Tuesday, September 30, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଜାଣନ୍ତୁ କେମିତି କଟିବ ଆଜି?

Sanchar Live by Sanchar Live
October 28, 2024
in ଜୀବନ ଶୈଳୀ
0
ଆଜି ଚମକିବ ଏହିସବୁ ରାଶିଙ୍କ ଭାଗ୍ୟ
0
SHARES
37
VIEWS
FacebookTwitter

ମେଷ : ଅତୀତରେ ଯିଏ ଶତ୍ରୁତା କରୁଥିଲା ସେ ମଧ୍ୟ ଆପଣା ଆଡୁ ସାହାଯ୍ୟ ସହଯୋଗର ହାତ ବଢ଼ାଇବ । କର୍ମକ୍ଷେତ୍ରରେ ସମସ୍ୟାଗୁଡ଼ିକ ଆପଣାଛାଏଁ ସୁଧୁରି ଯିବ କିନ୍ତୁ ଶାରୀରିକ ସୁସ୍ଥତା ନ ଥିବାରୁ ଉପଭୋଗ୍ୟ ହେବନାହିଁ । ଅନ୍ୟମାନଙ୍କ ମନକୁ ମନେଇ କିମ୍ବା ପିଠି ଥାପୁଡ଼େଇ କାମ ହାସଲ କରିବେ । କଳା, ସାହିତ୍ୟ ପ୍ରତି ଅନୁରାଗ ବଢ଼ିବ ଓ ପ୍ରଶଂସିତ ମଧ୍ୟ ହେବେ ।

ବୃଷ : ପ୍ରତି କାମ ସ୍ଥିର ଭାବରେ କଲେ ପରିସ୍ଥିତିର ମୁକାବିଲା କରିବାରେ ସମର୍ଥ ହେବେ । ଶିଳ୍ପ, ବାଣିଜ୍ୟ, ଶେୟାର ବଜାର କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ । ପରିବାରରେ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖାଦେବ । ପଡ଼ୋଶୀଙ୍କ ସହ ସମ୍ପର୍କ ବୃଦ୍ଧି ପାଇବାରୁ ସମ୍ଭାବ୍ୟ ସହଯୋଗ ପାଇପାରିବେ ।

ମିଥୁନ : ଆଜି ମାନସିକ ଅସ୍ଥିରତା ଲାଗିରହିବ । କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ହାତକୁ ନେବାକୁ ପଡ଼ିପାରେ । ଆର୍ଥିକ ସ୍ଥିତି ଭଲ ନ ଥିଲେ ମଧ୍ୟ ଯାହା କରିବା କଥା ଧାର କରି ଚଳାଇନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସମସ୍ୟା ଦେଖାଦେବ । ପିଲାଙ୍କ କଥା ନେଇ ମାନସିକ ସ୍ଥିତି ଭଲ ରହିବ ।

କର୍କଟ : ସତର୍କ ନ ରହିଲେ ଅର୍ଥହାନି ସହ ଶରୀର ପୀଡ଼ା ଭୋଗିବେ । ମାଙ୍ଗଳିକ କାର୍ଯ୍ୟ ସକାଶେ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି । ବନ୍ଧୁଙ୍କ ସାହାଯ୍ୟରେ ଆଜି ଋଣ ସୂତ୍ରରେ ଅର୍ଥଲାଭ କରିବେ । ଅଫିସ୍‌ କାମରେ ସହକର୍ମୀ ରାଗି କଡ଼ା ଭାଷାରେ ଦି’ପଦ ଶୁଣାଇ ଦେଇ ପାରନ୍ତି କିନ୍ତୁ କାମଟି ଶେଷରେ କରିଦେଇପାରନ୍ତି ।

ସିଂହ : ସତର୍କତା ଅଭାବରୁ ଆଜି ସରଳ ବିଶ୍ୱାସ କରି ଠକିଯାଇ ପାରନ୍ତି । ନିଜ ପରିସରର ଲୋକମାନେ ଅପଯଶ ଗାଇ ବୁଲିବେ । କେତେକ କ୍ଷେତ୍ରରେ ଶୀଘ୍ର ନିଷ୍ପତ୍ତି ନେବାକୁ ବାଧ୍ୟ ହୋଇ ଦ୍ୱନ୍ଦ୍ୱରେ ପଡି ପାରନ୍ତି । ପରିଜନ ସହ ଭ୍ରମଣ ଓ କାର୍ଯ୍ୟସିଦ୍ଧି ଯୋଗୁ ମନ ଏକପ୍ରକାର ଖୁସି ରହିବ ।

କନ୍ୟା : ଆପଣଙ୍କ ସକାଶେ ଘର ଲୋକଙ୍କ ବ୍ୟସ୍ତତାକୁ ଲକ୍ଷ୍ୟ କରି ମନ ଅଶାନ୍ତ ରହିବ । କର୍ମକ୍ଷେତ୍ରରେ କୌଣସି ବନ୍ଧୁଙ୍କ ପ୍ରତି ଅତିରିକ୍ତ ଆନ୍ତରିକତା ନିଜ ଆଡକୁ ଅଙ୍ଗୁଳି ଦେଖାଇପାରେ । ଆର୍ଥିକ ଅଭାବ ଇଚ୍ଛା ପୂରଣରେ ବାଧକ ହେବ । ରାଜନୀତି, ନିର୍ମାଣ, କଳା, ସାହିତ୍ୟ କ୍ଷେତ୍ରରେ ସୁନାମକୁ ନିକଟସ୍ଥ ବ୍ୟକ୍ତି ସହି ପାରିବେ ନାହିଁ ।

ତୁଳା : ପ୍ରତ୍ୟେକ କ୍ଷେତ୍ରରେ ସତର୍କରେ ନ ଚଳିଲେ କିଛି କାମକୁ ନେଇ ହତାଶ ହେବେ । ଭାବୁଥିବା କାମଟି ଶେଷ କରିିବା କ୍ଷେତ୍ରରେ ବିଭିନ୍ନ ସମସ୍ୟାର ସାମ୍ନା କରିବେ । ଆଜି ପରିବହନରେ ପ୍ରତିବନ୍ଧକ ଦେଖାଦେବ । ଯାହା ବିଷୟରେ ଆଲୋଚନା କରୁଥିବେ ତାକୁ ହଠାତ୍‌ ଅତି ନିକଟରେ ଦେଖି ହଡବଡେଇ ଯାଇପାରନ୍ତି ।

ବିଛା : ଆପଣଙ୍କ ପରୋକ୍ଷରେ ଅନ୍ୟମାନେ ବିଭିନ୍ନ ପ୍ରକାର ସମାଲୋଚନା କରିପାରନ୍ତି । କେତେକ ପରିସ୍ଥିତିରେ ଆପଣଙ୍କ ମନ କଥା ଅପ୍ରକାଶ୍ୟ ରହିଯିବ । ନିଜର ବ୍ୟବହାର୍ଯ୍ୟ ଜିନିଷ ପରକୁ ଦେଇ ଅପଦସ୍ଥ ହୋଇପାରନ୍ତି । କିଛି ଘରୋଇ କଥାକୁ କେନ୍ଦ୍ରକରି ପରିବାରରେ ବିତର୍କର ସମ୍ମୁଖୀନ ହୋଇପାରନ୍ତି ।

ଧନୁ : ଅଜଣା ଲୋକଙ୍କ ସଂସ୍ପର୍ଶରେ ଆସି ଆଜି ଏତେ ବ୍ୟସ୍ତ ରହିବେ ଯେ, ଖାଇବାକୁ ସମୟ ପାଇବେ ନାହିଁ । କର୍ମକ୍ଷେତ୍ରରେ ଫାଇଲ୍‌ କାମ, ଯାନ୍ତ୍ରିକ ତ୍ରୁଟି, ମିଟିଙ୍ଗ୍‌ ପ୍ରଭୃତିରେ ଜଞ୍ଜାଳ ବୃଦ୍ଧି ପାଇବ । ପରିବାର ପ୍ରତି ଉଦାସୀନତା ପରିଲକ୍ଷିତ ହେବ । ପ୍ରତିବନ୍ଧକଜନିତ ବ୍ୟବସାୟ , ପରିବହନ, ମାନସିକ ସ୍ଥିତି ବାଧାପ୍ରାପ୍ତ ହୋଇପାରେ ।

ମକର : ଆଜି ନିଜ କାର୍ଯ୍ୟ ପଛକୁ ପକାଇ ବନ୍ଧୁଙ୍କ କାମକୁ ଅଗ୍ରାଧିକାର ଦେଇପାରନ୍ତି । ଆଜିର ଯାତ୍ରାରେ ସଫଳତା ପାଇବେ, କିନ୍ତୁ ସମସ୍ୟା ଭିତର ଦେଇ ଯିବାକୁ ହେବ । ନୂତନ ଦାୟିତ୍ୱ ହାତକୁ ନେବେ । ଯେତେ ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରିପାରନ୍ତି ।

କୁମ୍ଭ : ଭଲ ସମ୍ପର୍କ ନ ଥିବା ବନ୍ଧୁଙ୍କ ବିରୋଧଜନିତ କାର୍ଯ୍ୟହାନି ଘଟିବ । ବାଣିଜ୍ୟ, ଯାତ୍ରା, ପ୍ରତିଦ୍ୱନ୍ଦ୍ୱିତା ପ୍ରଭୃତି କ୍ଷେତ୍ରରେ ଖର୍ଚ୍ଚାନ୍ତ କରାଇ କାମ ହାସଲରେ ସହାୟକ ହେବ । ଆଗାମୀ ଦିନ ସକାଶେ କେତେକ ନୂତନ କାମର ପରିକଳ୍ପନା କରିବେ । ଘରକୁ ବହୁତ ଦିନରୁ ଇଚ୍ଛା କରି ମଧ୍ୟ ଆଣି ପାରି ନଥିବା ଜିନିଷଟି ଆଜି ଆଣିପାରନ୍ତି ।

ମୀନ : ଅତୀତରେ ଯିଏ ଶତ୍ରୁତା କରୁଥିଲା ସେ ମଧ୍ୟ ଆପଣା ଆଡୁ ସାହାଯ୍ୟ ସହଯୋଗର ହାତ ବଢ଼ାଇବ । କର୍ମକ୍ଷେତ୍ରରେ ସମସ୍ୟାଗୁଡ଼ିକ ଆପଣାଛାଏଁ ସୁଧୁରି ଯିବ କିନ୍ତୁ ଶାରୀରିକ ସୁସ୍ଥତା ନ ଥିବାରୁ ଉପଭୋଗ୍ୟ ହେବନାହିଁ । ଅନ୍ୟମାନଙ୍କ ମନକୁ ମନେଇ କିମ୍ବା ପିଠି ଥାପୁଡ଼େଇ କାମ ହାସଲ କରିବେ । କଳା, ସାହିତ୍ୟ ପ୍ରତି ଅନୁରାଗ ବଢ଼ିବ ଓ ପ୍ରଶଂସିତ ମଧ୍ୟ ହେବେ ।

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
ସାଇବାବା ଦଶହରା ଦିନ ସମାଧି କଣ ପାଇଁ ନେଲେ ?

ସାଇବାବା ଦଶହରା ଦିନ ସମାଧି କଣ ପାଇଁ ନେଲେ ?

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଭୁବନେଶ୍ୱର ନାଲକୋ ଅଫିସରେ ସିବିଆଇ ରେଡ
  • ଜେରା ସମୟରେ ସତ ମାନୁନାହାନ୍ତି ବାବା ସ୍ବାମୀ ଚୈତନ୍ୟାନନ୍ଦ ସରସ୍ବତୀ
  • ପୋଲିସ ଏସଆଇ ଚାକିରିରେ ଜାଲିଆତି ଅଭିଯୋଗ
  • ଆଜି ଆସିପାରେ ବିହାରର ଚୂଡ଼ାନ୍ତ ଭୋଟର ତାଲିକା
  • ଆଜିଠୁ ଆରମ୍ଭ ହେଉଛି ମହିଳା ଦିନିକିଆ ବିଶ୍ବକପ୍

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.