Friday, November 6, 2026
  • About
  • Advertise
  • Careers
  • Contact
sanchar.live
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ
  • Login
No Result
View All Result
sanchar.live
Home ଓଡିଶା

ଯାଉଥିଲେ ଜାଣିରଖ : ଆଜି ବନ୍ଦ ରହିବ ଭୁବନେଶ୍ୱର ଏକ ନମ୍ବର ହାଟ

Sanchar Live by Sanchar Live
January 20, 2026
in ଓଡିଶା
0
0
SHARES
28
VIEWS
Facebook
Twitter

ଭୁବନେଶ୍ୱର: ଆଜି ବନ୍ଦ ରହିବ ଭୁବନେଶ୍ୱର ଏକ ନମ୍ବର ହାଟ । ଦୁର୍ଘଟଣା ଜନିତ କ୍ଷୟକ୍ଷତି ଆକଳନ ପାଇଁ ବନ୍ଦ ରହିବ ଏକ ନମ୍ବର ହାଟ । ହାଟ ଭିତର ଓ ବାହାର ବନ୍ଦ ରହିବ । ବନ୍ଦ ନେଇ ବିଏମ୍‌ସି ପକ୍ଷରୁ ସୂଚନା । ଗତକାଲି ବିଳମ୍ବିତ ରାତିରେ ୧ ନଂ ହାଟରେ ଭୟାବହ ଅଗ୍ନିକାଣ୍ଡ ଘଟିଥିଲା । ଅଗ୍ନିକାଣ୍ଡରେ ୪୦ରୁ ଉର୍ଦ୍ଧ୍ୱ ଦୋକାନ ପୋଡ଼ି ପାଉଁଶ ହୋଇଯାଇଥିଲା

ଭୁବନେଶ୍ୱର ଏକ ନମ୍ବର ହାଟରେ ଭୟାଭହ ଅଗ୍ନିକାଣ୍ଡ ପରେ ବିଏମସି ମେୟର ସୁଲୋଚନା ଦାସ ଘଟଣାସ୍ଥଳକୁ ଯାଇ ସ୍ଥିତି ପରଖିଛନ୍ତି। ଅଧିକ ପ୍ଲାଷ୍ଟିକ୍ ବ୍ୟବହାର କରିବାରୁ ବାରମ୍ଵାର ନିଆଁ ଲାଗୁଥିବା କହିଛନ୍ତି ମେୟର । ମେୟର କହିଛନ୍ତି ଯେ, ଦୋକାନୀଙ୍କୁ ବାରମ୍ଵାର ସଚେତନ କରାଯାଉଥିବା ସତ୍ତ୍ଵେ ଶୁଣୁନଥିଲେ କି ଏସଓପି ପାଳନ କରୁନଥିଲେ। ବାରମ୍ଵାର ଜବରଦଖଲ ଉଚ୍ଛେଦ କରୁଥିଲେ ବି ମାନୁନଥିଲେ। ଏନଫୋର୍ସମେଣ୍ଟ ସ୍କ୍ଵାଡ୍ ମଧ୍ୟ ସଚେତନ କରୁଥିଲେ। ବ୍ୟବସାୟୀମାନେ ଅସୁରକ୍ଷିତ ଭାବେ ମନଇଚ୍ଛା ବିଦ୍ୟୁତ ତାର ଟାଣୁଥିଲେ।

Related posts

ଓଡ଼ିଶାରେ ପ୍ରଥମ! ଝାରସୁଗୁଡ଼ାରେ ଆରମ୍ଭ ହେଲା ‘ଅଭୟା’, ମହିଳାଙ୍କ ପାଇଁ ସରକାରୀ ଅଫିସରେ ମିଳିବ ସାନିଟାରୀ ପ୍ୟାଡ୍

ଓଡ଼ିଶାରେ ପ୍ରଥମ! ଝାରସୁଗୁଡ଼ାରେ ଆରମ୍ଭ ହେଲା ‘ଅଭୟା’, ମହିଳାଙ୍କ ପାଇଁ ସରକାରୀ ଅଫିସରେ ମିଳିବ ସାନିଟାରୀ ପ୍ୟାଡ୍

November 6, 2026
ରାଜ୍ୟ ରାଜପଥ କଡ଼ରୁ କାର୍ ସୋ’ରୁମ୍ ମାଲିକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଜ୍ୟ ରାଜପଥ କଡ଼ରୁ କାର୍ ସୋ’ରୁମ୍ ମାଲିକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

November 6, 2026
Tags: bhubaneswarfireunit 1

POPULAR NEWS

  • ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    0 shares
    Share 0 Tweet 0
  • ଯଦି ଏବେ ଓଡ଼ିଶାରେ ଭୋଟ ହୁଏ, ଜିତିବ କିଏ ?

    0 shares
    Share 0 Tweet 0
  • ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା

    0 shares
    Share 0 Tweet 0
  • ଟୁଇନି ସିଟିରେ ପଲଙ୍କ ସେବାରେ ବାଂଲାଦେଶୀ ଯୁବତୀ

    0 shares
    Share 0 Tweet 0
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ

    0 shares
    Share 0 Tweet 0
sanchar.live

We bring you the best Premium WordPress Themes that perfect for news, magazine, personal blog, etc.

Follow us on social media:

Recent News

  • ଓଡ଼ିଶାରେ ପ୍ରଥମ! ଝାରସୁଗୁଡ଼ାରେ ଆରମ୍ଭ ହେଲା ‘ଅଭୟା’, ମହିଳାଙ୍କ ପାଇଁ ସରକାରୀ ଅଫିସରେ ମିଳିବ ସାନିଟାରୀ ପ୍ୟାଡ୍
  • ଦ୍ୱିତୀୟ ଦିନିକିଆ ପୂର୍ବରୁ ବଡ଼ ପଡିଲେ ଏହି ଖେଳାଳି
  • ଏମିତି ଜ୍ୱାଇଁ କାହାକୁ ନମିଳୁ…

Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Newsletter

  • About
  • Advertise
  • Careers
  • Contact

© 2026 Sanchar - Technology Partner OneByte.

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ

© 2026 Sanchar - Technology Partner OneByte.