Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଜାଣନ୍ତୁ କେମିତି କଟିବ ଆଜି?

Sanchar Live by Sanchar Live
October 22, 2024
in ଜୀବନ ଶୈଳୀ
0
ଜାଣନ୍ତୁ କେମିତି କଟିବ ଆଜି ?
0
SHARES
19
VIEWS
FacebookTwitter

ମେଷ: ନୂଆ ପ୍ରୋଜେକ୍ଟରେ କାମ କରିବାର ମଉକା ପାଇବେ। ଦୀର୍ଘ ଦିନରୁ ଅଟକିଥିବା ସରକାରୀ କାମ ହୋଇଯିବ। ଆପଣଙ୍କ ବ୍ୟବହାରରେ ସକାରାତ୍ମକ ପରିବର୍ତ୍ତନ ଆସିବ। ଜମି ସଂପର୍କିତ କାର୍ଯ୍ୟ ଆଗକୁ ବଢ଼ିବ।

ବୃଷ: କୌଣସି ବନ୍ଧୁ ଆପଣଙ୍କ ସହ ମିଶିବା ପାଇଁ ଆସିବେ। କୌଣସି ରଚନାତ୍ମକ କାର୍ଯ୍ୟରେ ସୁନାମ ଅର୍ଜନ କରିବେ। ପିଲା ଆପଣଙ୍କୁ ଶୁଭ ଖବର ଦେବେ। ସ୍ବାସ୍ଥ୍ୟ ସମ୍ବନ୍ଧରେ ସୁସ୍ଥ ଅନୁଭବ କରିବେ।

ମିଥୁନ: ଆପଣଙ୍କର ମହତ୍ବାକାଂକ୍ଷା ବୃଦ୍ଧି ହେବ। ଆପଣଙ୍କ ସକାରାତ୍ମକ ଚିନ୍ତା କାର୍ଯ୍ୟରେ ସହଯୋଗ କରିବ। ପ୍ରତ୍ୟେକ ବ୍ୟକ୍ତି ଆପଣଙ୍କ କଥାରେ ପ୍ରଭାବିତ ହେବେ। ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବାର ଚେଷ୍ଟା କରନ୍ତୁ।

କର୍କଟ: ଅଧିକ ସମୟ ପରିବାର ଲୋକଙ୍କ ସହିତ ଅତିବାହିତ କରିବେ। କୌଣସି କାମରେ ଅନୁମାନ ଠାରୁ ଅଧିକ ଲାଭ ହେବ। କୌଣସି ଫଇସଲା କରିବାରେ ଟିକେ କଷ୍ଟ ହେବ। ଇଂଜିନିୟରଙ୍କ ଲାଗି ଦିନଟି ଭଲ।

ସିଂହ: ଆପଣଙ୍କ ପାଖରେ ବ୍ୟବସାୟ ବଢ଼ାଇବା ପାଇଁ ଭଲ ମଉକା ଅଛି। ରାଜନୀତି କ୍ଷେତ୍ରରେ ଥିବା ଲୋକଙ୍କୁ ସଫଳତା ମିଳିବ। ବନ୍ଧୁ ସହିତ ମିଶିବା ପାଇଁ ତାଙ୍କ ଘରକୁ ଯିବେ। ଦାମ୍ପତ୍ୟ ଜୀବନ ଭଲ ରହିବ।

କନ୍ୟା: ଧର୍ମକାର୍ଯ୍ୟ ପ୍ରତି ଆସ୍ଥା ଓ ବିଶ୍ବାସ ସହିତ ଆଗକୁ ବଢ଼ିବେ। ସାଙ୍ଗରେ କାମ କରୁଥିବା ଲୋକଙ୍କର ସାହାଯ୍ୟ ପାଇବେ। ନିଜର କାମ ତରବରିଆରେ କରନ୍ତୁ ନାହିଁ। କମ୍ ପରିଶ୍ରମରେ ଅଧିକ ଫଳ ପାଇବେ।

ତୁଳା: ଘର ଲୋକଙ୍କ ସହିତ ମନ୍ଦିରକୁ ଠାକୁର ଦର୍ଶନ ପାଇଁ ଯିବେ। କାମ କରିବା ସମୟରେ ମନ ଶାନ୍ତ ରଖନ୍ତୁ। ଟଙ୍କପଇସା ସମ୍ବନ୍ଧୀୟ ଫଇସଲା ଭାବିଚିନ୍ତି ନିଅନ୍ତୁ। ପରିଶ୍ରମର ବଢ଼ିଆ ପରିଣାମ ପାଇବେ।

ବିଛା: କାମ ସଂପୂର୍ଣ୍ଣ କରିବା ଲାଗି ଅଧିକ ପରିଶ୍ରମ କରିବାକୁ ହେବ। ପ୍ରତିଯୋଗି ପରୀକ୍ଷା ସମ୍ବନ୍ଧୀୟ ଭଲ ଖବର ପାଇବେ। କୌଣସି ବିଶେଷ ବ୍ୟକ୍ତିଙ୍କ ଦ୍ବାରା ଲାଭ ପାଇବେ। ପାରିବାରିକ ଜୀବନ ଆନନ୍ଦମୟ ହେବ।

ଧନୁ: ବ୍ୟବସାୟ‌ରେ ଆଶାଠୁ ଅଧିକ ଲାଭ ହେବ। ଆପଣଙ୍କୁ ପାରିବାରିକ ଝଞଟରୁ ମୁକ୍ତି ମିଳିଯିବ। କାହାରି ଦେଇଥିବା ଅର୍ଥ ପାଇଯିବେ। ଶିକ୍ଷକଙ୍କର ଏକାଗ୍ରତା ଓ ପରିଶ୍ରମକୁ ନେଇ ସମ୍ମାନିତ କରାଯିବ।

ମକର: ନିଜର ବ୍ୟବହାର ସ୍ବଚ୍ଛତା କରିବା ପାଇଁ ଚେଷ୍ଟା କରିବେ। ହିସାବ କିତାବ କାମ କରୁଥିବା ଲୋକଙ୍କ ଲାଗି ଦିନଟି ବ୍ୟସ୍ତତା ଭରା ରହିବ। ପ୍ରିୟଜନଙ୍କ ଠାରୁ ମନ ପସନ୍ଦର ଉପହାର ପାଇବେ।

କୁମ୍ଭ: ନିଜ ଯୋଜନାରେ ଲୋକମାନଙ୍କୁ ସହମତ କରାଇନେବେ। ପରିବାରକୁ ଧ୍ୟାନ ରଖି ଖର୍ଚ୍ଚ କରନ୍ତୁ। ଅଫିସରେ ଉପରିସ୍ଥ କର୍ମଚାରୀ ଆପଣଙ୍କ କାମ ଦେଖି ଖୁସି ହେବେ। ଇଂଜିନିୟର ଛାତ୍ରଙ୍କ ଲାଗି ଦିନଟି ଭଲ।

ମୀନ: ବୁଲାବୁଲିରେ ଅଧିକ ସମୟ ବିତାଇବେ। ଅଫିସରେ କୌଣସି କାମକୁ ସହଜରେ କରିବେ। ଯଦି ଆପଣ ଚାକିରି ବଦଳାଇବାକୁ ଚାହୁଁଛନ୍ତି ତେବେ ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ। ବ୍ୟବସାୟରେ ଲାଭ ପାଇବେ।

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
ଢେଙ୍କାନାଳର ଲକ୍ଷ୍ମୀପୂଜା ଓଡିଶାର ସାଂସ୍କୃତିକ ଐତିହ୍ୟର ନିଦର୍ଶନ: ମୁଖ୍ୟମନ୍ତ୍ରୀ

ଢେଙ୍କାନାଳର ଲକ୍ଷ୍ମୀପୂଜା ଓଡିଶାର ସାଂସ୍କୃତିକ ଐତିହ୍ୟର ନିଦର୍ଶନ: ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର ନିମନ୍ତେ ମନୋନୀତ ହୋଇଥିବା ଆସୋସିଏଟ୍ ପ୍ରଫେସରଙ୍କୁ ସମ୍ବର୍ଦ୍ଧିତ କଲେ ସୋଆ ପ୍ରତିଷ୍ଠାତା ସଭାପତି
  • ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ଖେଳୁଥିବା ସମୟରେ ପୋଖରୀରେ ପଡି ଦୁଇ ଭଉଣୀଙ୍କ ମୃତ୍ୟୁ
  • ଘରେ ପଶି ମାରଣାସ୍ତ୍ର ଦେଖାଇ ମହିଳାଙ୍କୁ ଦୁଷ୍କର୍ମ
  • ସୁନା-ରୂପା କିଣିବା ପାଇଁ ଚାହୁଁଛନ୍ତି କି ? ଜାଣନ୍ତୁ ସହରରେ କଣ ରହିଛି ଦାମ..

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.