ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୪୯,୧୮୦ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୩୬,୭୫୦ ଟଙ୍କା ଛୁଇଁଛି ।
ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୪୯,୧୮୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ ସୁନାର ମୂଲ୍ୟ ହଜାର ୧,୩୬,୭୫୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ ମୂଲ୍ୟ୧,୪୯,୧୮୦ ଟଙ୍କା ଓ ୨୨ କ୍ୟାରେଟ ମୂଲ୍ୟ ୧,୩୬,୭୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରଟେ୍ ୧,୪୯,୨୩୦ ଟଙ୍କା ଓ ୨୨ କ୍ୟାରେଟ ୧,୩୬,୯୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରଟେ ମୂଲ୍ୟ ୧,୫୦, ୭୭୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୩୮,୨୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୪୯,୧୮୦ ଓ ୨୨ କ୍ୟାରଟ ମୂଲ୍ୟ ୧,୩୬,୭୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୫୫,୦୦୦ ଟଙ୍କା ହୋଇଛି ।

