Tuesday, September 22, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜି ପବିତ୍ର ମହାବାରୁଣୀ ସ୍ନାନ

Sanchar Live by Sanchar Live
March 27, 2025
in ଓଡିଶା
0
ଆଜି ପବିତ୍ର ମହାବାରୁଣୀ ସ୍ନାନ
0
SHARES
14
VIEWS
FacebookTwitter

ଯାଜପୁର: ଆଜି ଯାଜପୁରର ପ୍ରସିଦ୍ଧ ମହାବାରୁଣୀ ସ୍ନାନ । ପୂଣ୍ୟତୋୟା ବୈତରଣୀ ନଦୀରେ ଚଳିତ ବର୍ଷ ମହା ବାରୁଣୀ ବୁଡ଼ ଅନୁଷ୍ଠିତ ହୋଇଛି । ଏଥିପାଇଁ ଯାଜପୁରର ଦଶାଶ୍ବମେଧ ଘାଟରେ ଆଜି ସକାଳୁ ଲକ୍ଷାଧିକ ଭକ୍ତ ଓ ଶ୍ରଦ୍ଧାଳୁ ସ୍ନାନ କରିଛନ୍ତି । ଏଥିସହିତ ବୈତରଣୀ ନଦୀ କୂଳରେ ନିଜ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ କରିଛନ୍ତି । ଏହି ଇତିହାସ ବର୍ଣ୍ଣିତ ଓ ପୁରାଣ ପ୍ରସିଦ୍ଧ ବାରୁଣୀ ସ୍ନାନ ପାଇଁ ଜିଲ୍ଳା ଓ ରାଜ୍ୟ ବାହାରୁ ବହୁ ଭକ୍ତ ସାମିଲ ହୋଇଛନ୍ତି । ଚଳିତ ବର୍ଷ ୨୬ ତାରିଖ ରାତ୍ର ୧୧ଟା ୪୮ ଠାରୁ ୨୭ ତାରିଖ ଦିନ ୮ଟା ୧୨ ପର୍ଯ୍ୟନ୍ତ ବାରୁଣୀ ସ୍ନାନ ଯୋଗ ରହୁଥିବା ଜଣାପଡିଛି । ଶ୍ରଦ୍ଧାଳୁ ମାନଙ୍କ ଭିଡ଼କୁ ଦୃଷ୍ଟିରେ ରଖି ଯାଜପୁର ଜିଲ୍ଲା ପ୍ରଶାସନ, ପୋଲିସ ଓ ପୌର ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି ।

ସେପଟରେ ଆଜି ସେହି ଘାଟକୁ ପରିଷ୍କାର ପରିଚ୍ଛନ୍ନ କରିବା ସହ ଶ୍ରଦ୍ଧାଳୁ ମାନଙ୍କ ସୁରକ୍ଷା ପାଇଁ ବାରିଗେଟ ବ୍ୟବସ୍ଥା କରାଯାଇଛି । ତେବେ ପୂର୍ବରୁ ଜିଲ୍ଲାପାଳ ପି ଅନ୍ୱେଶା ରେଡ଼ିଙ୍କ ଅଧକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ ବିଭିନ୍ନ ଲାଇନ ଡିପାର୍ଟମେଣ୍ଟର ଅଧିକାରୀ ମାନେ ଉପସ୍ଥିତ ଥିଲେ। ସେହିପରି ଶ୍ରଦ୍ଧାଳୁଙ୍କ ସୁରକ୍ଷା ପାଇଁ ସମ୍ଭାବ୍ୟ ଭିଡ ପାଇଁ ଜିଲ୍ଲା ପ୍ରଶାସନ ଓ ପୌର ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଥିବା ଯାଜପୁର ପୌରପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।

Tags: baitarani riverjajpurmahabaruni snan
ShareTweetShareSend
Sanchar Live

Sanchar Live

Next Post
ଏପ୍ରିଲ ୧ରୁ ପିଲାଙ୍କୁ ମିଳିବ ମାଣ୍ଡିଆ ଲଡୁ

ଏପ୍ରିଲ ୧ରୁ ପିଲାଙ୍କୁ ମିଳିବ ମାଣ୍ଡିଆ ଲଡୁ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଫାରୋସ୍ କପ୍୨୦୨୬ ରେ ଓଡ଼ିଶା ଏଏମ୍/ଏନ୍ଏସ୍ ଇଣ୍ଡିଆଜିମ୍ନାଷ୍ଟିକ୍ସ ହାଇ ପରଫର୍ମାନ୍ସ ସେଣ୍ଟର ଆଥଲେଟ କରିଶ୍ମାଙ୍କ ରୌପ୍ୟ ପଦକ ହାସଲ
  • ପୁରୀରେ ସମୁଦ୍ର ଅଶାନ୍ତ, ଲାଗିଲା ନାଲି ପତାକା
  • ଆଜି ସ୍ୱର୍ଣ୍ଣ ପଦକ ପାଇଁ ହେବ ମହାଲଢେଇ
  • ବଙ୍ଗୋପସାଗରରେ ଗଭୀର ଅବପାତ ସମ୍ଭାବନା, ପ୍ରବଳ ଛେଚିବ
  • ମଧ୍ୟପ୍ରଦେଶ ଅଘଟଣ: ଏକସଙ୍ଗେ ଜଳିଲା ୭ ଜୁଇ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.