Thursday, November 5, 2026
  • About
  • Advertise
  • Careers
  • Contact
sanchar.live
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ
  • Login
No Result
View All Result
sanchar.live
Home ଓଡିଶା

ଆଜି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜନ୍ମଦିନ

Sanchar Live by Sanchar Live
January 6, 2025
in ଓଡିଶା
0
Oplus_131072

Oplus_131072

0
SHARES
11
VIEWS
Facebook
Twitter

ଭୁବନେଶ୍ୱର: ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଆଜି ହେଉଛି ଜନ୍ମଦିନ । ମୁଖ୍ୟମନ୍ତ୍ରୀଙ୍କ ଆଜି ୫୩ ତମ ଜନ୍ମଦିବସ । ଏହି ଅବସରରେ ତାଙ୍କୁ ଚାରିଆଡୁ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି । ଦଳୀୟ କର୍ମୀ, ନେତୃବୁନ୍ଦଙ୍କ ସମେତ ସାରା ଦେଶରୁ ତାଙ୍କୁ ଜନ୍ମଦିନ ପାଇଁ ଶୁଭେଚ୍ଛାର ବାର୍ତ୍ତା ଆସୁଛି ।

ସାଢେ ୪ କୋଟି ଓଡ଼ିଆଙ୍କ ମୁଖିଆଙ୍କୁ ବିଭିନ୍ନ ରାଜନୈତିକ ଦଳ ମଧ୍ୟ ଜନ୍ମଦିନ ପାଇଁ ଶୁଭକାମନା ଜଣାଉଛନ୍ତି । ଜଣେ ସରଳ ବ୍ୟକ୍ତିତ୍ୱ ଭାବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓଡ଼ିଆ ଲୋକଙ୍କ ସ୍ୱାର୍ଥ ଦିଗରେ କାର୍ଯ୍ୟ କରି ଆସୁଛନ୍ତି । ୨୦୨୪ରେ କେନ୍ଦୁଝର ବିଧାନସଭା ଆସନରୁ ନିର୍ବାଚନ ଜିତି ମୁଖ୍ୟମନ୍ତ୍ରୀ ହୋଇଛନ୍ତି ମୋହନ ଚରଣ ମାଝୀ ।

Related posts

ଭୂସ୍ଖଳନରେ ଆଉ ଯିବନି ଜୀବନ: ହେବନି ଧନଜୀବନ ହାନି

ଭୂସ୍ଖଳନରେ ଆଉ ଯିବନି ଜୀବନ: ହେବନି ଧନଜୀବନ ହାନି

November 4, 2026
ଆସନ୍ତା ୭ ତାରିଖରେ ଗଞ୍ଜାମ ଜିଲ୍ଲା ଗସ୍ତରେ ଯିବେ ନବୀନ

ଆସନ୍ତା ୭ ତାରିଖରେ ଗଞ୍ଜାମ ଜିଲ୍ଲା ଗସ୍ତରେ ଯିବେ ନବୀନ

November 4, 2026
Tags: cmo odishsmohanmajhiodisha

POPULAR NEWS

  • ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    0 shares
    Share 0 Tweet 0
  • ଯଦି ଏବେ ଓଡ଼ିଶାରେ ଭୋଟ ହୁଏ, ଜିତିବ କିଏ ?

    0 shares
    Share 0 Tweet 0
  • ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା

    0 shares
    Share 0 Tweet 0
  • ଟୁଇନି ସିଟିରେ ପଲଙ୍କ ସେବାରେ ବାଂଲାଦେଶୀ ଯୁବତୀ

    0 shares
    Share 0 Tweet 0
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ

    0 shares
    Share 0 Tweet 0
sanchar.live

We bring you the best Premium WordPress Themes that perfect for news, magazine, personal blog, etc.

Follow us on social media:

Recent News

  • ଶୀତ ଦିନେ ଏମିତି କରନ୍ତୁ: ପାଖ ମାଡ଼ିବନି ରୋଗ
  • ଭୂସ୍ଖଳନରେ ଆଉ ଯିବନି ଜୀବନ: ହେବନି ଧନଜୀବନ ହାନି
  • କନିକା କପୁରଙ୍କ ବୈବାହିକ ଜୀବନରେ ଝଡ଼

Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Newsletter

  • About
  • Advertise
  • Careers
  • Contact

© 2026 Sanchar - Technology Partner OneByte.

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ

© 2026 Sanchar - Technology Partner OneByte.