Wednesday, November 4, 2026
  • About
  • Advertise
  • Careers
  • Contact
sanchar.live
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ
  • Login
No Result
View All Result
sanchar.live
Home ଓଡିଶା

ଆଗାମୀ ୭ ଦିନ ଯାଏଁ କାଳବୈଶାଖୀ ବର୍ଷା ସମ୍ଭାବନା

Sanchar Live by Sanchar Live
April 15, 2025
in ଓଡିଶା
0
0
SHARES
11
VIEWS
Facebook
Twitter

ପଶ୍ଚିମାଝଡ଼ ଓ ଟ୍ରଫ ଲାଇନ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଆଗାମୀ ୭ ଦିନ ଯାଏଁ ବର୍ଷା ହେବ । ଅଳ୍ପରୁ ମଧ୍ୟମ ଧରଧର ବର୍ଷା ହେବ । ଅପରାହ୍ଣରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ହେଉଛି । ଆଜି ରାଜ୍ୟର ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ବିଜୁଳି, ଘଡ଼ଘଡ଼ି ବର୍ଷା ସହ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି । ଆଜି ପାଇଁ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ସେହିଭଳି ଆସନ୍ତାକାଲି ୧ ୭ ଜିଲ୍ଲାରେ ବର୍ଷାର ସମ୍ଭାବନା ରହିଛି ।  ଜାରି ହୋଇଛି ୱେଲୋ ୱାର୍ଣ୍ଣିଂ ।  ରାଜ୍ୟରେ ଆସନ୍ତା ୭ ଦିନ ଯାଏଁ କାଳବୈଶାଖୀ ଜାରି ରହିବ । କାଳବୈଶାଖୀ ପ୍ରଭାବରେ ଫସଲ କ୍ଷତିଗ୍ରସ୍ତ ହେବାକୁ ଥିବାରୁ ଚାଷୀଙ୍କୁ କୃଷି ପରାମର୍ଶ ଦିଆଯାଇଛି ।  ଅମଳ ଉପଯୋଗୀ ଫସଲ ତୋଳି ଆଣିବାକୁ କୁହାଯାଇଛି । ଅନ୍ୟପଟେ ଚଳିତ ବର୍ଷ ମୌସୁମୀ ବର୍ଷାକୁ ନେଇ ଆଜି ଆସିପାରେ ଆଇଏମଡିର ପୂର୍ବାନୁମାନ ।

Related posts

ଆସନ୍ତା ୭ ତାରିଖରେ ଗଞ୍ଜାମ ଜିଲ୍ଲା ଗସ୍ତରେ ଯିବେ ନବୀନ

ଆସନ୍ତା ୭ ତାରିଖରେ ଗଞ୍ଜାମ ଜିଲ୍ଲା ଗସ୍ତରେ ଯିବେ ନବୀନ

November 4, 2026
ଗିଡ଼ିପାବାଲିରେ ଉଦ୍ଧାର କାର୍ଯ୍ୟ ସ୍ଥଗିତ: ନିଖୋଜଙ୍କ ଅନ୍ତିମ ସଂସ୍କାର କରିବେ ପରିବାର

ଗିଡ଼ିପାବାଲିରେ ଉଦ୍ଧାର କାର୍ଯ୍ୟ ସ୍ଥଗିତ: ନିଖୋଜଙ୍କ ଅନ୍ତିମ ସଂସ୍କାର କରିବେ ପରିବାର

November 4, 2026
Tags: odisharainweather report

POPULAR NEWS

  • ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    0 shares
    Share 0 Tweet 0
  • ଯଦି ଏବେ ଓଡ଼ିଶାରେ ଭୋଟ ହୁଏ, ଜିତିବ କିଏ ?

    0 shares
    Share 0 Tweet 0
  • ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା

    0 shares
    Share 0 Tweet 0
  • ଟୁଇନି ସିଟିରେ ପଲଙ୍କ ସେବାରେ ବାଂଲାଦେଶୀ ଯୁବତୀ

    0 shares
    Share 0 Tweet 0
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ

    0 shares
    Share 0 Tweet 0
sanchar.live

We bring you the best Premium WordPress Themes that perfect for news, magazine, personal blog, etc.

Follow us on social media:

Recent News

  • କନିକା କପୁରଙ୍କ ବୈବାହିକ ଜୀବନରେ ଝଡ଼
  • OLX ରେ ଘର ଖୋଜୁଛନ୍ତି କି? ଠକ ମାଆ ପୁଅ ଗିରଫ
  • ଜାଣନ୍ତୁ କାହିଁକି ଲଗାତାର କମୁଛି ସୁନାଦର?

Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Newsletter

  • About
  • Advertise
  • Careers
  • Contact

© 2026 Sanchar - Technology Partner OneByte.

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ

© 2026 Sanchar - Technology Partner OneByte.