Monday, September 29, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ନାରୀ ନିର୍ଯାତନା ବୃଦ୍ଧି ପ୍ରତିବାଦରେ ଆଜି ବିଧାନସଭା ଘେରାଉ କରିବ କଂଗ୍ରେସ

Sanchar Live by Sanchar Live
March 27, 2025
in ଓଡିଶା
0
ନାରୀ ନିର୍ଯାତନା ବୃଦ୍ଧି ପ୍ରତିବାଦରେ ଆଜି ବିଧାନସଭା ଘେରାଉ କରିବ କଂଗ୍ରେସ
0
SHARES
12
VIEWS
FacebookTwitter

ଭୁବନେଶ୍ୱର : ନାରୀ ନିର୍ଯାତନା ବୃଦ୍ଧି ପ୍ରତିବାଦରେ ଆଜି ରାସ୍ତାକୁ ଓହ୍ଲାଇବ କଂଗ୍ରେସ । ବିଧାନସଭା ଘେରାଉ କରିବ ଦଳ । ସକାଳ ଦିନ ୧୦ଟାରେ ଭୁବନେଶ୍ବର ରାମମନ୍ଦିର ଠାରୁ କଂଗ୍ରେସଭବନ ପର୍ଯ୍ୟନ୍ତ ରାଲି ବାହାରିବ । ଏଥିରେ ପିସିସି ସଭାପତି, ଦଳର ବରିଷ୍ଠ ନେତା, ବିଧାୟକ, ଛାମୁଆ ସଂଗଠନର କର୍ମକର୍ତ୍ତା ସାମିଲ ହୋଇ ବିକ୍ଷାେଭ ପ୍ରଦର୍ଶନ କରି ବିଧାନସଭା ପର୍ଯ୍ୟନ୍ତ ଯିବେ । ବିଧାନସଭା ଘେରାଉ କରାଯିବ ବୋଲି କହିଛନ୍ତି ପିସିସି ସଭାପତି ଭକ୍ତଚରଣ ଦାସ । ରାଜ୍ୟରେ ନାରୀ ନିର୍ଯାତନା ବୃଦ୍ଧି ପ୍ରସଙ୍ଗରେ ଗୃହ କମିଟି ଗଠନ ପାଇଁ ଦାବି କରିଆସୁଛି କଂଗ୍ରେସ । ଏନେଇ ବିଧାନସଭାରେ ଦଳର ବିଧାୟକମାନେ ପ୍ରତିବାଦ କରିଛନ୍ତି । ବିଶୃଙ୍ଖଳିତ ଆଚରଣ ପାଇଁ ଦଳର ସମସ୍ତ ୧୪ ବିଧାୟକ ସାତ ଦିନ ପାଇଁ ବିଧାନସଭାରୁ ନିଲମ୍ବିତ ହୋଇଛନ୍ତି । ତେଣୁ ଆଜି କଂଗ୍ରେସ ଜୋରଦାର ବିକ୍ଷୋଭ କରିବା ବୋଲି କୁହାଯାଉଛି ।

ସରକାରଙ୍କ ଅଗଣତାନ୍ତ୍ରିକ ନିଷ୍ପତ୍ତିକୁ ଘରେ ଘରେ ପହଞ୍ଚାଯିବ। ରାଜ୍ୟରେ ଯେଉଁଭଳି ଭାବରେ ମହିଳାଙ୍କ ଉପରେ ଅତ୍ୟାଚାର ହୋଇଛି ତାକୁ ଅଣଦେଖା କରାଯିବନାହିଁ । ନ୍ଯାୟ ନମିଳିବା ପର୍ଯ୍ୟନ୍ତ ଲଢେଇ ଜାରି ରହିବ । ବିଧାନସଭା ଘେରାଉ ପାଇଁ ଆସୁଥିବା କଂଗ୍ରେସ ନେତା ଓ କର୍ମୀଙ୍କୁ ଅଟକାଯାଉଥିବା ଅଭିଯୋଗ କରିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ । ପ୍ରଶାସନକୁ ଏପରି ନକରିବାକୁ ସେ ଅନୁରୋଧ କରିଛନ୍ତି । ଆନ୍ଦୋଳନ ଶାନ୍ତି ଶୃଙ୍ଖଳାରେ ଆନ୍ଦୋଳନ କରିବୁ । ଯଦି କର୍ମୀ ମାନଙ୍କୁ ଅଟକାଯାଏ ତେବେ ବିଦ୍ରୋହର ବାତାବରଣ ବିଭିନ୍ନ ସ୍ଥାନରେ ହେବ ବୋଲି ଚେତାଇ ଦେଇଛନ୍ତି ପିସିସି ସଭାପତି ।

Tags: congressodishaprotest
ShareTweetShareSend
Sanchar Live

Sanchar Live

Next Post
ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କ ସ୍ମୃତି ସମ୍ବଳିତ ସ୍ମରଣୀକା “ସିଦ୍ଧ ପୁରୁଷ” “ଉନ୍ମୋଚିତ

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କ ସ୍ମୃତି ସମ୍ବଳିତ ସ୍ମରଣୀକା "ସିଦ୍ଧ ପୁରୁଷ" "ଉନ୍ମୋଚିତ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ୩ଟି ବିଭାଗର ୪ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍‌ ମୋହର
  • ଲାଗିଲାଣି ଭିଡ଼, ଗାଁଠୁ ସହର ଉତ୍ସବ ମୁଖର
  • କାଙ୍କେର ଜିଲ୍ଲାରେ ବଡ଼ ଧରଣର ଏନକାଉଣ୍ଟର, ଟଳିଲେ ୩ ମାଓବାଦୀ
  • ଆସନ୍ତା ୧ରୁ ପୁଣି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ଏସିଆ କପ : ଆଜି ଭାରତ- ପାକିସ୍ତାନ ଫାଇନାଲ ଟକ୍କର

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.