Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜି ଏହି ୪ ଜିଲ୍ଲାରେ ପ୍ରବଳ ବର୍ଷିବ

Sanchar Live by Sanchar Live
September 3, 2025
in ଓଡିଶା
0
ଆଜି ଏହି ୪ ଜିଲ୍ଲାରେ ପ୍ରବଳ ବର୍ଷିବ
0
SHARES
32
VIEWS
FacebookTwitter

ଉତ୍ତର-ପଶ୍ଚିମ ବଙ୍ଗୋପସ‌ାଗର ଅଞ୍ଚଳରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହୋଇପାରେ । ଏହା ଧୀରେଧୀରେ ପଶ୍ଚିମ-ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଓଡ଼ିଶା ଉପକୂଳ ଅତିକ୍ରମ କରିବ। ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଛି । ବ‌ିଶେଷ କରି ଦେବଗଡ଼, ସମ୍ବଲପୁର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ପ୍ରବଳ ବର୍ଷିଛି । ଆଜି ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ସମ୍ବଲପୁର ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି । ସେଥିପାଇଁ ଏହି ୩ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏଥିସହ ବରଗଡ଼, ସୋନପୁର, ବୌଦ୍ଧ, କୋରାପୁଟ, ବଲାଙ୍ଗୀର ଓ ନୂଆପଡ଼ାରେ ବି ବଜ୍ରପାତ ସହ ପ୍ରବଳ ବର୍ଷିପାରେ । ଏଥିସହ ସମଗ୍ର ଉପକୂଳ ଓ ସଂଲଗ୍ନ ଅଞ୍ଚଳରେ ବର୍ଷାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ରାଜ୍ୟରେ ୬ ତାରିଖ ଯାଏ ଏହିଭଳି ବର୍ଷା ଜାରି ରହିବ ।

Tags: odisharainweatherreport
ShareTweetShareSend
Sanchar Live

Sanchar Live

Next Post
ବେଙ୍ଗାଲୁରୁ ଦଳାଚକଟାକୁ ନେଇ ୩ ମାସ ପରେ ପ୍ରତିକ୍ରିୟା ଦେଲେ ବିରାଟ କୋହଲି

ବେଙ୍ଗାଲୁରୁ ଦଳାଚକଟାକୁ ନେଇ ୩ ମାସ ପରେ ପ୍ରତିକ୍ରିୟା ଦେଲେ ବିରାଟ କୋହଲି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.