Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜି ଦୁଇ ମହାନାୟକଙ୍କ ଜୟନ୍ତୀ

Sanchar Live by Sanchar Live
October 2, 2024
in ଓଡିଶା
0
ଆଜି ଦୁଇ ମହାନାୟକଙ୍କ ଜୟନ୍ତୀ
0
SHARES
4
VIEWS
FacebookTwitter

ସଂଚାର ବ୍ୟୁରୋ: ଆଜି ଜାତିର ପିତା ମହାତ୍ମାଗାନ୍ଧୀଙ୍କ ଜନ୍ମ ଜୟନ୍ତୀ । ଅକ୍ଟୋବର ୨ ତାରିଖ ୧୮୬୯ ମସିହାରେ ଗୁଜୁରାଟର ପୋରବନ୍ଦରରେ ଜନ୍ମଗ୍ରହଣ କରିଥିଲେ ବାପୁ  । ଦେଶକୁ ଇଂରେଜ ଶାସନରୁ ମୁକ୍ତ କରିଥିବା ମହାନ ଯୁଗପୁରୁଷ ହେଉଛନ୍ତି ମହାତ୍ମା ଗାନ୍ଧୀ । ଅହିଂସା ଉପାୟରେ ଦେଶରୁ ଇଂରେଜ ସରକାରଙ୍କୁ ତଡ଼ି ସ୍ବାଧୀନତା ଆଣିଥିବା ମହାନ ପୁରୁଷ ହେଉଛନ୍ତି ଜାତିର ଜନକ ମହାତ୍ମା ଗାନ୍ଧୀ । ତାଙ୍କ ନେତୃତ୍ୱରେ ହିଁ ଦେଶ ଇଂରେଜମାନଙ୍କ କବଳରୁ ମୁକ୍ତ ହୋଇପାରିଥିଲା । ସେହିପରି ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀ ଅକ୍ଟୋବର ୨ତାରିଖ ୧୯୦୪ ମସିହାରେ ଜନ୍ମଗ୍ରହଣ କରିଥିଲେ । ଶାସ୍ତ୍ରୀଜୀ ଦେଶର ପ୍ରଧାନମନ୍ତ୍ରୀ ଥିବା ସମୟରେ ପାକିସ୍ତାନ ସହ ଯୁଦ୍ଧଲଢ଼ି ନିଜର ପରାକ୍ରମ ଦେଖାଇପାରିଥିଲା ଭାରତ । ଏହି ଦୁଇ ମହାପୁରୁଷଙ୍କୁ ଜନ୍ମ ଜୟନ୍ତୀରେ ମନେପକାଇ ଶ୍ରଦ୍ଧାଞ୍ଜଳି ଜଣାଉଛି ଭାରତ ।

Tags: lalbahadur sastriMahatma gandhi
ShareTweetShareSend
Sanchar Live

Sanchar Live

Next Post
ପୋଲିସକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ : ଛବି ସୁଧାର

ଆଜିଠୁ ୨ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.