Friday, June 6, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ତିହିଡ଼ି ଅଂଚଳରେ ଗୋଷ୍ଠୀ ସଂଘର୍ଷରୁ ବୋମାମାଡ଼

Sanchar Live by Sanchar Live
April 17, 2025
in ଅପରାଧ
0
ତିହିଡ଼ି ଅଂଚଳରେ ଗୋଷ୍ଠୀ ସଂଘର୍ଷରୁ ବୋମାମାଡ଼
0
SHARES
7
VIEWS
FacebookTwitter

ସଂଚାର ବ୍ୟୁରୋ: ଭଦ୍ରକ ତିହିଡ଼ି ଅଂଚଳରେ ଗୋଷ୍ଠୀ ସଂଘର୍ଷରୁ ବୋମାମାଡ଼। କାଁପଡ଼ା ଗାଁରେ ଗୋଷ୍ଠୀ ସଙ୍ଘର୍ଷରୁ ବୋମାମାଡ଼ ହୋଇଥିବା ସୂଚନା। ଗୋଷ୍ଠୀ ସଙ୍ଘର୍ଷ ଉଗ୍ର ରୂପ ନେବା ପରେ ବୋମା ମାଡ଼ କରିଥିଲେ ଦୁର୍ବୃତ୍ତ। ଗତକାଲି ରାତିରେ ରାଜନୈତିକ ହିଂସାକାଣ୍ଡରୁ ବୋମା ମାଡ଼ କରାଯାଇଥିବା ଅଭିଯୋଗ ହୋଇଛି। ଏଥିରେ ୯ ଜଣ ଗୁରୁତର ହୋଇଛନ୍ତି। ଭଦ୍ରକ ମୁଖ୍ୟ ଚିକିତ୍ସାଳୟରେ ୪ ଜଣ ଚିକିତ୍ସା ହେଉଥିବାବେଳେ ତିହିଡି ମେଡିକାଳରେ ୫ ଜଣ ଚିକିତ୍ସିତ ହେଉଛନ୍ତି। ଗତକାଲି ରାତିରେ ୨୦ରୁ ୨୫ ଜଣ ଦୁର୍ବୃତ୍ତ ବାଇକ୍‌ରେ ଆସି ଗାଁ ଦାଣ୍ଡରେ ବୋମାମାଡ଼ କରିଥିବା ଅଭିଯୋଗ ହୋଇଛି। ଗାଁ ଦାଣ୍ଡରେ ବସିଥିବା କେତେଜଣଙ୍କୁ ଲକ୍ଷ କରି ତିନୋଟି ବୋମା ଫିଙ୍ଗିଥିଲେ। ବାରଣ୍ଡାରେ ବସିଥିବା ଲୋକଙ୍କ ନିକଟରେ ବୋମା ଫୁଟିଥିଲା। ତିହିଡ଼ି ପୋଲିସ୍ ଘଟଣାର ତଦନ୍ତ କରୁଥିବା ବେଳେ ଗାଁରେ
ଫୋର୍ସ ମୁତୟନ କରାଯାଇଛି।

Tags: bhadrakbomingtihidi
ShareTweetShareSend
Sanchar Live

Sanchar Live

Next Post
ଫାଇନ ଧରାଇଲା ବାଇକ ଚୋର

ଫାଇନ ଧରାଇଲା ବାଇକ ଚୋର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କୋଟିଆ ପାଇଁ ତିଆରି ହେବ ସ୍ୱତନ୍ତ୍ର ରୋଡ଼ ମ୍ୟାପ
  • ଅଗଷ୍ଟ ୩ରେ ହେବ ନିଟ୍-ପିଜି ପରୀକ୍ଷା
  • ପୂର୍ବତନ ବିଧାୟକ ମହମ୍ମଦ ରଫିକ୍‌ଙ୍କ ପରଲୋକ
  • ବର୍ଷା ପୂର୍ବରୁ ଡ୍ରେନ ସମସ୍ୟାର ସମାଧାନ: ମନ୍ତ୍ରୀ
  • ମେଗା ନିଯୁକ୍ତି ମେଳାରେ ୧୨୯୪ ଜଣଙ୍କୁ ନିଯୁକ୍ତିପତ୍ର ବାଣ୍ଟିବେ ମୁଖ୍ୟମନ୍ତ୍ରୀ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.