Saturday, September 12, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜିଠୁ ବିଧାନସଭାର ଶୀତ ଅଧିବେଶନ

Sanchar Live by Sanchar Live
November 26, 2024
in ଓଡିଶା
0
ଆଜିଠୁ ବିଧାନସଭାର ଶୀତ ଅଧିବେଶନ
0
SHARES
5
VIEWS
FacebookTwitter

ଭୁବନେଶ୍ୱର : ଆଜିଠୁ ବିଧାନସଭାର ଶୀତ ଅଧିବେଶନ । ବିଭିନ୍ନ ପ୍ରସଙ୍ଗରେ କମ୍ପିବ ଗୃହ । ମୁହାଁମୁହିଁ ହେବେ ଶାସକ-ବିରୋଧୀ । ସରକାରଙ୍କୁ ଘେରିବା ପାଇଁ ବିରୋଧୀ ପ୍ରସ୍ତୁତ କରିଛନ୍ତି ରଣନୀତି। ଆମ୍ବ ଟାକୁଆ କୋଇଲି ଜାଉ ଖାଇ ମୃତ୍ୟୁ, ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା, ମହାପ୍ରଭୁଙ୍କ ରତ୍ନଭଣ୍ଡାର ଅଳଙ୍କାର ଗଣତିମଣତିରେ ଅହେତୁକ ବିଳମ୍ବ ଆଦି ପ୍ରସଙ୍ଗକୁ ନେଇ ସରକାରଙ୍କୁ ଘେରିବା ପାଇଁ ବିରୋଧୀଙ୍କ ଯୋଜନା ରହିଛି ।

ଏହାସହ ଓଡିଶାରୁ ଜେଏସଡବ୍ଲୁ, ଆର୍ସେଲର ମିତ୍ତଲ ଭଳି ବଡ ଶିଳ୍ପସଂସ୍ଥା ଅନ୍ୟ ରାଜ୍ୟକୁ ସ୍ଥାନାନ୍ତରିତ, ଗନ୍ଧମାର୍ଦ୍ଦନ ପାହାଡ଼ରେ ସମ୍ଭାବ୍ୟ ଖଣି ଖନନ, ମାଆ ବିରଜା ପ୍ରକଳ୍ପକୁ ବନ୍ଦ କରିବାକୁ ଉଦ୍ୟମ, ଧାନକିଣାରେ ଅବ୍ୟବସ୍ଥା ଆଦି ପ୍ରସଙ୍ଗ ରହିଛି । ବିରୋଧୀଙ୍କୁ କାଉଣ୍ଟର କରିବା ପାଇଁ ପୂରା ତୟାର ବିଜେପି । ଏହାସହ ୫ମାସର ଉପଲବ୍ଧି ମଧ୍ୟ ସରକାର ରଖିବେ । ସେପଟେ ଆଜି ପ୍ରଥମ ଦିନରେ ଉପସ୍ଥାପିତ ହେବ ଅତିରିକ୍ତ ବଜେଟ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଅତିରିକ୍ତ ବଜେଟ ଉପସ୍ଥାପନ କରିବେ । .

Tags: assemblyodisha
ShareTweetShareSend
Sanchar Live

Sanchar Live

Next Post
୨୭ରୁ ରାଜ୍ୟରେ ମେଘୁଆ ପାଗ, ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ସମ୍ଭାବନା

୨୭ରୁ ରାଜ୍ୟରେ ମେଘୁଆ ପାଗ, ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ସମ୍ଭାବନା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କାହିଁକି ଭାଇରାଲ ୮୦ ଦଶକର ଫଟୋ? ଆପଣ ଵି ଏମିତି କରନ୍ତୁ…
  • କେନାଲରେ ଭାସିଯାଇ ଭାଇ-ଭଉଣୀ ମୃତ
  • BRICS ସମ୍ମିଳନୀ ପାଇଁ ଦିଲ୍ଲୀରେ ପହଞ୍ଚିଲେ ସି ଜିନପିଙ୍ଗ
  • ଆଜିଠୁ ୪ ଦିନ ବ୍ୟାଙ୍କ ଛୁଟି
  • ଓଡ଼ିଆ ସାମ୍ବାଦିକତାରୁ କମୁଛି Gen-Z ଙ୍କ ଆଗ୍ରହ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.