Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜି ଅସଲ ଛାଡଖାଇ, ଜମୁଛି ଆମିଷ ବେପାର

Sanchar Live by Sanchar Live
November 17, 2024
in ଓଡିଶା
0
ଆଜି ଅସଲ ଛାଡଖାଇ, ଜମୁଛି ଆମିଷ ବେପାର
0
SHARES
28
VIEWS
FacebookTwitter

ଭୁବନେଶ୍ୱର : ସରିଲା କାର୍ତ୍ତିକ ପଶିଲା ମାର୍ଗଶିର । ଗତକାଲି ସଂକ୍ରାନ୍ତି ଥିବାରୁ ଆଜି ଜମିବ ଅସଲ ଛାଡଖାଇ । ମାସେ ହେଲାଣି ପାଟିରେ ଆମିଷ ବାଜିନଥିଲା । ତେଣୁ ଅନେଇ ବସାଇଥିଲେ ପାଟିରେ ଟିକେ ଆମିଷ ପାଣି ବଜାଇବାକୁ । ସେଥିପାଇଁ ସକାଳୁ ସକାଳୁ ବିଭିନ୍ନ ଆମିଷ ବଜାରରେ ଲୋକଙ୍କ ଗହଳି ଲାଗିଛି । ବିଭିନ୍ନ ପ୍ରକାର ମାଛ, ଚିଙ୍ଗୁଡି, କଙ୍କଡ଼ା, ମଟନ ଓ ଚିକେନରେ ଭରି ରହିଛି ଆମିଷ ବଜାର । ଆଉ ଲୋକମାନେ ନିଜ ପସନ୍ଦ ମୁତାବକ ଆମିଷ ବୋହି ନେଉଛନ୍ତି ଘରକୁ।

ଅନ୍ୟପଟେ ଆଜି ରବିବାର ଆମିଷ ମାର୍କେଟରେ ଲୋକଙ୍କ ଭିଡ଼ ଲାଗିବା କଥା ଦୋକାନୀଙ୍କୁ ଆଗରୁ ଜଣାଥିଲା । ସେଥିପାଇଁ ପ୍ରତିଦିନ ତୁଳନାରେ ଆଜି ଅଧିକ ମାଛ ଗଦାଇଛନ୍ତି । ରେଟ ବି ଚଢ଼ା ରହିଛି । ବିଶେଷ କରି ରୋହି, ଭାକୁଡ଼, ଇଲିସ, ଚିଙ୍ଗୁଡି, ଚାନ୍ଦି, ଭେକଟି ମାଛର ଚାହିଦା ଅଧିକ ରହିଛି । ଈଲିସି -୧୦୦୦/୧୨୦୦ବିକ୍ରି ହେଉଥିବା ବେଳେ ଚିଙ୍ଗୁଡ଼ି -୫୦୦ ରୁ ୭୦୦, ପାମ୍ପଲେଟ -୭୦୦ରୁ ୧୦୦୦,କଙ୍କଡା -୬୫୦ ପୋହଳା ୪୦୦ଟଙ୍କାରେ ଟଙ୍କାରେ ବିକ୍ରି ହେଉଛି । ଇଲିସ ଓ ଚାନ୍ଦିର ଦରରେ ରେକର୍ଡ ପାର କରିଯାଇଛି । ସେହିପରି ଚାନ୍ଦି ୧୨୦୦ରୁ ୧୪୦୦ ଟଙ୍କା କେଜିରେ ବିକ୍ରି ହେଉଛି ।

ଖାଲି ମାଛ ନୁହେଁ ମାଂସ ଦୋକାନରେ ବି ଲୋକଙ୍କ ଗହଳି ଦେଖିବାକୁ ମିଳୁଛି । ଚିକେନ୍ ଦର ୨୩୦ରୁ ୨୫୦ ରହିଛି । ଖାସି ମାଂସ ଦର ବି ସାଧାରଣ ଦିନଠାରୁ ଅଧିକ ରହିଛି । ୮୦୦ରୁ ୮୫୦ କେଜିରେ ବିକ୍ରି ହେଉଥିବା ଖାସି ମାଂସ ଦର ଆଜି ହଜାରେ ପର୍ଯ୍ୟନ୍ତ ଧରିବାକୁ ବସିଲାଣି । ତଥାପି ମାଂସ କିଣିବାକୁ ଲୋକଙ୍କ ଲମ୍ବା ଲାଇନ୍ ଦେଖିବାକୁ ମିଳୁଛି ।

Tags: Chadakhaiodisha
ShareTweetShareSend
Sanchar Live

Sanchar Live

Next Post
ଓଲିଉଡ କଣ୍ଠଶିଳ୍ପୀ ଅସୀମା ପଣ୍ଡାଙ୍କୁ ଷ୍ଟେଜରୁ ଓହ୍ଲାଇ ଦେଲା ପୋଲିସ

ଓଲିଉଡ କଣ୍ଠଶିଳ୍ପୀ ଅସୀମା ପଣ୍ଡାଙ୍କୁ ଷ୍ଟେଜରୁ ଓହ୍ଲାଇ ଦେଲା ପୋଲିସ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.