Sunday, September 13, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜି ପବିତ୍ର ଅକ୍ଷୟ ତୃତୀୟା, ଅନୁକୂଳ ହେବ ରଥକାଠ

Sanchar Live by Sanchar Live
April 20, 2026
in ଓଡିଶା
0
ଆଜି ପବିତ୍ର ଅକ୍ଷୟ ତୃତୀୟା, ଅନୁକୂଳ ହେବ ରଥକାଠ
0
SHARES
19
VIEWS
FacebookTwitter

ଆଜି ପବିତ୍ର ଅକ୍ଷୟ ତୃତୀୟା । ବିଧି ପରମ୍ପରା ଅନୁଯାୟୀ ରଥନିର୍ମାଣ କାର୍ଯ୍ୟର ଶୁଭ ଅନୁକୂଳ ହେବ । ବନଜାଗ ବିଧିରେ ରଥନିର୍ମାଣ କାର୍ଯ୍ୟ ଅନୁକୂଳ ହେବ। ମଧ୍ୟାହ୍ନଧୂପ ପରେ ଶ୍ରୀମନ୍ଦିରରୁ ତିନି ଠାକୁରଙ୍କ ତିନି ଆଜ୍ଞାମାଳ ଆସିବା ପରେ ବନଜାଗ ବିଧିରେ ରଥନିର୍ମାଣ କାର୍ଯ୍ୟ ଅନୁକୂଳ ହେବ । ଦେଉଳ ପୁରୋହିତ, ଶ୍ରୀନଅର ରାଜଗୁରୁ, ଶୋସ୍ତ୍ରୀୟ ବ୍ରାହ୍ମଣମାନେ ସ୍ବତନ୍ତ୍ର ଭାବେ ନିର୍ମିତ ଯଜ୍ଞଶାଳାରେ ଯଜ୍ଞ କରିବେ । ବନଜାଗର ଇଷ୍ଟଦେବ ପ୍ରଭୁ ନୃସିଂହଙ୍କୁ ନୃସିଂହଙ୍କ ମନ୍ତ୍ରରେ ପୂଜାପାଠ ସହ ଯଜ୍ଞ ଆହୁତି ଦିଆଯିବ । ପୂର୍ବରୁ ସ୍ୱତନ୍ତ୍ର ବିଧି ଅନୁସାରେ ମା’ ଦକ୍ଷିଣକାଳୀଙ୍କ ମନ୍ତ୍ରରେ ଅଭିମନ୍ତ୍ରିତ ସୁନାର ତିନିଟି ଛୋଟ କୁରାଢ଼ୀରେ ପ୍ରଥମେ ଦେଉଳ ପୁରୋହିତ ତିନିରଥ କାଠକୁ ସ୍ପର୍ଶ କରିବା ପରେ ବିଶ୍ୱକର୍ମାମାନେ ରଥ ନିର୍ମାଣ କାର୍ଯ୍ୟରେ ନିୟୋଜିତ ହେବେ ।

ସେପଟେ ଆଜି ରଥନିର୍ମାଣର ମୁଖ୍ୟ ବିଶ୍ୱକର୍ମା, ମୁଖ୍ୟ ଭୋଇ ସେବକ, ଚିତ୍ରକର, ରୂପକାର, କମାର ସମୁଦାୟ ଦଶ ମହାରଣାଙ୍କ ମୁଣ୍ଡରେ ଶାଢ଼ି ବନ୍ଧା ଓ ଅନ୍ୟାନ୍ୟ ନୀତି ସମ୍ପନ୍ନ ହେବ। ଆଜିଠାରୁ ୨୧ ଦିନିଆ ବାହାର ଚନ୍ଦନ ଯାତ୍ରା ନରେନ୍ଦ୍ର ପୁଷ୍କରିଣୀରେ ଅନୁଷ୍ଠିତ ହେବ। ଅପରାହ୍ଣ ସାଢ଼େ ୩ଟାରେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ, ଭୁଦେବି, ଶ୍ରୀଦେବୀ, ରାମକୃଷ୍ଣ ଓ ପଞ୍ଚ ମହାଦେବ ନନ୍ଦା ଭଦ୍ରା ଚାପରେ ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡା କରିବେ। ଠାକୁରଙ୍କ ଜଳକ୍ରୀଡ଼ା ଦେଖିବାକୁ ଭକ୍ତଙ୍କ ପ୍ରବଳ ଭିଡ଼ ହେବା ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ସବୁ ପ୍ରକାର ବ୍ୟବସ୍ଥା କରାଯାଇଛି ।

Tags: akhyatrutiyaodisha
ShareTweetShareSend
Sanchar Live

Sanchar Live

Next Post
ଅଖିମୁଠି ଅନୁକୂଳ କଲେ ମୁଖ୍ୟମନ୍ତ୍ରୀ

ଅଖିମୁଠି ଅନୁକୂଳ କଲେ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ୪୧ ବର୍ଷ ବୟସରେ ଦ୍ୱିତୀୟ ଥର ମାଆ ହେବେ ମାହିରା
  • ଫ୍ରୀଜ଼ରୁ ବାହାରୁଛି କି ପାଣି? ଜାଣିରଖ କଣ କରିବେ?
  • ଆସନ୍ତା ୧୭ ତାରିଖ ଯାଏଁ ବର୍ଷାରୁ ମିଳିବନି ତ୍ରାହି
  • କାହିଁକି ଭାଇରାଲ ୮୦ ଦଶକର ଫଟୋ? ଆପଣ ଵି ଏମିତି କରନ୍ତୁ…
  • କେନାଲରେ ଭାସିଯାଇ ଭାଇ-ଭଉଣୀ ମୃତ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.