Sunday, September 13, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜି ପବିତ୍ର ଜନ୍ମଷ୍ଟମୀ

Sanchar Live by Sanchar Live
August 26, 2024
in ଓଡିଶା
0
ଆଜି ପବିତ୍ର ଜନ୍ମଷ୍ଟମୀ
0
SHARES
7
VIEWS
FacebookTwitter

ସଂଚାର ବ୍ୟୁରୋ: ଆଜି ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ ବା ଜନ୍ମାଷ୍ଟମୀ । ଶ୍ରୀକୃଷ୍ଣଙ୍କ ଜନ୍ମସ୍ଥାନ ମଥୁରାନଗରୀ ଠାରୁ ଆରମ୍ଭ କରି ଜଗନ୍ନାଥ ଧାମ ପୁରୀ ପର୍ଯ୍ୟନ୍ତ ସବୁଠି ଉତ୍ସାହ ଓ ଭକ୍ତିମୟ ପରିବେଶ । କିମ୍ବଦନ୍ତୀ ଅନୁସାରେ ଭାଦ୍ରବ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ବିଷ୍ଣୁଙ୍କ ଅଷ୍ଟମ ଅବତାର ଭାବେ ଶ୍ରୀକୃଷ୍ଣ ଜନ୍ମ ହୋଇଥିଲେ । ଦେବକୀ ଓ ବସୁଦେବଙ୍କ ପୁଅ ଭାବେ କଂଶର ବନ୍ଦୀଶାଳରେ ଜନ୍ମ ହୋଇଥିଲେ ଶ୍ରୀକୃଷ୍ଣ ।

ପରେ କଂସର ଭୟରେ ବାପା ବସୁଦେବ ଶ୍ରୀକୃଷ୍ଣଙ୍କୁ ନେଇ ଗୋପପୁରରେ ଛାଡି ଆସିଥିଲେ । ସେଠାରେ ନନ୍ଦ ରାଜାଙ୍କ ପୁଅ ଭାବେ ସେ ପାଳିତ ହୋଇଥିଲେ । ହିନ୍ଦୁ ଧର୍ମରେ ଏହି ଦିନଟିକୁ ବେଶ୍ ଉତ୍ସାହର ସହିତ ପାଳନ କରାଯାଇଥାଏ । ବିଶ୍ବର ହିନ୍ଦୁ ସଂପ୍ରଦାୟ ପାଇଁ ଏହା ଏକ ପବିତ୍ର ଦିନ ।

ଜନ୍ମାଷ୍ଟମୀ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେଉଛି । ସଂନ୍ଧ୍ୟାଧୂପ ଶେଷ ହେବାପରେ ଶ୍ରୀକୃଷ୍ଣଙ୍କ ଜନ୍ମନୀତି ଅନୁଷ୍ଠିତ ହେବ । ମହାଜନ ସେବକଙ୍କ ଦ୍ଵାରା ଶ୍ରୀକୃଷ୍ଣ ଜନ୍ମନୀତି ଅନୁଷ୍ଠିତ ହେବ । ଦେବକୀ ଓ ବସୁଦେବ ବେଶରେ ଜନ୍ମ ଚକଡାରେ ନିଶାର୍ଦ୍ଧରେ ପ୍ରଭୁ କୃଷ୍ଣ ଜନ୍ମ ନେବେ ।

Tags: janmastamiodisha
ShareTweetShareSend
Sanchar Live

Sanchar Live

Next Post
ମାଗଣା ମଦ ନଦେବାରୁ ଦୋକାନୀଙ୍କ ମୁଣ୍ଡରେ ବୋତଲମାଡ଼

ମାଗଣା ମଦ ନଦେବାରୁ ଦୋକାନୀଙ୍କ ମୁଣ୍ଡରେ ବୋତଲମାଡ଼

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କାହିଁକି ଭାଇରାଲ ୮୦ ଦଶକର ଫଟୋ? ଆପଣ ଵି ଏମିତି କରନ୍ତୁ…
  • କେନାଲରେ ଭାସିଯାଇ ଭାଇ-ଭଉଣୀ ମୃତ
  • BRICS ସମ୍ମିଳନୀ ପାଇଁ ଦିଲ୍ଲୀରେ ପହଞ୍ଚିଲେ ସି ଜିନପିଙ୍ଗ
  • ଆଜିଠୁ ୪ ଦିନ ବ୍ୟାଙ୍କ ଛୁଟି
  • ଓଡ଼ିଆ ସାମ୍ବାଦିକତାରୁ କମୁଛି Gen-Z ଙ୍କ ଆଗ୍ରହ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.