Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ବଜେଟ୍ ଉପସ୍ଥାପନ ପୂର୍ବରୁ ଆଜି ବସିବ ସର୍ବଦଳୀୟ ବୈଠକ

Sanchar Live by Sanchar Live
January 30, 2025
in ଭାରତ
0
ବଜେଟ୍ ଉପସ୍ଥାପନ ପୂର୍ବରୁ ଆଜି ବସିବ ସର୍ବଦଳୀୟ ବୈଠକ
0
SHARES
9
VIEWS
FacebookTwitter

ସଂଚାର ବ୍ୟୁରୋ: ଆସନ୍ତା ଫେବୃଆରୀ ୧ରେ ଆଗତ ହେବ ୨୦୨୫-୨୬ କେନ୍ଦ୍ର ବଜେଟ । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଗତ କରିବେ ବଜେଟ। ବଜେଟ ଆଗତ ପୂର୍ବରୁ ଆଜି କେନ୍ଦ୍ର ସରକାର ଡାକିଛନ୍ତି ସର୍ବଦଳୀୟ ବୈଠକ। ବଡ଼କଥା ହେଉଛି ଲଗାତାର ଅଷ୍ଟମ ଥର ଲାଗି ବଜେଟ ଆଗତ କରିବେ ନିର୍ମଳା। ଦେଶରେ ମହଙ୍ଗାମାଡ଼ ଜାରି ରହିଥିବାବେଳେ ବଜେଟର ରୂପରେଖ କିପରି ରହିବ ତାଉପରେ ସମସ୍ତଙ୍କ ଦୃଷ୍ଟି ରହିଛି। ଗତ ସଂସଦ ଅଧିବେଶନରେ ଆଦାନୀ, ସମ୍ବିଧାନ ସୁରକ୍ଷା, ଚାଷୀ ସମସ୍ଯା ସମେତ ଅନ୍ଯାନ୍ଯ ବହୁ ପ୍ରସଙ୍ଗରେ ବିରୋଧୀଙ୍କ ନାରାବାଜି ଯୋଗୁ ଉଭୟ ଗୃହର କାର୍ଯ୍ଯ ଗୁରୁତର ପ୍ରଭାବିତ ହୋଇଥିଲା। ତେବେ ବଜେଟ ଅଧିବେଶନରେ କିପରି ଶାନ୍ତିଶୃଙ୍ଖଳାରେ ଗୃହ ସୁରୁଖୁରୁରେ ଚାଲିପାରିବ ସେଥିପାଇଁ ସରକାର ବିରୋଧୀଙ୍କ ସହଯୋଗ ଲୋଡିବେ। ଆସନ୍ତା ୩୧ରୁ ସଂସଦର ବଜେଟ ଅଧିବେଶନ ଆରମ୍ଭ ହେବ । ବଜେଟ ଅଧିବେଶନ ଆରମ୍ଭରେ ଗୃହରେ ଉଦବୋଧନ ଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅଧିବେଶନର ପ୍ରଥମ ପର୍ଯ୍ୟାୟ ଜାନୁଆରୀ ୩୧ରୁ ଆରମ୍ଭ ହୋଇ ଫେବୃଆରୀ ୧୩ ଯାଏ ଚାଲିବ। ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ ୧୦ ମାର୍ଚ୍ଚରୁ ୪ ଏପ୍ରିଲ ଯାଏ ଚାଲିବ। ଫେବୃଆରୀ ୩ରୁ ୫ ଯାଏ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ଯବାଦ ପ୍ରସ୍ତାବ ଉପରେ ଆଲୋଚନା ହେବ। ଗତ ଜାନୁଆରୀ ୨୩ରେ ବଜେଟ ଲାଗି ପାରମ୍ପରିକ ହାଲଓ୍ବା ସେରିମନି ଅନୁଷ୍ଠିତ ହୋଇଥିଲା।

Tags: all party meetingBudget
ShareTweetShareSend
Sanchar Live

Sanchar Live

Next Post
ହିରୋ ହକି ଇଣ୍ଡିଆ ପୁରୁଷ ଲିଗ୍ : ପ୍ରଥମ ମ୍ୟାଚରେ JSW  ସୁରମା ହକି କ୍ଲବ ବିଜୟୀ

ହିରୋ ହକି ଇଣ୍ଡିଆ ପୁରୁଷ ଲିଗ୍ : ପ୍ରଥମ ମ୍ୟାଚରେ JSW ସୁରମା ହକି କ୍ଲବ ବିଜୟୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.