Sunday, November 8, 2026
  • About
  • Advertise
  • Careers
  • Contact
sanchar.live
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ
  • Login
No Result
View All Result
sanchar.live
Home ଓଡିଶା

ଆଜି ଏହିସବୁ ଜିଲ୍ଲାରେ ତାଣ୍ଡବ ରଚିବ କଳାବୈଶାଖୀ

Sanchar Live by Sanchar Live
May 5, 2026
in ଓଡିଶା
0
0
SHARES
57
VIEWS
Facebook
Twitter

ଆଜି ପୁରା ଓଡ଼ିଶାରେ ବର୍ଷିବ । କାଳବୈଶାଖୀ ପାଇଁ ଓଡ଼ିଶାକୁ ୟେଲୋ ଓ ଅରେଞ୍ଜ ଆଲର୍ଟ ଜାରି । ଢେଙ୍କାନାଳ, ଯାଜପୁର, ଭଦ୍ରକ ଓ ବାଲେଶ୍ବରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ସେହିଭଳି ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, କେନ୍ଦୁଝର, ଅନୁଗୁଳ ଏବଂ ମୟୂରଭଞ୍ଜରେ ପ୍ରବଳ କୁଆପଥର ବର୍ଷା ସମ୍ଭାବନା ନେଇ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ବାକି ସମସ୍ତ ଜିଲ୍ଲାକୁ କାଳବୈଶାଖୀ ପାଇଁ ୟେଲୋ ଆଲର୍ଟ ଜାରି ହୋଇଛି । ଅରେଞ୍ଜ ଆଲର୍ଟ ଜାରି ହୋଇଥିବା ଜିଲ୍ଲାରେ ଘଣ୍ଟାପ୍ରତି ପବନର ବେଗ ୫୦ରୁ ୬୦ କିମି ଛୁଇଁପାରେ । ବାକି ଜିଲ୍ଲା ଗୁଡ଼ିକରେ ପବନର ବେଗ ୩୦ରୁ ୫୦ କିମି ବେଗରେ ରହିବ ।

ସେହିଭଳି ଆସନ୍ତାକାଲି ମଧ୍ୟ ପୁରା ରାଜ୍ୟରେ ଲାଗି ରହିବ କାଳବୈଶାଖୀ ବର୍ଷା । ପ୍ରଭାବରେ ପୁରା ରାଜ୍ୟରେ ବର୍ଷିବ । ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାକୁ କାଳବୈଶାଖୀ ସତର୍କତା ଜାରି କରାଯାଇଛି । ଆସନ୍ତା ୬ରୁ ୭ ଦିନ ମଧ୍ୟରେ ଦିନ ତାମାତ୍ରାରେ କୌଣସି ପରିବର୍ତ୍ତନ ଦେଖିବାକୁ ମିଳିବନି। ଆଜି ଉତ୍ତର ଓଡ଼ିଶା ଉପକୂଳ ଏବଂ ଏହାର ଆଖପାଖ ଅଞ୍ଚଳରେ ୪୦ରୁ ୫୦ କିଲୋମିଟର ପ୍ରତି ଘଣ୍ଟା ବେଗରେ ପବନ ବହିବା ସହିତ ଝଡ଼ ବର୍ଷା ହେବାର ସମ୍ଭାବନା ଅଧିକ ରହିବ। ଏହାର ପ୍ରଭାବରେ ବଙ୍ଗୋପସାଗର ଅଶାନ୍ତ ରହିବାର ସମ୍ଭାବନା ରହିଛି । ଫଳରେ ଆଜି ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ପ୍ରବେଶ ନକରିବାକୁ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି ।

Related posts

ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ଘର, ୪ ଜଣ ଜୀବନ୍ତ ଦଗ୍ଧ

ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ଘର, ୪ ଜଣ ଜୀବନ୍ତ ଦଗ୍ଧ

November 7, 2026
ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି

ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି

November 7, 2026
Tags: Odisha weatherreportthunder strom

POPULAR NEWS

  • ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    0 shares
    Share 0 Tweet 0
  • ଯଦି ଏବେ ଓଡ଼ିଶାରେ ଭୋଟ ହୁଏ, ଜିତିବ କିଏ ?

    0 shares
    Share 0 Tweet 0
  • ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା

    0 shares
    Share 0 Tweet 0
  • ଟୁଇନି ସିଟିରେ ପଲଙ୍କ ସେବାରେ ବାଂଲାଦେଶୀ ଯୁବତୀ

    0 shares
    Share 0 Tweet 0
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ

    0 shares
    Share 0 Tweet 0
sanchar.live

We bring you the best Premium WordPress Themes that perfect for news, magazine, personal blog, etc.

Follow us on social media:

Recent News

  • ଦୀପାବଳି ଆପଣଙ୍କ ପାଇଁ କେମିତି? ଘରୁ ବାହାରିବା ପୂର୍ବରୁ ଦେଖନ୍ତୁ ରାଶିଫଳ
  • ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ଘର, ୪ ଜଣ ଜୀବନ୍ତ ଦଗ୍ଧ
  • ମୋଜା ପିନ୍ଧି ଶୋଉଥିଲେ ଜାଣନ୍ତୁ ଏହାର ଲାଭ ଏବଂ କ୍ଷତି

Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Newsletter

  • About
  • Advertise
  • Careers
  • Contact

© 2026 Sanchar - Technology Partner OneByte.

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ

© 2026 Sanchar - Technology Partner OneByte.