Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜିଠୁ ଦୁଇ ଦିନିଆ ଉତ୍କର୍ଷ ଓଡ଼ିଶା ସମ୍ମିଳନୀ, ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ

Sanchar Live by Sanchar Live
January 28, 2025
in ଓଡିଶା
0
ଆଜିଠୁ ଦୁଇ ଦିନିଆ ଉତ୍କର୍ଷ ଓଡ଼ିଶା ସମ୍ମିଳନୀ, ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ

Oplus_131072

0
SHARES
8
VIEWS
FacebookTwitter

ଆଜିଠୁ ଦୁଇ ଦିନିଆ ଉତ୍କର୍ଷ ଓଡ଼ିଶା ସମ୍ମିଳନୀ। ନିବେଶ ପାଇଁ ଓଡ଼ିଶାରେ ଶିଳ୍ପହସ୍ତୀ  ।  ଆମେରିକା, ଜର୍ମାନୀ, ଅଷ୍ଚ୍ରେଲିଆ, ସିଙ୍ଗାପୁର, ମାଲେସିଆ, ବେଲାରୁସ, ୟୁକେ ଭଳି ୧୬ଟି ଦେଶର ପ୍ରତିନିଧି ଜନତା ମୈଦାନର ଶିଳ୍ପ ସମ୍ମିଳନୀରେ ସାମିଲ ହେବେ ।  ବଡ ବଡ ବିଜନେସ ଟାଇକୁନ ଏଲ.ଏନ ମିତ୍ତଲ, କୁମାର ମଙ୍ଗଳମ ବିର୍ଲା, ଅନୀଲ ଅଗ୍ରଓ୍ୱାଲ, ସଜ୍ଜନ ଜିନ୍ଦଲ, ନବୀନ ଜିନ୍ଦଲ, କରଣ ଆଦାନୀ, ଟି.ଭି ନରେନ୍ଦ୍ରନ ଏହି ସମ୍ମିଳନୀରେ ସାମିଲ ହେବେ। ଯାହା ଉତ୍କର୍ଷ ଓଡିଶାକୁ ବୁଷ୍ଟର ଡୋଜ ଦେବ ବୋଲି କୁହାଯାଉଛି ।

ଉତ୍କର୍ଷ ଓଡ଼ିଶାରେ ଶହେରୁ ଅଧିକ ଶିଳ୍ପପତିଙ୍କ ସହ ଏମଓୟୁ ସ୍ୱାକ୍ଷାର କରିବା ପାଇଁ ମେଗା ପ୍ଲାନ ପ୍ରସ୍ତୁତ କରିଛନ୍ତି ରାଜ୍ୟ ସରକାର  ।  ଶିଳ୍ପ, ଆଇଟି, ଖାଦ୍ୟ ପ୍ରକ୍ରିୟାକରଣ, ପେଟ୍ରୋକେମିକାଲ୍ସ, ଏମଏସଏମଇ ସେକ୍ଟରରେ ନିବେଶ ପାଇଁ ନିବେଶକାରୀଙ୍କ ସହ ଆଲୋଚନା କରି ଆଗକୁ ବଢ଼ିବେ ସରକାର   ।  ଓଡ଼ିଶାରେ ନିବେଶ ପାଇଁ କେମିତି ବାତାବରଣ ରହିଛି? ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍ସ ମାଧ୍ୟମରେ ସବୁକିଛି ଅନୁମୋଦନ ମିଳୁଛି ସେସବୁ ଶିଳ୍ପପତିଙ୍କୁ ଜଣାଇ ଆକୃଷ୍ଟ କରିବେ    ।  ଉତ୍କର୍ଷ ଓଡିଶା ପାଇଁ ୫ ଲକ୍ଷ କୋଟି ଟଙ୍କାର ଆଶା ରଖାଯାଇଥିଲା  । କିନ୍ତୁ ତାହାର ୩ ଗୁଣା ଅଧିକ ହେବ ବୋଲି ଆହୁରି ଆଶା ବଢ଼ିଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ   ।

ଜାଣନ୍ତୁ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସମୟ ଓ କାର୍ଯ୍ୟସୂଚୀ 
ଏଥିସହ ପ୍ରଥମ ଥର ଲାଗି ମେକ୍ ଇନ ଓଡିଶାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସୁଛନ୍ତି  ।  ଆଜି ଭୁବନେଶ୍ୱରରେ ଆୟୋଜିତ ଉତ୍କର୍ଷ ଓଡ଼ିଶା-ମେକ୍‌ ଇନ୍‌ ଓଡ଼ିଶା କନକ୍ଲେଭ୍‌-୨୦୨୫ରେ ଯୋଗଦେବେ  ।  ଦୁଇଘଂଟା ପାଇଁ ସମ୍ମିଳନୀରେ ସାମିଲ ହେବେ ପ୍ରଧାନମନ୍ତ୍ରୀ  । ମୋଦୀଙ୍କ ଗସ୍ତ ପୂର୍ବରୁ କାରକେଡ୍‌ ରିହର୍ଶାଲ ଶେଷ ହୋଇଛି। ଭୁବନେଶ୍ବରରେ ମୋଦୀ ୨ ଘଣ୍ଟା ୨୦ମିନିଟ୍‌ ରହିବେ। ସେଥିପାଇଁ ସମସ୍ତ ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରାଯାଇଛି   ।  ବ୍ଲୁ ବୁକ ଗାଇଡଲାଇନ ମୁତାବକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ରୁଟ ଲାଇନିଂ ଓ ଟ୍ରାଫିକ ବ୍ୟବସ୍ଥା କୁ କଡାକଡି କରାଯାଇଛି  ।

ଏସପିଜି ପୂର୍ବରୁ ଏହି ସୁରକ୍ଷା ବ୍ୟବସ୍ଥାର ତଦାରଖ କରିଛନ୍ତି। ଉତ୍କର୍ଷ ଓଡିଶା କାର୍ଯ୍ୟକ୍ରମ  ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ପାଇଁ ମୋଟ ୬୦ ପ୍ଲାଟୁନ ପୁଲିସ ଫୋର୍ସ ନିୟୋଜିତ ହେବେ । ୪୦୦ ରୁ ଉର୍ଦ୍ଧ୍ବ ଅଫିସର ସୁରକ୍ଷା ବ୍ୟବସ୍ଥାର ତଦାରଖ ଦାୟିତ୍ୱରେ ରହିଛନ୍ତି ।  ଆଜି ପୂର୍ବାହ୍ଣ ୧୦ଟା ୩୫ରେ ପ୍ରଧାନମନ୍ତ୍ରୀ ବାୟୁସେନାର ସ୍ବତନ୍ତ୍ର ବିମାନରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ  ।

Tags: bhubaneswarnarendramodiUtkarshaodisha
ShareTweetShareSend
Sanchar Live

Sanchar Live

Next Post
ଭୁବନେଶ୍ବରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ବରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.