Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜିଠୁ ବଡ଼ଦେଉଳରେ ଶୁଭାରମ୍ଭ ହେବ ଦେବ ଦୀପାବଳି ମହୋତ୍ସବ

Sanchar Live by Sanchar Live
November 30, 2024
in ଓଡିଶା
0
ଆଜିଠୁ ବଡ଼ଦେଉଳରେ ଶୁଭାରମ୍ଭ ହେବ ଦେବ ଦୀପାବଳି ମହୋତ୍ସବ
0
SHARES
2
VIEWS
FacebookTwitter

ସଂଚାର ବ୍ୟୁରୋ: ଶନିବାରଠାରୁ ବଡ଼ଦେଉଳରେ ଶୁଭାରମ୍ଭ ହେବ ଦେବ ଦୀପାବଳି ମହୋତ୍ସବ । ମହାପ୍ରଭୁ ଶ୍ରାଦ୍ଧ ବେଶରେ ପିତୃ ପୁରୁଷଙ୍କ ଉଦ୍ଦେଶ୍ୟରେ ଦୀପଦାନ କରିବେ । ତିନି ଦିନ ଧରି ଅନୁଷ୍ଠିତ ହେବ ଠାକୁରଙ୍କ ଦିପାବଳୀ ଉତ୍ସବ । ସତ୍ୟ, ଦ୍ୱାପର ଓ ତ୍ରେତୟା ଯୁଗର ପିତୃପୁରୁଷଙ୍କୁ ଠାକୁରେ ଶ୍ରାଦ୍ଧ ଦେବେ । ଏହି ଅବସରରେ ଦୀପ ମାଳାରେ ସୁଶୋଭିତ ହେବ ଶ୍ରୀମନ୍ଦିର ।

ଦେବ ଦୀପାବଳି ଉତ୍ସବ ଦିବସ ସନ୍ଧ୍ୟାରେ ଠାକୁରଙ୍କ ସ୍ୱତନ୍ତ୍ର ବେଶ ଅନୁଷ୍ଠିତ ହେବ । ତିନି ଠାକୁର ଶୁଭ୍ରବସ୍ତ୍ର ପରିଧାନ କରିଥିବେ । ଠାକୁରମାନଙ୍କୁ ବହୁମୂଲ୍ୟ ସ୍ୱର୍ଣ୍ଣ ଅଳଙ୍କାରରେ ବିଭୂଷିତ କରାଯିବ । ଏହି ଅବସରରେ ପିତୃପୁରୁଷଙ୍କ ପାଇଁ ପିଣ୍ଡ ଓ ଦୀପ ଦାନ କରିବେ ଠାକୁରେ । ଶ୍ରାଦ୍ଧ ନୀତି ବଢିବା ପରେ ମନ୍ଦିର ଚୂଡାକୁ ଦୀପ ଉଠିବ । ବର୍ଷକେ ଏହି ତିନି ଦିନ ଠାକୁରଙ୍କ ମନୋରମ ବେଶ ଓ ଶ୍ରାଦ୍ଧ ନୀତି ଦେଖିବାକୁ ଶ୍ରଦ୍ଧାଳୁମାନେ ଅପେକ୍ଷା କରି ରହିଥାନ୍ତି ।

Tags: dev dipabalipuri
ShareTweetShareSend
Sanchar Live

Sanchar Live

Next Post
ବିଦ୍ୟୁତ ବିଭାଗ କର୍ମଚାରୀଙ୍କୁ ବାନ୍ଧି ଲୁଟିନେଲେ ଲକ୍ଷାଧିକ ଟଙ୍କାର ସାମଗ୍ରୀ

ବିଦ୍ୟୁତ ବିଭାଗ କର୍ମଚାରୀଙ୍କୁ ବାନ୍ଧି ଲୁଟିନେଲେ ଲକ୍ଷାଧିକ ଟଙ୍କାର ସାମଗ୍ରୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ
  • ଆଜି ଦଶମୀ ତିଥିରେ ଚକାବିଜେ କରିବେ ଶ୍ରୀଜୀଉ
  • ଆଜି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିନ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.