Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଜାଣନ୍ତୁ କେମିତି କଟିବ ଆଜି ?

Sanchar Live by Sanchar Live
September 4, 2024
in ଜୀବନ ଶୈଳୀ
0
ଜାଣନ୍ତୁ ଆଜିର ରାଶିଫଳ
0
SHARES
19
VIEWS
FacebookTwitter

ମେଷ**ଆଜି ପରିବହନ ତଥା ବାଣିଜ୍ୟ, ବ୍ୟବସାୟରୁ ସନ୍ତୋଷଜନକ ସୁଫଳ ପାଇବେ । କଳା, ସାହିତ୍ୟ, କ୍ରୀଡ଼ା ତଥା ଚଳଚ୍ଚିତ୍ର ପ୍ରଭୃତି କ୍ଷେତ୍ରରେ ଉନ୍ନତି ହେବ ।ପୂରାତନ ସମସ୍ୟାର ଅନ୍ତ ଘଟିବ। ନିଜଋଣ ପରିଶୋଧକରି ଆମତ୍ତୃପ୍ତି ଲାଭ କରିପାରନ୍ତି।*

ବୃଷ*ଆଜି କର୍ମକ୍ଷେତ୍ରରେ ସହକର୍ମୀମାନଙ୍କୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ।

ସମ୍ପତ୍ତିକୁ କେନ୍ଦ୍ରକରି ବିବାଦ ଦେଖାଦେଇ ପାରେ ପ୍ରତିଯୋଗିତାରେ ସଫଳତା ପାଇବେ । କୌଣସି ଜିନିଷ କିମ୍ବା ଜମିଜମା କିଣିବା ସକାଶେ ଖର୍ଚ୍ଚାନ୍ତ ହେବାକୁ ପଡ଼ିପାରେ।*

ମିଥୁନ*ଆଜି ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ ଏବଂ ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହୋଇପାରେ । ପ୍ରତ୍ୟେକ କ୍ଷେତ୍ରରେ ବିଳମ୍ବଜନିତ କାରଣରୁ ମନସ୍ତାପ କରିବେ । ଅବଶ୍ୟ ଆର୍ଥିକ ଦିଗରୁ ଉପକୃତ ମଧ୍ୟ ହେବେ ,ଏପରିକି ବକେୟା ମଧ୍ୟ ପାଇପାରନ୍ତି।

*କର୍କଟ* ଆଜି ହଠାତ୍ କାୈଣସି ଶୁଭଖବର ପାଇ ବିସ୍ମୟ ପ୍ରକାଶ କରିବେ । ବିଶେଷ ଭ୍ରମଣ ଯୋଗୁ କ୍ଳାନ୍ତି ଅନୁଭବ କରିବେ।ବନ୍ଧୁମାନଙ୍କ ଆଦର କାର୍ଯ୍ୟରେ ସଫଳତା ପୃଷ୍ଠଭୂମି ହୋଇପାରେ। ସ୍ବାସ୍ଥ୍ୟ ପ୍ରାୟତଃ ଭଲ ରହିବା ସାଙ୍ଗକୁ କଳ୍ପନା ବିଳାସୀ ହୋଇପାରନ୍ତି।*

ସିଂହ*ଆଜି ଆପଣ କର୍ମକ୍ଷେତ୍ରରେ ଧୀରପାଣି ପଥର କାଟେ ନୀତିରେ କାମକରି ଅଭିଳଷିତ ଜିନିଷ ହାସଲ କରିବେ। ସାମାଜିକ ସ୍ତରରେ ମଧ୍ୟ ସମ୍ମାନ ଲାଭ ହେବ। ମନ ଭୁଲାଣିଆ ପଦେ ମଧୁର କଥାରେ ବିମୋହିତ ହୋଇ ଅନ୍ୟମାନଙ୍କ ଦ୍ୱାରା ସହଜରେ ପ୍ରଭାବିତ ହୋଇପାରନ୍ତି।*

କନ୍ୟା*ଆଜି ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟ ମାନଙ୍କ ମତକୁ ଅଗ୍ରାଧିକାର ଦେଇ କାମ କଲେ ଅପେକ୍ଷାକୃତ ସଫଳତା ପାଇବେ। ଆର୍ଥିକ ସମସ୍ୟା ଯୋଗୁ ବ୍ୟସ୍ତ ରହିବାକୁ ପଡ଼ିପାରେ।ଦୁଃଖକୁ ମନରେ ରଖି ମୁହଁରେ ହସ ଫୁଟାଇ କର୍ମକ୍ଷେତ୍ରରେ ଅବତୀର୍ଣ୍ଣ ହେବେ।*

ତୁଳା**ଆଜି ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ଭୁଲ୍‌ ମାର୍ଗର ଅନୁସରଣ କଲେ ଅସୁବିଧାର ସମ୍ମୁଖୀନ ହେବାର ସମ୍ଭାବନା ରହିଛି । କର୍ମକ୍ଷେତ୍ରରେ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।ବିବାଦୀୟ ଘଟଣାର ସମାଧାନରୁ ଆଶ୍ୱସ୍ତି ଲାଭ କରିବେ।*

ବିଛା*ଆଜି ଯାତ୍ରା ସମୟରେ ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‌ କରିପାରନ୍ତି। ଜମିଜମା ସମ୍ବନ୍ଧୀୟ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ । ନୈରାଶ୍ୟ ଜନକ ସ୍ଥିତିରୁ ମାନସିକ କଷ୍ଟ ଅନୁଭବ କରିବେ। ବନ୍ଧୁ ମାନଙ୍କ ଅସଂଯତ କାର୍ଯ୍ୟକଳାପ ଆପଣଙ୍କ ପାଇଁ ସମସ୍ୟାକୁ ବଢ଼ାଇଦେବ।*

ଧନୁ**ଆଜି ଅତୀତ ସ୍ମୃ ତି ରୋମନ୍ଥନ କରି ମାନସିକ ଅବସାଦ ବୃଦ୍ଧି ପାଇବା ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ସ୍ବାସ୍ଥ୍ୟ ସମସ୍ୟା ମଧ୍ୟ ମାନସିକ ଅସୁସ୍ଥତାର ଅନ୍ୟ ଏକ କାରଣ ହୋଇପାରେ। ଆପଣଙ୍କ କାର୍ଯ୍ୟ ଓ ଚିନ୍ତାଧାରା ନିଜ ଲୋକମାନଙ୍କ ମନରେ ଭିନ୍ନ ଭାବ ପୋଷଣ କରିପାରେ।*

ମକର**ଆଜି ପରିବାରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବା ଆଶଙ୍କା ରହିଛି । ଭ୍ରମଣ ସୁଯୋଗ ଲାଭ ହେବ। ଇଚ୍ଛାବିରୋଧୀ ପରିସ୍ଥିତିର ସମ୍ମୁଖୀନ ହୋଇ ଆପଣଙ୍କ କଠୋର ବାକ୍ୟ ନିଜ ଲୋକମାନଙ୍କୁ ଆଘାତ ଦେଇପାରେ ।ଯାତ୍ରା ସମୟରେ ସତର୍କତା ଅବଲମ୍ବନ କରନ୍ତୁ।*

କୁମ୍ଭ**ଆଜି ନୀଚବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇ ପାରନ୍ତି।ନିକଟସମ୍ପର୍କୀୟ ମାନଙ୍କ ଦ୍ୱାରା ସାହାଯ୍ୟ ଲାଭକରି ପ୍ରତ୍ୟେକ କାମକୁ ନିର୍ବିଘ୍ନରେ ସମାପନ କରିପାରିବେ । ପରିବାରର ଆବଶ୍ୟକତା ପୂରଣ କରିବା ସକାଶେ ଧାର ଉଧାର କରିବାକୁ ପଡ଼ିପାରେ।*

ମୀନ**ଆଜି ଭଲ ସମ୍ପର୍କ ନ ଥିବା ସମ୍ପର୍କୀୟମାନେ ଈର୍ଷାପରାୟଣ ହୋଇ ପ୍ରତିକୂଳ ମନ୍ତବ୍ୟ ପ୍ରଦାନ କରିବେ।ସ୍ବାସ୍ଥ୍ୟର କ୍ରମୋନ୍ନତି ସାଙ୍ଗକୁ ଇଚ୍ଛା ମୁତାବକ ମୂଲ୍ୟବାନ ଜିନିଷ ପ୍ରାପ୍ତ ହୋଇ ସାମୟିକ ଆନନ୍ଦ ଅନୁଭବ କରିପାରନ୍ତି। ଆପଣ ଭୋଗବିଳାସ ପ୍ରତି ଆକୃଷ୍ଟ ହେବେ*

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
ଜମ୍ମୁ ଓ କାଶ୍ମୀରରେ ଆଜି ନିର୍ବାଚନ ପ୍ରଚାର କରିବେ ରାହୁଲ ଗାନ୍ଧୀ

ଜମ୍ମୁ ଓ କାଶ୍ମୀରରେ ଆଜି ନିର୍ବାଚନ ପ୍ରଚାର କରିବେ ରାହୁଲ ଗାନ୍ଧୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.