Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଦୀଘା ଜଗନ୍ନାଥ ମନ୍ଦିର ବିବାଦ ପ୍ରସଙ୍ଗରେ ଆଜି ବସିବ ବଡ଼ ବୈଠକ, ଆଜି ମତ ରଖିବେ ନିଯୋଗ ସଦସ୍ୟ

Sanchar Live by Sanchar Live
May 4, 2025
in ଓଡିଶା
0
ଦୀଘାରେ ଜଗନ୍ନାଥ ମନ୍ଦିର ବିବାଦକୁ ନେଇ ଏମିତି କହିଲେ ଦଇତାପତି
0
SHARES
5
VIEWS
FacebookTwitter

ପୁରୀ : ଦୀଘା ଜଗନ୍ନାଥ ମନ୍ଦିର ବିବାଦ ପ୍ରସଙ୍ଗରେ ଆଜି ବସିବ ବଡ଼ ବୈଠକ । ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଶ୍ରୀମନ୍ଦିର ପ୍ରଶାସନ ସହ ମହାରଣା, ଦେଉଳକରଣ, ପାଟଯୋଶୀ ମହାପାତ୍ର, ତଢଉ କରଣ ଓ ତିନି ବାଡ଼ର ବାଡ଼ଗ୍ରାହୀଙ୍କ ଗୁରୁତ୍ବପୂର୍ଣ୍ଣ ଆଲୋଚନା ହେବ। ପ୍ରଚାରିତ ହେଉଥିବା ଦ୍ବନ୍ଦାତ୍ମକ ଖବର ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ନିକଟରେ ମତାମତ ରଖିବେ ବିଭିନ୍ନ ନିଯୋଗର ସଦସ୍ୟ ।

ଗତକାଲି ଶ୍ରୀମନ୍ଦିର ପ୍ରଶାସନ ବିଭିନ୍ନ ନିଯୋଗକୁ ଚିଠି କରିବା ପରେ ଆଜି ବିଭିନ୍ନ ନିଯୋଗର ସଦସ୍ୟ ମାନେ ନିଜ ନିଜ ମତ ରଖିବେ l ଆଜି ଅପରାହ୍ଣ ୫ଟା ସୁଦ୍ଧା ଜଣାଇବାକୁ ଚିଠି କରିଥିଲା ଶ୍ରୀମନ୍ଦିର ପ୍ରଶାସନ । ନବକଳେବର ସମୟର ବଳକା ଦାରୁ ପ୍ରସଙ୍ଗରେ ମତାମତ ରଖିବେ। ନବକଳେବର ସମୟର ବଳକା ଦାରୁ ପ୍ରସଙ୍ଗରେ ପ୍ରଚାରିତ ଖବରକୁ ନେଇ ଚାଲିଛି ତନାଘନା। ଗତକାଲି ମଧ୍ୟ ଗୁରୁତ୍ବପୂର୍ଣ୍ଣ ବୈଠକ କରିଥିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ।

Tags: dighadigha jaganath templepuri
ShareTweetShareSend
Sanchar Live

Sanchar Live

Next Post
ରାମକୃଷ୍ଣ ଦାସ ମହାପାତ୍ରଙ୍କ ନାଁରେ ଶ୍ରୀମନ୍ଦିର ସିଂହଦ୍ଵାର ଥାନାରେ ଏତଲା

ରାମକୃଷ୍ଣ ଦାସ ମହାପାତ୍ରଙ୍କ ନାଁରେ ଶ୍ରୀମନ୍ଦିର ସିଂହଦ୍ଵାର ଥାନାରେ ଏତଲା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.