାମ ଆକ୍ରମଣ ପରେ ଏହି ଆତଙ୍କବାଦୀଙ୍କ ସଂପୃକ୍ତି ନେଇ ସୂଚନା ମିଳିବା ପରେ ଘରକୁ ଘେରାବନ୍ଦୀ କରି ସର୍ଚ୍ଚ ଅପରେସନ କରିଥିଲା ସୁରକ୍ଷାବାହିନୀ । ସେନା ପକ୍ଷରୁ କାଶ୍ମୀରରେ ଘରକୁ ଘର ବୁଲି ସର୍ଚ୍ଚ ଅପରେସନ୍ ଜାରି ରହିଛି । ଆତଙ୍କବାଦୀ ଲୁଚି ରହିଥିବା ସନ୍ଦେହରେ ତଲାସୀ ଚଳାଇଛି ଭାରତୀୟ ସେନା । ସର୍ଚ୍ଚ ବେଳେ ଘରୁ ସନ୍ଦେହଜନକ ବସ୍ତୁ ଠାବ ହୋଇଛି ।

ଜୁନ୍ ୨୦୨୩ରୁ ଲସ୍କରରେ ସକ୍ରିୟ କ୍ୟାଡର ଏହସାନ ଅହମ୍ମଦର ଦୁଇ ମହଲା କୋଠା ଭାଙ୍ଗି ଦିଆଯାଇଛି । ସେହିପରି ସାହିଦ ଅହମ୍ମଦ ଦୁଇ ବର୍ଷ ତଳେ ଲସ୍କରରେ ସାମିଲ ହୋଇଥିଲା ।

ସେପଟେ କୁଲଗ୍ରାମ ଜିଲ୍ଲାରେ ଭାରତୀୟ ସେନାକୁ ମିଳିଛି ବଡ଼ ସଫଳତା । ଦୁଇ ଆତଙ୍କବାଦୀଙ୍କ ସହଯୋଗୀକୁ ଗିରଫ ହୋଇଛନ୍ତି । ଏମାନଙ୍କ ଠାରୁ ବିପୁଳ ପରିମାଣରେ ଅସ୍ତ୍ରଶସ୍ତ୍ର ଜବତ ହୋଇଛି। ଥୋକେପୁରା ଅଞ୍ଚଳରୁ ଏମାନଙ୍କୁ ଗିରଫ କରାଯାଇଛି। ଅଧିକ ତଦନ୍ତ ପାଇଁ ପଚରା ଉଚରା ଚାଲିଛି । ଗିରଫ ଅଭିଯୁକ୍ତ ମାନେ ବିଭିନ୍ନ ଆତଙ୍କବାଦୀ କାର୍ଯ୍ୟକଳାପରେ ଆତଙ୍କବାଦୀଙ୍କୁ ସହଯୋଗ କରିଆସୁଥିବାର ଅଭିଯୋଗ ରହିଛି ।

Tags: indian armyTerrosist
ShareTweetShareSend
Sanchar Live

Sanchar Live

Next Post
ରଥଯାତ୍ରା ଯାଏ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାମ

ରଥଯାତ୍ରା ଯାଏ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାମ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.