Sunday, April 19, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜି ପବିତ୍ର ଅଁଳା ନବମୀ, ରାଧାପାଦ ଦର୍ଶନ ପାଇଁ ସାକ୍ଷୀଗୋପାଳରେ ଶ୍ରଦ୍ଧାଳୁଙ୍କ ଭିଡ଼

Sanchar Live by Sanchar Live
November 10, 2024
in ଓଡିଶା
0
ଆଜି ପବିତ୍ର ଅଁଳା ନବମୀ, ରାଧାପାଦ ଦର୍ଶନ ପାଇଁ ସାକ୍ଷୀଗୋପାଳରେ ଶ୍ରଦ୍ଧାଳୁଙ୍କ ଭିଡ଼

Oplus_131072

0
SHARES
18
VIEWS
FacebookTwitter

ସଂଚାର ବ୍ୟୁରୋ: ଆଜି ପବିତ୍ର ଅଁଳା ନବମୀ । ଏଥିପାଇଁ ପୁରୀ ଜିଲ୍ଲା ସତ୍ୟବାଦୀର ସାକ୍ଷୀଗୋପୀନାଥ ମନ୍ଦିରରେ ପ୍ରବଳ ଭିଡ଼ ଜିମିଥିବାର ଦେଖିବାକୁ ମିଳିଛି । ବର୍ଷରେ ଗୋଟିଏ ଦିନ ମା’ରାଧା ରାଣୀ ଓଡ଼ିଆଣୀ ବେଶରେ ଭକ୍ତଙ୍କୁ ପାଦ ଦର୍ଶନ ଦେଉଛନ୍ତି । ରାଧା ପାଦ ଦର୍ଶନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି ।

ରାତ୍ର ୧ଟାରୁ ଦ୍ୱାର ଫିଟା ଯାଇଥିବା ବେଳେ ୧.୩୦ ମିନିଟରେ ମଙ୍ଗଳ ଆଳତୀ ପରେ ୧.୩୦ରୁ ୩ଟା ମଧ୍ୟରେ ବେଶ ମଇଲମ ମର୍ଦନ ଅବକାଶ ଲକ୍ଷ୍ମୀନାରାୟଣ ବେଶ ରାତ୍ର ୩ ଟାରୁ ୫.୦୦ ଟା ମଧ୍ୟରେ ସୂର୍ଯ୍ୟପୂଜା ଦ୍ୱାରପାଳ ପୂଜା ବଲ୍ଲଭ ସକାଳ ଧୂପ ବାଳଧୁପ ଓ ମଦନ ମୋହନ ଭୋଗ କରାଯିବା ପରେ ମନ୍ଦିର କର୍ମଚାରୀ ଏବଂ ସେବାୟତ ଦର୍ଶନ କରିଛନ୍ତି । ଏହାପରେ ସକାଳ ୫ ଟା ଠାରୁ ସର୍ବ ସାଧାରଣ ଦର୍ଶନ ଆରମ୍ଭ କରାଯାଇଛି । । ପ୍ରଶାସନ ପକ୍ଷରୁ ଭକ୍ତଙ୍କ ପାଇଁ ସୁରକ୍ଷା ବ୍ୟବସ୍ଥା କରାଯାଇଛି ।

Tags: anla navamiSakhigopal
ShareTweetShareSend
Sanchar Live

Sanchar Live

Next Post
ମହିଳାଙ୍କୁ ପ୍ରେମ ନିବେଦନ କଲେ, ମନା କରିବାରୁ ଅଶ୍ଲୀଳ ଫଟୋ ଭାଇରାଲ କଲେ

ମହିଳାଙ୍କୁ ପ୍ରେମ ନିବେଦନ କଲେ, ମନା କରିବାରୁ ଅଶ୍ଲୀଳ ଫଟୋ ଭାଇରାଲ କଲେ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜିଠୁ ଆରମ୍ଭ ଚାରିଧାମ ଯାତ୍ରା
  • ଅକ୍ଷୟ ତୃତୀୟ ପୂର୍ବରୁ ନଜର ପକାନ୍ତୁ ଆଜିର ସୁନା ଦର ଉପରେ…
  • ୨୩ ତାରିଖ ପର୍ଯ୍ୟନ୍ତ ଏହି ଜିଲ୍ଲାରେ ଶିକ୍ଷାନୁଷ୍ଠାନ ଛୁଟି
  • କିଏ ଜିତିବ ଆଜିର ମ୍ୟାଚ? PBKS VS LSG…
  • ମୋ ଜିଲ୍ଲା ମହୋତ୍ସବରେ ମୋତେ ଅପମାନ କରାଗଲା : ବଣ୍ଟି

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.