Saturday, November 7, 2026
  • About
  • Advertise
  • Careers
  • Contact
sanchar.live
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ
  • Login
No Result
View All Result
sanchar.live
Home ଓଡିଶା

ଆଜି ବିଶ୍ୱକର୍ମା ପୂଜା

Sanchar Live by Sanchar Live
September 17, 2025
in ଓଡିଶା
0
0
SHARES
11
VIEWS
Facebook
Twitter

ବିରାଜିବେ ଦେବଶିଳ୍ପୀ । ବିଶ୍ବକର୍ମା ପୂଜା ପାଇଁ ଚଳଚଞ୍ଚଳ ବନ୍ଦର ନଗରୀ ପାରାଦୀପ । ୨୫ରୁ ୩୦ଟି ମଣ୍ଡପରେ ପୂଜା ପାଇବେ ପ୍ରଭୁ ବିଶ୍ବକର୍ମା । ସୁଉଚ୍ଚ ତୋରଣ ସାଙ୍ଗକୁ ଆଲୋକ ମାଳାରେ ଝଲସୁଛି ପୂଜା ମଣ୍ଡପ। ପ୍ରତ୍ୟେକ ଅନୁଷ୍ଠାନ ଘଟ ସ୍ଥାପନ କରିବା ପରେ ପୂଜା କାର୍ଯ୍ୟ ଆରମ୍ଭ କରିବେ । ଏଥର ବିଭିନ୍ନ ଥିମ୍ ରେ ମଣ୍ଡପ ସଜାଯାଇଛି। ରଙ୍ଗ ବେରଙ୍ଗର ଆଲୋକ ମାଳା ସାଂଗକୁ ଭଳିକି ଭଳି ସୁସଜ୍ଜିତ ସୁଉଚ୍ଚ ତୋରଣ ଓ ତୋରଣ ମଧ୍ୟରେ ବିରାଜମାନ କରିଛନ୍ତି ଦେବଶିଳ୍ପୀ । କେଉଁଠି ବିଭିନ୍ନ ରାଜ୍ୟର ମନ୍ଦିରର ଭ୍ରମ ସୃଷ୍ଟି କରୁଛି ତ କେଉଁଠି କାଚ ଓ ଚୁମୁକି ଓ ସୋଲ ସହିତ ସଢେଇରେ କାରିଗରମାନେ ମେଢ଼କୁ ଆକର୍ଷଣୀୟ କରିଥିବା ଦେଖିବାକୁ ମିଳିଛି।

ବିଭିନ୍ନ ପୂଜାମଣ୍ଡପ ତରଫରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ଦେବଶିଳ୍ପୀଙ୍କ ମୃଣ୍ମୟ ମୂର୍ତ୍ତିକୁ ଆକର୍ଷଣୀୟ କରିବା ପାଇଁ ଅନେକ ପୂଜା ମଣ୍ଡପରେ ନିର୍ମାଣ ଦେବତା ବିଶ୍ୱକର୍ମାଙ୍କ ସହିତ ବିଭିନ୍ନ ଦେବାଦେବୀର ଚିତ୍ରକୁ ଅତି ସୁନ୍ଦର ଭାବରେ ନିର୍ମାଣ କରିଛନ୍ତି ଶିଳ୍ପୀ । ପହଲଗାମ ଘଟଣା ମଧ୍ୟ ସ୍ଥାନ ପାଇଛି । ଯାହା ଚଳିତବର୍ଷର ବିଶ୍ୱକର୍ମା ପୂଜାରେ ଦର୍ଶକଙ୍କୁ ଆକର୍ଷିତ କରିବା ସହିତ ୮ ଧରି ବିଭିନ୍ନ ପୂଜାମଣ୍ଡପରେ ଓଡିଶା ତଥା ଓଡିଶା ବାହାରର କଳାକାରମାନଙ୍କ ଦ୍ୱାରା ସଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣର ଆୟୋଜନ କରାଯାଇଥିବା ନେଇ ପୂଜକମିଟିର ସଦସ୍ୟ ପ୍ରକାଶ କରିଛନ୍ତି।

Related posts

ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି

ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି

November 7, 2026
ଦୀର୍ଘ ୪୫ ଦିନ ପରେ ଖୋଲିଲା କଳିଙ୍ଗା ଘାଟି

ଦୀର୍ଘ ୪୫ ଦିନ ପରେ ଖୋଲିଲା କଳିଙ୍ଗା ଘାଟି

November 7, 2026
Tags: biswakarma pujaodishaparadeep

POPULAR NEWS

  • ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    0 shares
    Share 0 Tweet 0
  • ଯଦି ଏବେ ଓଡ଼ିଶାରେ ଭୋଟ ହୁଏ, ଜିତିବ କିଏ ?

    0 shares
    Share 0 Tweet 0
  • ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା

    0 shares
    Share 0 Tweet 0
  • ଟୁଇନି ସିଟିରେ ପଲଙ୍କ ସେବାରେ ବାଂଲାଦେଶୀ ଯୁବତୀ

    0 shares
    Share 0 Tweet 0
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ

    0 shares
    Share 0 Tweet 0
sanchar.live

We bring you the best Premium WordPress Themes that perfect for news, magazine, personal blog, etc.

Follow us on social media:

Recent News

  • ମହିଳା ଶିଳ୍ପୋଦ୍ୟୋଗୀ ନିଜର ସମସ୍ତ ମହିଳା କର୍ମଚାରୀଙ୍କୁ ଦେଲେ ଆଇଫୋନ୍ ଉପହାର
  • ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି
  • ଦୀର୍ଘ ୪୫ ଦିନ ପରେ ଖୋଲିଲା କଳିଙ୍ଗା ଘାଟି

Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Newsletter

  • About
  • Advertise
  • Careers
  • Contact

© 2026 Sanchar - Technology Partner OneByte.

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ

© 2026 Sanchar - Technology Partner OneByte.