Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜି ମହାମାୟାଙ୍କ ମହାନବମୀ

Sanchar Live by Sanchar Live
October 12, 2024
in ଓଡିଶା
0
ଆଜି ମହାମାୟାଙ୍କ ମହାନବମୀ
0
SHARES
9
VIEWS
FacebookTwitter

ସଂଚାର ବ୍ୟୁରୋ: ଆଜି ମହାମାୟାଙ୍କ ମହାନବମୀ । ରାଜ୍ୟର ବିଭିନ୍ନ ମଣ୍ଡପରେ ମା’ ଦୁର୍ଗାଙ୍କ ନବମୀ ପୂଜା ଅନୁଷ୍ଠିତ ହେଉଛି । ନବମୀରେ କୁମାରୀ ପୂଜା କରିବାର ବିଧି ରହିଛି । ତେଣୁ କିଛି ମଣ୍ଡପରେ କୁମାରୀ ପୂଜା, ଗୋ-ପୂଜନ କରାଯିବ । ସେହିଭଳି ବଙ୍ଗୀୟ ପରମ୍ପରା ଅନୁସାରେ କେତେକ ମଣ୍ଡପରେ ସିନ୍ଦୂର ଖେଳ ମଧ୍ୟ ହେବାର କାର୍ଯ୍ୟକ୍ରମ ରହିଛି । ମା’ଙ୍କୁ ଝିଅ ଭାବେ ପୂଜା କରିବା ସହ ବଙ୍ଗୀୟ ଢାଞ୍ଚାରେ ସିନ୍ଦୂର ଖେଳ କରାଯାଇଥାଏ । କେତେକ ମଣ୍ଡପରେ ମାଆଙ୍କ ପାଖରେ ଲାଗିହେବ ମାଛ ଭୋଗ । ସଧବା ମହିଳା ବେଶରେ ମାତା ଦୁର୍ଗାକୁ ଝିଅ ରୂପେ ପାଇଲା ପରେ ଆଜି ଘରୁ ବିଦା କରାଯିବାର ପରମ୍ପରା ରହିଛି । ସେପଟେ ପୀଠରେ ଚାଲିଛି ଦଶମୀ ପୂଜା । ଆଜି ମହୀଷାମର୍ଦ୍ଦିନୀ ବେଶରେ ଦର୍ଶନ ଦେବେ ମା’ କଟକ ଚଣ୍ଡୀ ।

Tags: durga pujaMahanavami
ShareTweetShareSend
Sanchar Live

Sanchar Live

Next Post
ଶ୍ରୀମନ୍ଦିରରେ ନିଯୁକ୍ତ ହେବେ ଫୁଡ୍ ଇନ୍ସପେକ୍ଟର

ରବିବାର ଶ୍ରୀମନ୍ଦିରରେ ଦଶହରା ପୂଜା, ଅନୁଷ୍ଠିତ ହେବ ସୁନାବେଶ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.