Wednesday, May 13, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ନଜର ପକାନ୍ତୁ ଆଜିର ରାଶିଫଳ ଉପରେ

Sanchar Live by Sanchar Live
September 20, 2024
in ଜୀବନ ଶୈଳୀ
0
ଜାଣନ୍ତୁ କେମିତି କଟିବ ଆଜି, ଏହି ରାଶିମାନେ..
0
SHARES
40
VIEWS
FacebookTwitter

ମେଷ: କର୍ମଚଞ୍ଚଳ ରହିବେ। ମନ ଖୁସି ରହିବ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେଇପାରେ। ପ୍ରେମିକ ପ୍ରେମିକାଙ୍କ ଲାଗି ଦିନଟି ଉତ୍ତମ। ବ୍ୟବସାୟରୁ ଲାଭ ମିଳିବ। ଛାତ୍ରଛାତ୍ରୀ ଖେଳକୁଦରେ ସମୟ ଅତିବାହିତ କରିବେ।

ବୃଷ: କଳା, ମନୋରଞ୍ଜନ ପ୍ରତି ଆଗ୍ରହ ବଢ଼ିବ। ପରିବାର ସହ କୌଣସି ଦୂର ସ୍ଥାନକୁ ଯାତ୍ରା କରିବେ। ପ୍ରେମ ମାମଲାରେ କିଛି ନୂଆ ନିଷ୍ପତ୍ତି ନେବେ। ପ୍ରିୟଜନଙ୍କଠାରୁ ଉପହାର ପାଇବେ।

ମିଥୁନ: ବ୍ୟବସାୟ ଓ ଧାର୍ମିକ କାର୍ଯ୍ୟ ପାଇଁ ଅନୁକୂଳ ସମୟ। ବ୍ୟାୟାମ, ଯୋଗ, ଉଚ୍ଚଶିକ୍ଷା, ଧ୍ୟାନ ଆଦି ପ୍ରତି ରୁଚି ବଢ଼ିବ। ଜମି ବିବାଦ ମାମଲା ସମାଧାନ ହେବ। ସାମାଜିକ କାର୍ଯ୍ୟରେ ସାମିଲ ହେବେ।

କର୍କଟ: କାର୍ଯ୍ୟ ସ୍ଥିତିରେ ସୁଧାର ଆସିଲେ ମଧ୍ୟ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଦାମ୍ପତ୍ୟ ଜୀବନ ଚିନ୍ତାଜନକ ହେବ। କୌଣସି ସ୍ଥାନକୁ ବୁଲିବାକୁ ଯାଆନ୍ତୁ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ।

ସିଂହ: ଦାମ୍ପତ୍ୟ ଜୀବନ ସୁଖମୟ ହେବ। କିଛି କ୍ଷେତ୍ରରେ ଅସଫଳ ରହିବେ। କାଳୀ ମା’ଙ୍କ ପୂଜା କରନ୍ତୁ। ନୂଆ ଯୋଜନା ପାଇଁ ଉପଯୁକ୍ତ ସମୟ। ଯୋଗ, ଏକ୍ସରସାଇଜ୍ ପ୍ରତି ଆଗ୍ରହ ପ୍ରକାଶ କରିବେ।

କନ୍ୟା: ସ୍ବାସ୍ଥ୍ୟକୁ ନେଇ ଚିନ୍ତାରେ ରହିବେ। ବିରୋଧୀଙ୍କଠାରୁ ଦୂରେଇ ରହିବେ। ପ୍ରେମିକ ପ୍ରେମିକାଙ୍କ ମଧ୍ୟରେ ଥିବା ଭୁଲ ବୁଝାମଣା ଦୂର ହେବ। ଛାତ୍ରଛାତ୍ରୀ ପ୍ରବେଶିକା ପରୀକ୍ଷାରେ ସଫଳ ହେବେ।

ତୁଳା: ବ୍ୟବସାୟରୁ ଲାଭ ମିଳିବ। ପରିବାର ସଦସ୍ୟଙ୍କ ସହ ମତାନ୍ତର ଦୂର ହେବ। ଚାକିରିରେ ପଦୋନ୍ନତି ସମ୍ଭାବନା ଅଛି। ସନ୍ତାନଙ୍କ ସହଯୋଗ ପ୍ରାପ୍ତ ହେବ। ଧାର୍ମିକ ଯାତ୍ରା କରିପାରନ୍ତି।

ବିଛା: ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖା ଦେବ। କୋର୍ଟକଚେରୀ ମାମଲା ବିଜୟ ଲାଭ କରିବେ। ପ୍ରତିଯୋଗୀ ପରୀକ୍ଷାରେ କୃତକାର୍ଯ୍ୟ ହେବେ। ସନ୍ତାନଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଆସିବ।

ଧନୁ: ପିଲାଙ୍କ ଶିକ୍ଷା ଓ ସ୍ବାସ୍ଥ୍ୟ ଉପରେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ଭଲ କାର୍ଯ୍ୟ ଯୋଗୁଁ ସମାଜରେ ପ୍ରତିଷ୍ଠା ବଢ଼ିବ। ମନୋରଞ୍ଜନ କାର୍ଯ୍ୟରେ ନିଜକୁ ସାମିଲ କରିବେ।

ମକର: ଦିନଟିରେ କର୍ମଚଞ୍ଚଳ ରହିବେ। ଧନ ବୃଦ୍ଧି ସହ ଅର୍ଥ ସଞ୍ଚୟ କରିବେ। ବ୍ୟବହାରରେ ପରିବର୍ତ୍ତନ ଆଣିବାକୁ ଚେଷ୍ଟା କରିବେ। ଦାମ୍ପତ୍ୟ ଜୀବନ ହସଖୁସିରେ କଟିବ। ନିବେଶ ପାଇଁ ଅନୁକୂଳ ସମୟ।

କୁମ୍ଭ: ବ୍ୟବସାୟକୁ ମଜଭୁତ କରିବା ପାଇଁ ଅଧିକ ପ୍ରୟାସ କରିବାକୁ ହେବ। ସ୍ବାସ୍ଥ୍ୟ ଭଲ ରହିବ। ଛାତ୍ରଛାତ୍ର ଦିନଚର୍ଯ୍ୟାରେ ପରିବର୍ତ୍ତନ ଆଣିବେ। ଅଫିସ୍‌ କାମରେ ବିଦେଶ ଯାତ୍ରା ଯୋଗ ରହିବ।

ମୀନ: କାର୍ଯ୍ୟ ଆରମ୍ଭ ପାଇଁ ଅନୁକୂଳ ସମୟ। ମାନସିକ ସ୍ବାସ୍ଥ୍ୟରେ ସୁଧାର ଆସିବ। ପରୀକ୍ଷାର୍ଥୀ ପରୀକ୍ଷାରେ ଭଲ ପ୍ରଦର୍ଶନ କରିବେ। ଅଫିସ୍‌ରେ ନୂଆ କାମ ଆରମ୍ଭ କରିବେ। ବିବାହ ପ୍ରସ୍ତାବ ଆସିବ।

Tags: Haroscoperashifala
ShareTweetShareSend
Sanchar Live

Sanchar Live

Next Post
ଆଜିଠୁ ଆରମ୍ଭ ଲିଜେଣ୍ଡସ ଲିଗ

ଆଜିଠୁ ଆରମ୍ଭ ଲିଜେଣ୍ଡସ ଲିଗ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସହିଦ ନଗର ସବର ସାହିରେ ଛୁରା ମାଡ଼
  • ଟେବୁଲ ଟପ୍ପର ହେବାକୁ RCB ର ଲକ୍ଷ୍ୟ, ଆଗରେ କୋଲକାତା
  • ମହଙ୍ଗା ହେଲା ସୁନା ଓ ରୁପା
  • ଆଜି ଏହି ରାଶିକୁ ମିଳିବ ଶୁଭଫଳ
  • ପାକିସ୍ତାନରେ ଫୁଟିଲା ବୋମା, ଚାଲିଗଲା ୯ ଜୀବନ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.