Thursday, March 5, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜି ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜୟନ୍ତୀ, ଜନତା ମଇଦାନରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଭିସିରେ ଯୋଗଦେବେ ପ୍ରଧାନମନ୍ତ୍ରୀ

Sanchar Live by Sanchar Live
November 15, 2024
in ଓଡିଶା
0
ଆଜି ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜୟନ୍ତୀ, ଜନତା ମଇଦାନରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଭିସିରେ ଯୋଗଦେବେ ପ୍ରଧାନମନ୍ତ୍ରୀ

Oplus_131072

0
SHARES
12
VIEWS
FacebookTwitter

ଭୁବନେଶ୍ୱର : ଆଜି ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜୟନ୍ତୀ । ଦେଶରେ ପାଳିତ ହେଉଛି ଜନଜାତୀୟ ଗୌରବ ଦିବସ । ଏହି ଅବସରରେ ଦେଶରେ ପ୍ରାୟ ୬ ହଜାର ୬ଶହ କୋଟି ଟଙ୍କା ପ୍ରକଳ୍ପର ଶିଳାନ୍ୟାସ ଓ ଲୋକର୍ପଣ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେହିପରି ଭୁବନେଶ୍ୱର ଜନତା ମୈଦାନରେ ମଧ୍ୟ ସ୍ବତନ୍ତ୍ର କାର୍ଯ୍ୟକ୍ରମ ହେଉଛି । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଉପସ୍ଥିତିରେ ପାଳନ ହେବ ସମାରୋହ । ଭିସିରେ ଯୋଡି ହେଇ ଉଦବୋଧନ ଦେବେ ପ୍ରଧାନମନ୍ତ୍ରୀ ମୋଦି  । ଜନତା ମଇଦାନରେ ପ୍ରାୟ ହଜାର ହଜାର ଲୋକ ସାମିଲ ହେବେ ।

ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ସଂଖ୍ୟାଲଘୁ ସମ୍ପ୍ରଦାୟ, ପଛୁଆ ବର୍ଗ କଲ୍ୟାଣ ବିଭାଗ ଆନୁକୂଲ୍ୟରେ ଏହି ଭବ୍ୟ ସମାରୋହର ଆୟୋଜନ। ଏହି ଅବସରରେ ପ୍ରାୟ ୧୦ ହଜାର ଜନତା ସାମିଲ ହେବେ । କିସ୍ ବିଶ୍ବ ବିଦ୍ୟାଳୟରୁ ଅନେକ ଆଦିବାସୀ ଛାତ୍ରଛାତ୍ରୀ ଯୋଗ ଦେବେ।ଆଦିବାସୀ ପାରମ୍ପରିକ ବାଦ୍ୟ ଓ ସଙ୍ଗୀତରେ ଦୁଲୁକିବ ଜନତା ମଇଦାନ। ଏଥିପାଇଁ ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ। ଦୁଇଟି ଷ୍ଟେଜ ସହ ଲୋକଙ୍କ ବସିବା ପାଇଁ ସୁବିଧା କରାଯାଇଛି। ସୁରକ୍ଷା ଦୃଷ୍ଟିରୁ ସିସିଟିଭି ଲଗାଯାଇଛି

Tags: bhubaneswarBirsha munda jayantinarendra modi
ShareTweetShareSend
Sanchar Live

Sanchar Live

Next Post
ରେଳ ଧାରଣାରୁ ବ୍ୟାଙ୍କ କର୍ମଚାରୀଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ଉଦ୍ଧାର

ରେଳ ଧାରଣାରୁ ବ୍ୟାଙ୍କ କର୍ମଚାରୀଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ଉଦ୍ଧାର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.