Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ

Sanchar Live by Sanchar Live
May 2, 2025
in ଓଡିଶା
0
ଆଜି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ
0
SHARES
56
VIEWS
FacebookTwitter

ଆଜି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ। ଅପରାହ୍ନ ୪ଟାରେ କଟକ ସ୍ଥିତ ବୋର୍ଡ କାର୍ଯ୍ୟାଳୟରେ ଘୋଷଣା ହେବ ରେଜଲ୍ଟ । ସନ୍ଧ୍ୟା ୬ଟା ପରେ ଛାତ୍ରଛାତ୍ରୀ ମାନେ ବୋର୍ଡର ଅଫିସିଆଲ ୱେବସାଇଟ୍ www.bseodisha.ac.in ଏବଂ www.orissaresults.nic.in ରେ ନିଜ ନିଜର ପରୀକ୍ଷାଫଳ ଦେଖିପାରିବେ  ।  ରୋଲ ନମ୍ବର ଏବଂ ଜନ୍ମ ତାରିଖ ବ୍ୟବହାର କରି ୱେବସାଇଟ୍‌ରେ ଫଳାଫଳ ଯାଞ୍ଚ କରିପାରିବେ ଛାତ୍ରଛାତ୍ରୀ  ।  ଏହା ସହିତ, ଏସ୍‌ଏମ୍‌ଏସ୍ ମାଧ୍ୟମରେ ମଧ୍ୟ ରେଜଲ୍ଟ ଜାଣିବାର ସୁବିଧା ବୋର୍ଡ ପକ୍ଷରୁ ଉପଲବ୍ଧ କରାଯିବ।

ଯେଉଁମାନେ ଫଳାଫଳ ନେଇ ଅସନ୍ତୁଷ୍ଟ ହେବେ । ସେମାନେ ପୁନଃ ମୂଲ୍ୟାୟନ କିମ୍ବା ପୁନଃଯାଞ୍ଚ ପାଇଁ ଆବେଦନ କରିପାରିବେ  ।  ରାଜ୍ୟର ୩ ହଜାର ୨୯ଟି ପରୀକ୍ଷା କେନ୍ଦ୍ରରେ ଚଳିତ ଥର ୫ଲକ୍ଷରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ  । ପ୍ରଶ୍ନପତ୍ର ଲିକ୍ ଓ କପି ରୋକିବାକୁ ବୋର୍ଡ ପକ୍ଷରୁ ପ୍ରଥମଥର ପାଇଁ ପ୍ରଶ୍ନପତ୍ରରେ ରହିଥଲା କ୍ୟୁଆର କୋର୍ଡ  ।  ୬୦୦ ପରୀକ୍ଷା କେନ୍ଦ୍ରରେ ସିଧାସଳଖ ଲାଇଭ୍ ଷ୍ଟ୍ରିମିଂ ହୋଇଥିଲା । ସବୁ କେନ୍ଦ୍ରରେ ଲାଗିଥିଲା ସିସିଟିଭି ।

Tags: matric resultodisha
ShareTweetShareSend
Sanchar Live

Sanchar Live

Next Post
ଦୀଘାରେ ଜଗନ୍ନାଥ ମନ୍ଦିର ବିବାଦକୁ ନେଇ ଏମିତି କହିଲେ ଦଇତାପତି

ଦୀଘାରେ ଜଗନ୍ନାଥ ମନ୍ଦିର ବିବାଦକୁ ନେଇ ଏମିତି କହିଲେ ଦଇତାପତି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.