Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜି ମେଲାଣି ନେବେ ଜଗତଜନନୀ ମା’ ଦୁର୍ଗା

Sanchar Live by Sanchar Live
October 3, 2025
in ଓଡିଶା
0
ଆଜି ମେଲାଣି ନେବେ ଜଗତଜନନୀ ମା’ ଦୁର୍ଗା
0
SHARES
39
VIEWS
FacebookTwitter

ଆଜି ମେଲାଣି ନେବେ ଜଗତଜନନୀ ମା’ ଦୁର୍ଗା । ଭୁବନେଶ୍ବରରେ ମା’ଙ୍କ ବିଦାୟୀ ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ଭୁବନେଶ୍ଵର ସହରରେ ୪ ଗୋଟି ରାସ୍ତାରେ ୪ଟି ଭଷାଣୀ କମିଟି ଭଷାଣୀ ଉତ୍ସବ ପାଳନ କରିବେ । ଭୁବନେଶ୍ବର ଭଷାଣୀ ଉତ୍ସବ କମିଟିରେ ସହିଦ ନଗର, ରାଜଧାନୀ ମନ୍ଦିର ସୁରକ୍ଷା ଭଷାଣୀ କମିଟି, ନୟାପଲ୍ଲୀ, ଉତ୍ତର ଭୁବନେଶ୍ଵର ଭଷାଣୀ କମିଟି, ଚନ୍ଦ୍ରଶେଖରପୁର ଭଷାଣୀ କମିଟି ଏବଂ ଓଲ୍ଡ ଟାଉନ୍ ଭଷାଣୀ କମିଟି । ଏହି ଭଷାଣୀ ସମୟରେ ଯାନବାହାନ ଗୁଡ଼ିକର ଚଳାଚଳକୁ କିଛି ନିର୍ଦ୍ଦିଷ୍ଟ ସ୍ଥାନରେ ବାରଣ କରାଯାଇଛି । ଅପରାହ୍ନ ୨ଟା ଠାରୁ ରାତି ୧ ଘଟିକା ପର୍ଯ୍ୟନ୍ତ ଏହି କଟକଣା ଲାଗୁ କରାଯାଇଛି ।

ସେପଟେ ଚଳିତ ବର୍ଷ କଟକ ଦୁର୍ଗାପୂଜା ଭସାଣୀ ଉପରେ ନଜର ରଖିବ ଡ୍ରୋନ୍ । ଏ ବର୍ଷ ପ୍ରଥମ ଥର ପାଇଁ ଏପରି ବ୍ୟବସ୍ଥା କରିଛି କମିଶନରେଟ ପୋଲିସ । ସେହିପରି ଭସାଣି ରୁଟରେ ନଜର ରଖିବ ମୋଟ ୫ ଶହରୁ ଅଧିକ ସିସି ଟିଭି କ୍ୟାମେରା । ଏକାଧିକ କଣ୍ଟ୍ରୋଲ ରୁମ୍ ଜରିଆରେ ସିସିଟିଭି ଗୁଡିକରୁ ମିଳୁଥିବା ଭିଜୁଆଲ ଉପରେ ନଜର ରଖିବ ପୋଲିସ । ପ୍ରଥମ ଥର ପାଇଁ “CTC 60” ନାମରେ ଏକ ସ୍ବତନ୍ତ୍ର ଟିମ୍ ଗଠନ କରାଯାଇଛି । ବିଶେଷ କରି ଶବ୍ଦ ପ୍ରଦୂଷଣ ବା ୬୦ ଡେସିବଲରୁ ଅଧିକ ଶବ୍ଦ ପ୍ରଦୂଷଣ କରୁଥିବା ଶୋଭାଯାତ୍ରା ବିରୁଦ୍ଧରେ କଡ଼ା କାର୍ଯ୍ୟନୁଷ୍ଠାନ ଗ୍ରହଣ କରିବ ଏହି “CTC 60” ପୋଲିସ ଟିମ୍ । ସାଉଣ୍ଡ ବାବଦରେ କୌଣସି ବ୍ୟତିକ୍ରମ ଦେଖା ଦେଲେ, ପୋଲିସ ପକ୍ଷରୁ ଗୋଟିଏ ଥର ପାଇଁ କୁହାଯିବ । ନ ମାନିଲେ ସମସ୍ତ ସାଉଣ୍ଡ ଯନ୍ତ୍ରାଂଶ ଜବତ୍ କରିବା ସହିତ ମାମଲା ରୁଜୁ କରିବ କମିଶନରେଟ ପୋଲିସ ।

ସେହିପରି ଭଷାଣୀ ସମୟରେ ସହରରେ ମୋଟ ୧୨୫ ପ୍ଲାଟୁନ୍ ପୋଲିସ୍ ଫୋର୍ସ ନିୟୋଜିତ ହେବେ । ଏହା ଭିତରୁ ୨୫ ପ୍ଲାଟୁନ ପୋଲିସ ଫୋର୍ସ ମେଢ଼ ସହିତ ରହିବେ । ସହରର ବିଭିନ୍ନ ସ୍ଥାନରେ ମୋଟ ୬୦ଟି ଏଡ୍ ପୋଷ୍ଟ ରହିବ । ଦେବୀଗଡା ନିକଟରେ ଓଡ୍ରାଫ୍ ଏବଂ ଅଗ୍ନିଶମ ବିଭାଗକୁ ସଜାଗ ରହିବାକୁ କୁହାଯାଇଛି । ସକାଳ ୮ଟାରେ ନିଜ ନିଜ ଭସାଣି ଶୋଭାଯାତ୍ରା ବାହାର କରିବାକୁ ପୂଜା କମିଟି ଗୁଡ଼ିକୁ ଅନୁରୋଧ କରାଯାଇଛି ।

Tags: bhasanidurgapuja
ShareTweetShareSend
Sanchar Live

Sanchar Live

Next Post
ଆଜିଠାରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର କାର୍ତ୍ତିକ ନୀତି ଆରମ୍ଭ

ଆଜିଠାରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର କାର୍ତ୍ତିକ ନୀତି ଆରମ୍ଭ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.