Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home କ୍ରୀଡ଼ା

ଆଜି ଭାରତ-ଇଂଲଣ୍ଡ ଅନ୍ତିମ ଟି-୨୦

Sanchar Live by Sanchar Live
February 2, 2025
in କ୍ରୀଡ଼ା
0
ଆଜି ଭାରତ-ଇଂଲଣ୍ଡ ଅନ୍ତିମ ଟି-୨୦
0
SHARES
9
VIEWS
FacebookTwitter

ସଂଚାର ବ୍ୟୁରୋ: ଆଜି ଭାରତ-ଇଂଲଣ୍ଡ ମଧ୍ଯରେ ପଞ୍ଚମ ତଥା ଶେଷ ଟି-ଟ୍ବେଣ୍ଟି ମୁକାବିଲା । ମୁମ୍ବାଇର ୱାଙ୍ଖଡେ ଷ୍ଟାଡିୟମରେ ମୁହାଁମୁହିଁ ହେବେ ଉଭୟ ଟିମ୍ । ସଂଧ୍ଯା ୭ଟାରେ ଖେଳାଯିବ ମ୍ଯାଚ । ୩ଟି ମ୍ଯାଚ ଜିତି ଭାରତ ସିରିଜ୍ ହାତେଇ ସାରିଥିବାବେଳେ ଏହି ପଞ୍ଚମ ମ୍ଯାଚକୁ ଜିତି ନିଜର ମନୋବଳ ଦୃଢ କରିବାକୁ ଚେଷ୍ଟା କରିବ ଟିମ୍ ଇଣ୍ଡିଆ । ୫ ଟିକିଆ ସିରିଜରେ ୩-୧ରେ ଅଗ୍ରଣୀ ରହିଛି ମ୍ଯାନ ଇନ୍ ବ୍ଲୁ । ସୂର୍ଯ୍ଯକୁମାର ଯାଦବଙ୍କ ନେତୃତ୍ବରେ ଟିମ ଏହି ସିଜନରେ ଭଲ ପ୍ରଦର୍ଶନ କରିଛି । ସେପଟେ ଏହି ମ୍ଯାଚ ଜିତି ଆଗାମୀ ସିରିଜ ପାଇଁ ନିଜର ବ୍ଯାଟିଂକୁ ସୁଦୃଢ କରିବାକୁ ଚେଷ୍ଟା କରିବ ଭ୍ରମଣକାରୀ ଦଳ । ତେଣୁ ୱାଙ୍ଖଡେରେ ଆଜି ମ୍ଯାଚ ରୋମାଞ୍ଚକ ହେବା ଆଶା କରିଛନ୍ତି କ୍ରିକେଟପ୍ରେମୀ । ଏହାପରେ ଫେବୃଆରୀ ୬ ତାରିଖରୁ ଆରମ୍ଭ ହେବ ଏକଦୀବସୀୟ ସିରିଜ । ୩ ଟିକିଆ ସିରିଜର ଦ୍ବିତୀୟ ମ୍ଯାଚ ଫେବୃଆରୀ ୯ ତାରିଖରେ କଟକ ବାରବାଟୀରେ ଖେଳାଯିବ ।….

Tags: englandindia
ShareTweetShareSend
Sanchar Live

Sanchar Live

Next Post
ଫେବୃୟାରୀରେ ହେବ ସାଙ୍ଘାତିକ ଖରା

ଫେବୃୟାରୀରେ ହେବ ସାଙ୍ଘାତିକ ଖରା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ
  • ଆଜି ଦଶମୀ ତିଥିରେ ଚକାବିଜେ କରିବେ ଶ୍ରୀଜୀଉ
  • ଆଜି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିନ
  • ଚିକିତ୍ସା ପାଇଁ ମୁମ୍ବାଇ ଗଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
  • ଆଜି ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.