Monday, April 20, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ରାଜନୀତି

ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ

Sanchar Live by Sanchar Live
March 14, 2026
in ରାଜନୀତି
0
ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
0
SHARES
23
VIEWS
FacebookTwitter

ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ। ଏସ୍ଆଇଆର ଓ ରାଜ୍ୟସଭା ନିର୍ବାଚନକୁ ନେଇ ହେବ ଆଲୋଚନା। ବିଜେପି ସଭାପତି ମନମୋହନ ସାମଲଙ୍କ ବୈଠକ ହେବ। ବିଜେପିର ବରିଷ୍ଠ ନେତା ଓ ବିଧାୟକ ଉପସ୍ଥିତ ରହିବେ। ଯେ

ସୂଚନ ଅନୁଯାୟୀ, ଶନିବାର ବିଜେପି ରାଜ୍ୟ କାର୍ଯ୍ୟାଳୟରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ବୈଠକରେ ବିଭିନ୍ନ ପ୍ରସଙ୍ଗ ନେଇ ଆଲୋଚନା ହେବ । ପ୍ରଥମେ ଏସ୍ଆଇଆର ପ୍ରସଙ୍ଗରେ ଆଲୋଚନା ହେବ । ରାଜ୍ୟ ବିଜେପି ପଦାଧିକାରୀ ଏବଂ ବିଧାୟକମାନେ ଉପସ୍ଥିତ ରହିବେ । ଏହାପରେ ରାଜ୍ୟସଭା ନିର୍ବାଚନକୁ ନେଇ ଦଳୀୟ ବିଧାୟକଙ୍କ ସହ ଆଲୋଚନା କରିବେ । ବିଜେପି ବିଧାୟକଙ୍କୁ ରାଜ୍ୟସଭା ମତଦାନ ପଦ୍ଧତି, ନିୟମ ବାବଦରେ ତାଲିମ ଦିଆଯିବ । ଏଥି ସହିତ ମକ୍ ପୋଲ୍ ମଧ୍ୟ ହେବ । କିଏ କାହାକୁ ପ୍ରଥମ ପସନ୍ଦ ଓ କାହାକୁ ଦ୍ୱିତୀୟ ପସନ୍ଦ ଭୋଟ ଦେବେ, ସେ ବାବଦରେ ସେମାନଙ୍କୁ ଜଣାଇ ଦିଆଯିବ ।

Tags: bjpodishaodisha politics
ShareTweetShareSend
Sanchar Live

Sanchar Live

Next Post
କାଲିଠୁ ଏହିସବୁ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା

କାଲିଠୁ ଏହିସବୁ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜିଠୁ ଆରମ୍ଭ ଚାରିଧାମ ଯାତ୍ରା
  • ଅକ୍ଷୟ ତୃତୀୟ ପୂର୍ବରୁ ନଜର ପକାନ୍ତୁ ଆଜିର ସୁନା ଦର ଉପରେ…
  • ୨୩ ତାରିଖ ପର୍ଯ୍ୟନ୍ତ ଏହି ଜିଲ୍ଲାରେ ଶିକ୍ଷାନୁଷ୍ଠାନ ଛୁଟି
  • କିଏ ଜିତିବ ଆଜିର ମ୍ୟାଚ? PBKS VS LSG…
  • ମୋ ଜିଲ୍ଲା ମହୋତ୍ସବରେ ମୋତେ ଅପମାନ କରାଗଲା : ବଣ୍ଟି

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.