Monday, June 2, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ପୁଣି ବାଜିବ ସାଇରନ, ଆଜି ସଂନ୍ଧ୍ୟାରେ ମକଡ୍ରିଲ୍

Sanchar Live by Sanchar Live
May 31, 2025
in ଭାରତ
0
ପୁଣି ବାଜିବ ସାଇରନ, ଆଜି ସଂନ୍ଧ୍ୟାରେ ମକଡ୍ରିଲ୍
0
SHARES
31
VIEWS
FacebookTwitter

ପୁଣି ବାଜିବ ସାଇରନ । ପୁଣି ହେବ ବ୍ଲାକଆଉଟ୍ । ଆଗକୁ ହେବ କି ଯୁଦ୍ଧ । ଭାରତ-ପାକିସ୍ତାନ ସୀମାରେ ଉତ୍ତେଜନା ଓ ରାଜନୈତିକ ହଲଚଲ ଭିତରେ ପୁଣିଥରେ ଦେଶର ସୁରକ୍ଷାକୁ ନେଇ ଚର୍ଚ୍ଚା । ଅପରେସନ ସିଲ୍ଡ ଅନ୍ତର୍ଗତ ଆଜି ଜମ୍ମୁ-କାଶ୍ମୀର, ପଞ୍ଜାବ, ରାଜସ୍ଥାନ, ଗୁଜରାଟ ହରିୟାଣା ଓ ଚଣ୍ଡିଗଡ଼ରେ ହେବ ମକଡ୍ରିଲ୍‌ । ସମ୍ଭାବ୍ୟ ଏୟାର ଷ୍ଟ୍ରାଇକ୍ ଓ ଡ୍ରୋନ୍ ଆକ୍ରମଣର ମୁକାବିଲା ପାଇଁ ଏସବୁ ରାଜ୍ୟକୁ ଅପରେସନ୍ ସିଲ୍ଡରେ ସାମିଲ କରାଯିବ । ସନ୍ଧ୍ୟା ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ସବୁ ଜିଲ୍ଲାରେ ସିଭିଲ ଡିଫେନ୍ସ ଏକ୍ସରସାଇଜ୍ କରାଯିବ, ଯେଉଁଥିରେ ୩୨ହଜାର ସିଭିଲ ଡିଫେନ୍ସ ସ୍ୱେଚ୍ଛାସେବୀ ଯୋଗଦେବେ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଗୁଡ଼ିକରେ ରାତି ୮ଟାରୁ ୮ଟା ୧୫ ପର୍ଯ୍ୟନ୍ତ ୧୫ ମିନିଟ୍ ବ୍ଲାକଆଉଟ୍ ହେବ ।

ଏହା ପୂର୍ବରୁ କେନ୍ଦ୍ର ଗୃହ ମନ୍ତ୍ରାଳୟ ଗୁରୁବାର ମକଡ୍ରିଲ୍‌ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ, କିନ୍ତୁ ହଠାତ୍ ଏହାକୁ ସ୍ଥଗିତ ରଖାଯାଇଥିଲା । ତେବେ ପରେ ଏହାକୁ ୩୧ ମେ’ରେ କରିବାକୁ ନିଷ୍ପତ୍ତି ହୋଇଥିଲା । ବର୍ତ୍ତମାନର ଜରୁରୀକାଳୀନ ବ୍ୟବସ୍ଥାର ପରୀକ୍ଷଣ କରିବା, ବେସାମରିକ ପ୍ରଶାସନ, ପ୍ରତିରକ୍ଷା ବାହିନୀ ଏବଂ ସ୍ଥାନୀୟ ସମୁଦାୟ ମଧ୍ୟରେ ସମନ୍ୱୟରେ ଉନ୍ନତି ଆଣିବା ହେଉଛି ଏହି ଅଭ୍ୟାସର ଉଦ୍ଦେଶ୍ୟ । ଏହାଦ୍ୱାରା ଯେକୌଣସି ସଙ୍କଟର ତ୍ୱରିତ ଓ ପ୍ରଭାବୀ ମୁକାବିଲା ସୁନିଶ୍ଚିତ ହୋଇପାରିବ । ଏୟାର ଷ୍ଟ୍ରାଇକ୍ ଏବଂ ମାନବ ବିହୀନ ବିମାନ ବା ଡ୍ରୋନ୍ ଭଳି ଆକାଶମାର୍ଗର ବିପଦର ମୁକାବିଲା କରିବା, ଆକ୍ରମଣର ସାଇରନକୁ ସକ୍ରିୟ କରିବା ଏବଂ ଭାରତୀୟ ବାୟୁସେନା ସହିତ ସ୍ଥାପିତ କଣ୍ଟ୍ରୋଲ ରୁମ୍ କମ୍ୟୁନିକେସନ ହଟଲାଇନର ପରୀକ୍ଷଣ କରିବା ହେଉଛି ପ୍ରମୁଖ ଉପାଦାନ ।
Tags: indiamockdrill
ShareTweetShareSend
Sanchar Live

Sanchar Live

Next Post
ବନ୍ଦ ହେଲା ଲିଙ୍ଗରାଜ ମହାପ୍ରଭୁଙ୍କ ନିତିକାନ୍ତି

ବନ୍ଦ ହେଲା ଲିଙ୍ଗରାଜ ମହାପ୍ରଭୁଙ୍କ ନିତିକାନ୍ତି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ପ୍ରତିଦିନ କେତେ ପରିମାଣର ଅଖରୋଟ ଖାଇବା ଉଚିତ ? ଜାଣନ୍ତୁ…
  • ଆଗାମୀ ୫ ବର୍ଷରେ ରାଜ୍ୟରେ ଦୁଗ୍ଧ ଉତ୍ପାଦନ ଦ୍ବିଗୁଣିତ କରିବା ପାଇଁ ଆମ ସରକାର ପ୍ରୟାସଶୀଳ : ମୁଖ୍ୟମନ୍ତ୍ରୀ
  • ଉତ୍ତମ ମହାନ୍ତିଙ୍କ ଅସ୍ଥି ବିସର୍ଜନ କଲେ ବାବୁସାନ
  • କଳିଙ୍ଗ ଷ୍ଟୁଡିଓର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ରାଜଧାନୀରେ ସିଭିଲ ଡିଫେନ୍ସର ତାଲିମ ଶିବିର

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.